Sai

ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି

ଭୁବନେଶ୍ୱର : ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ । ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ  ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି । ଏହାପରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ବାସଭବନରେ ପହଞ୍ଚିଛନ୍ତି । ସେଠାରେ ଧର୍ମେନ୍ଦ୍ରଙ୍କୁ ସାକ୍ଷାତ କରିବା ସହ ଆଲୋଚନା କରିବେ । ସୂଚନା ଅନୁସାରେ ମାର୍ଚ୍ଚ ୧୭ରେ ଦିଲ୍ଲୀରେ ୮୩ ବର୍ଷ ବୟସରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଥିଲା । ଦିଲ୍ଲୀ ଏମସରେ ସେ ଶେଷ […]

ସଂପୂର୍ଣ୍ଣ ପଢନ୍ତୁ
Utkal University 750x430

ବିଶ୍ବବିଦ୍ୟାଳୟରେ ଖାଲିପଡିଛି ୧୩୫୩ଟି ଶିକ୍ଷକ ପଦବୀ

ଭୁବନେଶ୍ବର: ରାଜ୍ୟରେ ସରକାରୀ ପରିଚାଳିତ ବିଶ୍ବବିଦ୍ୟାଳୟରେ ହଜାରେରୁ ଅଧିକ ଶିକ୍ଷକ ପଦବୀ ଖାଲିପଡିଛି । ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ  । ସରକାରୀ ପରିଚାଳିତ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୧୩୫୩ଟି ଶିକ୍ଷକ ଏବଂ ୨୦୮୧ଟି ଅଣଶିକ୍ଷକ ପଦବୀ ଖାଲି ପଡ଼ିଛି । କଂଗ୍ରେସ ବିଧାୟକ ସୋଫିଆ ଫିରଦୌସଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି, ୧୭ଟି ସରକାରୀ ପରିଚାଳିତ ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଭାଗରେ ମୋଟ ୨୦୨୭ଟି ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦବୀ ରହିଛି । […]

ସଂପୂର୍ଣ୍ଣ ପଢନ୍ତୁ
Ratha Yatra

ଅଦିନିଆ ରଥଯାତ୍ରା ବିବାଦ : ତିଥିରେ ରଥ ଓ ସ୍ନାନ ଯାତ୍ରା ପାଇଁ ଇସ୍କନକୁ ପରାମର୍ଶ

ପୁରୀ : ତିଥି ଅନୁସାରେ ରଥଯାତ୍ରା ପାଳିବାକୁ ଇସ୍କନକୁ ପରାମର୍ଶ । ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ବସିଥିବା ବୈଠକରେ ପରାମର୍ଶ ଦିଆଯାଇଛି । ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି । ଅଦିନିଆ ରଥଯାତ୍ରା ଓ ସ୍ନାନ ଯାତ୍ରା ନ କରିବାକୁ ଅନୁରୋଧ କରାଯାଇଛି । ଭକ୍ତଙ୍କ ଭାବାବେଗକୁ ସମ୍ମାନ ଦେଇ ଅଦିନିଆ ରଥଯାତ୍ରା ନ କରିବାକୁ ପରାମର୍ଶ ଦିଆଯାଇଛି । […]

