F4669f83 746b 44a5 91d7 Ffc16645b329

ଗୋପୀନାଥଙ୍କ ନୂଆ ଠିକଣା ଏବେ ମୋ ଘର ବୃଦ୍ଧାଶ୍ରମ

ଏରସମା :  ବରିଷ୍ଠ ନାଗରିକ ଙ୍କ ସ୍ୱାର୍ଥ ଓ ସୁରକ୍ଷା କୁ ଦୃଷ୍ଟି ରେ ରଖି ଯେତେ ଆଇନ ପ୍ରଣୟନ କରାଗଲେ ମଧ୍ୟ ଦିନକୁ ଦିନ ସେମାନଙ୍କ ପ୍ରତି ପୁଅ ବୋହୁ ଙ୍କ ନିର୍ଯ୍ୟାତନା ବଢିବାକୁ ଲାଗିଛି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି କୁଜଙ୍ଗ ଥାନା ଅନ୍ତର୍ଗତ ଚଟୁଆ ପଂଚାୟତ ଜନାର୍ଦ୍ଦନପୁର ଗ୍ରାମର ଗୋପୀନାଥ ପାତ୍ରଙ୍କ ନିକଟରେ । ଆଜିକୁ ଦୀର୍ଘଦୀନ ହେଲା ପିଲା ମାନଙ୍କ ଦ୍ଵାରା ଅବହେଳିତ ଓ ନିର୍ଯ୍ୟାତିତ ହୋଇ ନ୍ୟାୟ ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ
Pkh

ବିଧାନସଭାରେ ପଖାଳ ଦିବସ ପାଳିତ, ପଖାଳ ଖାଇଲେ ବାଚସ୍ପତି, ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ନେତା ଓ ମନ୍ତ୍ରୀ

ଭୁବନେଶ୍ବର: ଓଡିଆଙ୍କ ପ୍ରିୟ ଖାଦ୍ୟ ପଖାଳ । ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହିତ ପଖାଳ ବେଶ୍ ଜଡ଼ିତ । ମହାପ୍ରଭୁ ଜଗନ୍ନାଥଙ୍କ ମଧ୍ୟ ପ୍ରିୟ ଖାଦ୍ୟ ହେଉଛି ପଖାଳ। ଆଜି ସମଗ୍ର ରାଜ୍ୟ ପାଳୁଛି ପଖାଳ ଦିବସ । ଏହି ଅବସରରେ ବିଧାନସଭାରେ ପଖାଳ ଦିବସ ପାଳିତ ହୋଇଛି । ପଖାଳ ଦିବସ ପାଳିଛନ୍ତି ମୁଖ୍ୟମନ୍ତ୍ରୀ । ପଖାଳ ଖାଇ ପଖାଳ ଦିବସ ପାଳିଲେ ମୁଖ୍ୟମନ୍ତ୍ରୀ । ବାଚସ୍ପତି ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ନେତା ଓ […]

ସଂପୂର୍ଣ୍ଣ ପଢନ୍ତୁ
Ipl

ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ

ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ଗୁରୁବାର ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର କରିବା ଏବଂ ସନ୍ଧ୍ୟା ମ୍ୟାଚ୍ ସମୟରେ ଦ୍ୱିତୀୟ ଇନିଂସରେ ଦ୍ବିତୀୟ ନୂଆ ବଲ୍ ପ୍ରଚଳନ କରିବାକୁ ସୂଚନା ଦେଇଛନ୍ତି। ଭାରତର ଦ୍ରୁତ ବୋଲର ମହମ୍ମଦ ସାମି ଡେଥ୍ ଓଭରରେ ବୋଲରଙ୍କ କ୍ରୋଧକୁ ନେଇ ଚିନ୍ତା […]

