ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ଆସନ୍ତା ୨୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ସୁରକ୍ଷା ଦୃଷ୍ଟିରୁ ଟ୍ରାଫିକ କଟକଣା ଜାରି କଲା କମିଶନରେଟ ପୋଲିସ । ୨୪ରେ ଅପରାହ୍ଣ ୫ଟା ୨୫ରୁ ସନ୍ଧ୍ୟା ୬ଟା ୫ ଯାଏ କଟକଣା । ଏୟାରପୋର୍ଟ ଛକ-ହସ୍ପିଟାଲ ଛକ-ଏଜିଛକ- ବାମ ମୋଡ ରାଜଭବନ ଯାଏ ରାସ୍ତା ଗୁଡିକ ବନ୍ଦ କରାଯିବ । ଉପରୋକ୍ତ ରାସ୍ତାରେ ନଯାଇ ଅନ୍ୟ ରାସ୍ତାରେ ଯାତାୟାତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । […]
ସଂପୂର୍ଣ୍ଣ ପଢନ୍ତୁ