ସଂପୂର୍ଣ୍ଣ ପଢନ୍ତୁ
Highcourt 750x430

ବାର୍‌ ଡ୍ୟାନ୍ସ କଟକଣା ମାମଲା: ଅଦାଲତରେ ଜବାବ ରଖିଲେନି ସରକାର

କଟକ: ଓଡ଼ିଶା ଅବକାରୀ ଆଇନ-୨୦୨୪ ଆଧାରରେ ଭୁବନେଶ୍ୱରର ବିଭିନ୍ନ ଠିପିଖୋଲା ବାର୍ ଡ୍ୟାନ୍ସରେ ଲଗାଯାଇଥିବା କଟକଣାକୁ ବିରୋଧ କରି ରୁଜୁ ମାମଲାରେ ରାଜ୍ୟ ସରକାର ଜବାବ ଦାଖଲ କଲେ ନାହିଁ। ଗୁରୁବାର ସଂଧ୍ୟା ସୁଦ୍ଧା ଜବାବ ଦାଖଲ ହୋଇଯିବ ବୋଲି ଅଦାଲତଙ୍କୁ ଅବଗତ କରାଯାଇଥିଲା। କିନ୍ତୁ ଏହି ଜବାବ ହାଇକୋର୍ଟଙ୍କୁ ସନ୍ତୁଷ୍ଟ କରିପାରି ନଥିଲା। ହାଇକୋର୍ଟ ରାଜ୍ୟ ସରକାରଙ୍କ ଏଭଳି ଆଭିମୁଖ୍ୟକୁ ନେଇ କ୍ଷୁବ୍ଧ ହେବା ସହ ରାଜ୍ୟ ସରକାର ଜବାବ ଦିଅନ୍ତୁ ବା ନଦିଅନ୍ତୁ ଆସନ୍ତା […]

ସଂପୂର୍ଣ୍ଣ ପଢନ୍ତୁ
At

ଏଟିଏମ କାର୍ଡରୁ ୯୫ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସାଲେପୁର : ଅଭିନବ ଉପାୟରେ ଏଟିଏମ କାର୍ଡରୁ ୯୫ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଏନେଇ କଟକ ଜଗତପୁର ଥାନାରେ ମାମଲା ରୁଜୁ ହୋଇଛି ।  ଅଭିଯୋଗ ଅନୁଯାୟୀ, ସାଲେପୁର ବ୍ଲକ ପାଟପୁର ଗାଁର ପାରେଶ୍ଵର ରାଉତରାୟ ଗ୍ରୋସରୀ ଦୋକାନ କରି ପରିବାର ପୋଷଣ କରନ୍ତି। ସାଙ୍ଗମାନଙ୍କ ସହ ପୁରୀ ବୁଲି ଫେରିବା ସମୟରେ ଗ୍ରୋସରି ଦୋକାନର କିଛି ଜିନିଷ କିଣିବା ପାଇଁ ଜଗତପୁରରେ ଏସବିଆଇ ଏଟିଏମ କାଉଣ୍ଟର ଯାଇ ୨୦ ହଜାର ଟଙ୍କା ଉଠାଇ ଥିଲେ […]

ସଂପୂର୍ଣ୍ଣ ପଢନ୍ତୁ
Mixcollage 20 Mar 2025 02 10 Pm

ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ମାରାଥନ ରେଡ୍‌

ଅନୁଗୁଳ: ଅନୁଗୁଳରେ ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଚାଲିଛି ଆୟକର ବିଭାଗର ମାରାଥନ ରେଡ୍‌ । ଦ୍ୱିତୀୟ ଦିନରେ ୧୫ଟି ସ୍ଥାନରେ ଚାଲିଛି ଆୟକର ଚଢ଼ାଉ । ଗୋଟିଏ ସ୍ଥାନରୁ ୭ କୋଟିର ନଗଦ ଟଙ୍କା ଜବତ ହୋଇଥିବା ବେଳେ ପୁରୀରୁ ଦୁଇ ଓ ଅନଗୁଳରୁ ଗୋଟିଏ ହୋଟେଲ୍ ଠାବ କରିଛି ଆୟକର ବିଭାଗ । ସୂଚନା ଅନୁସାରେ, ଗତକାଲି ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡଧରଣର ରେଡ ଚାଲିଥିଲା । […]