ସଂପୂର୍ଣ୍ଣ ପଢନ୍ତୁ
Ne

ଶୌଚାଳୟରେ ମୃତ ଛୁଆକୁ ଜନ୍ମଦେଲେ କଲେଜ ଛାତ୍ରୀ

ନୟାଗଡ: ପେଟ କାଟିବାରୁ ଡାକ୍ତରଖାନା ଯାଇଥିଲେ । କିନ୍ତୁ ଶୌଚାଳୟରେ ଛୁଆ ଜନ୍ମ କଲେ ଯୁକ୍ତ ୩ ଛାତ୍ରୀ । ଛାତ୍ରୀ ଜଣଙ୍କ ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ ବର୍ଷରେ ପାଠ ପଢୁଥିବା ଜଣାପଡ଼ିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି । ତେବେ ଜନ୍ମ ହୋଇଥିବା ଛୁଆ ମୃତ ବୋଲି ସୂଚନା ମଧ୍ୟ ମିଳୁଛି । ତେବେ ଛାତ୍ରୀ ଜଣଙ୍କ କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ହୋଇଥିବା ବେଳେ ହଷ୍ଟେଲରେ ରହି […]

ସଂପୂର୍ଣ୍ଣ ପଢନ୍ତୁ
Ac

୨୫ ସେଲିବ୍ରିଟିଙ୍କ ନାଁରେ ଏତଲା

ରାଣା ଦଗୁବାତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଓ ମଞ୍ଚୁ ଲକ୍ଷ୍ମୀଙ୍କ ସମେତ ପ୍ରାୟ ୨୫ ଜଣ ଲୋକପ୍ରିୟ ସେଲିବ୍ରିଟି ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କ ବିରୋଧରେ ଏତଲା ଦାୟର କରିଛି ତେଲଙ୍ଗାନା ପୁଲିସ। ଏମାନଙ୍କ ବିରୋଧରେ ବେଆଇନ ବେଟିଂ ଆପ୍ସକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ ହୋଇଛି। ଯେଉଁମାନଙ୍କ ବିରୋଧରେ ତେଲଙ୍ଗାନା ପୁଲିସ ଏତଲା ଦାୟର କରିଛି ସେମାନଙ୍କ ମଧ୍ୟରେ ୬ ଜଣ ଟଲିଉଡ ତାରକା ଅଛନ୍ତି। ମିୟାପୁର ଥାନାରେ ଏତଲା ଦାୟର ହୋଇଛି। କୁହାଯାଉଛି ଯେ, ୩୨ […]

ସଂପୂର୍ଣ୍ଣ ପଢନ୍ତୁ
Image 2025 03 20t165854.863

‘ରାଜ୍ୟର ବେସରକାରୀ କଲେଜଗୁଡ଼ିକୁ ସରକାର ହାତକୁ ନିଅନ୍ତୁ’

ଭୁବନେଶ୍ୱର: ରାଜ୍ୟରେ ଥିବା ବେସରକାରୀ କଲେଜଗୁଡ଼ିକର ପରିଚାଳନା ଭାର ସରକାର ହାତକୁ ନିଅନ୍ତୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଉଚ୍ଚଶିକ୍ଷା ଶାଖା ପକ୍ଷରୁ ଦାବି କରାଯାଇଛି । ମହାସଂଘର ରାଜ୍ୟ ସଭାପତି ପ୍ରଫେସର ଶିବଵ୍ରତ ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ବୁଧବାର ଦିନ କଳିଙ୍ଗ ଷ୍ଟାଡିୟମଠାରେ ସାକ୍ଷାତ କରି ଏହି ଦାବି ଉପସ୍ଥାପନ କରିଥିଲେ । ଏଥି ସଙ୍ଗେସଙ୍ଗେ ଜାତୀୟ ଶିକ୍ଷାନୀତି ୨୦୨୦ କାର୍ଯ୍ୟକାରୀ କରିବା, ‘ସମାନ କାମକୁ […]