ସଂପୂର୍ଣ୍ଣ ପଢନ୍ତୁ
Pl

ଅନୁଗୁଳରେ ମହିଳାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ

ଅନୁଗୁଳ : ଅନୁଗୁଳରେ ଲଜ୍ଜା । ମହିଳାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗ । ପୀଡ଼ିତାଙ୍କୁ ଉଦ୍ଧାର କରାଯାଇଛି । ମୁଖ୍ୟ ଅଭିଯୁକ୍ତ ସମେତ ତିନି ଜଣଙ୍କୁ ଅଟକ ରଖିଛି ପଚରାଉଚରା କରୁଛି ପୋଲିସ । ଅନୁଗୁଳ ଟାଉନ ଥାନା ଅଞ୍ଚଳରେ ଘର ଭଡ଼ା ନେଇ ଜଣେ ରହୁଥିବା ଜଣେ ମହିଳାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ମହିଳା କାନ୍ଦୁଥିବା ଦେଖି ପାଖ ପଡୋଶୀ ଥାନାକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 03 21 105906 750

୨୭ରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ କରିବାକୁ ନିଷ୍ପତ୍ତି

ଯାଜପୁର: ନାରୀ ନିର୍ଯାତନାକୁ ରୋକିବା ପାଇଁ କଂଗ୍ରେସ ପକ୍ଷରୁ ବିଧାନସଭାକୁ ଘେରାଉ କରାଯିବ। ନାରୀ ନିର୍ଯାତନା ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଠୋସ ପଦକ୍ଷେପ ଗ୍ରହଣ କରା ନଯିବା ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଜାରି ରହିବ। ଏଭଳି କିଛି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ରାଜ୍ୟ ଓ କେନ୍ଦ୍ରରେ ଏବେ ଡବଲ ଇଂଜିନ ସରକାର ଚାଲିଛି। କିନ୍ତୁ ରାଜ୍ୟରେ ନାରୀ ନିର୍ଯାତନାର ବେଗ ମଧ୍ୟ ଡବଲ ବେଗରେ ଗତି କରୁଛି। ପ୍ରତିଦିନ […]

ସଂପୂର୍ଣ୍ଣ ପଢନ୍ତୁ
Justice Tandon 750x430

ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ହରିଶ ଟଣ୍ଡନ, ରାଷ୍ଟ୍ରପତି ଦେଲେ ନିଯୁକ୍ତି

କଟକ : ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ହରିଶ ଟଣ୍ଡନ। ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିଶ କ୍ରମେ ତାଙ୍କୁ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୬ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲେ । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଟଣ୍ଡନ । ଜାନୁଆରୀ ୧୯ରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡ଼ିଶା ହାଇକୋର୍ଟରୁ ଅଵସର […]

ସଂପୂର୍ଣ୍ଣ ପଢନ୍ତୁ
Capture 34 750x430

କଳା ପୋଷାକ ପିନ୍ଧି, ଘଣ୍ଟ, ମହୁରୀ ବଜେଇ ପ୍ରତିବାଦ କଲା କଂଗ୍ରେସ

ଭୁବନେଶ୍ବର: ଚଲାଇ ଦେଉନାହାନ୍ତି ଗୃହ । ଆଜି ବି ବିରୋଧୀଙ୍କ ହାଇଡ୍ରାମା ଗୃହରେ ଦେଖିବାକୁ ମିଳିଛି । କଳା ଡ୍ରେସ୍ ପିନ୍ଧି ଘଣ୍ଟ ବାଡ଼େଇ ଗୃହ ଭିତରେ ହୋହାଲ୍ଲା କରି କଂଗ୍ରେସ ପ୍ରତିବାଦ କରିଛି । ବାଧ୍ୟ ହୋଇ ବାଚସ୍ପତି ୧୧.୩୦ ଯାଏଁ ଗୃହକୁ ମୁଲତବି କରିଛନ୍ତି । ନାରୀ ସୁରକ୍ଷାକୁ ନେଇ ବାରମ୍ବାର କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ଆଜି ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ କରିଥିଲେ କଂଗ୍ରେସ ଏବଂ ବିଜେଡି […]

ସଂପୂର୍ଣ୍ଣ ପଢନ୍ତୁ