ସଂପୂର୍ଣ୍ଣ ପଢନ୍ତୁ
Nav

ନବୀନ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଚାହୁଁ ନଥିଲେ ଭି କେ ପାଣ୍ଡିଆନ୍‌: ପଦ୍ମଲୋଚନ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସରକାରରେ ୫ଟି ଅଧ୍ୟକ୍ଷ ଥିବା ଭି.କେ ପାଣ୍ଡିଆନ୍‌ଙ୍କୁ ବାଲେଶ୍ବର ଜିଲ୍ଲା ସିମୁଳିଆରୁ ବିଜେପି ବିଧାୟକ ପଦ୍ମଲୋଚନ ପଣ୍ଡା ଟାର୍ଗେଟ୍‌ କରିଛନ୍ତି। ପାଣ୍ଡିଆନ୍‌ଙ୍କୁ ନେଇ ଶ୍ରୀ ପଣ୍ଡା ସାଙ୍ଘାତିକ ବୟାନ ଦେଇଛନ୍ତି। ସେ କହିଛନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପାଣ୍ଡିଆନ ପାଗଳ କରି ରଖିଥିଲେ। ମେଡିସିନ୍‌ ଦିଆଯାଉଥିବାରୁ ନବୀନ ବାବୁ କିଛି ବୁଝି ପାରୁନଥିଲେ କି ଜାଣିପାରୁ ନଥିଲେ। ନବୀନ ବାବୁଙ୍କ ହାତକୁ ପାଣ୍ଡିଆନ୍‌ କେତେବେଳେ ତାଙ୍କ ହାତ ମାଡ଼ି […]

ସଂପୂର୍ଣ୍ଣ ପଢନ୍ତୁ
Rc

ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର: ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ। ତେବେ ରାସନକାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪। ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍‌ ଦିଆଯାଇଛି। ମୃତ୍ୟୁ ପରେ ବି ଏହି ଲୋକମାନଙ୍କ ନାମରେ ରାସନ୍‌ ସାମଗ୍ରୀ ନିଆଯାଉଥିଲା। ଯାହାକୁ ଏବେ ଚିହ୍ନଟ କରାଯାଇଛି। ତେବେ ଖାଦ୍ୟ ସୁରକ୍ଷା ଯୋଜନାରେ ୯୭ ଲକ୍ଷ ୫୫ ହଜାର ୪୪୨ କାର୍ଡରେ ୩ କୋଟି ୩୦ ଲକ୍ଷ ୨୮ ହଜାର ୮୮୦ […]

ସଂପୂର୍ଣ୍ଣ ପଢନ୍ତୁ
Rre

ଆସନ୍ତା ବର୍ଷ ଭାରତ ହେବ ନକ୍ସଲ ମୁକ୍ତ: ୨୬ ନକ୍ସଲ ଏନକାଉଣ୍ଟର ପରେ ଶାହାଙ୍କ ବଡ ବୟାନ

ନୂଆଦିଲ୍ଲୀ: ଏନକାଉଣ୍ଟରରେ ଥରିଛି ଛତିଶଗଡର ଛାତି । ଜଙ୍ଗଲରେ ଶୁଭିଛି ଗୁଳିର ଗର୍ଜନ । ଆଉ ଯବାନଙ୍କ ଗୁଳିରେ ଟଳିପଡିଛନ୍ତି ୨୬ ମାଓବାଦୀ । ଇଟାର ଜବାବ ପଥରରେ ଦେଇଛନ୍ତି ସୁରକ୍ଷା କର୍ମୀ । ଛତିଶଗଡର ୨ଟି ଅଲଗା ଅଲଗା ସ୍ଥାନରେ ଆଜି ମାଓବାଦୀଙ୍କ ଉପରେ ଗୁଳିବର୍ଷା କରିଛନ୍ତି ଯବାନ । ବିଜାପୁର ଏବଂ କାଙ୍କେରରେ ସୁରକ୍ଷାକର୍ମୀଙ୍କ ଅପରେସନରେ ନିପାତ ହୋଇଛନ୍ତି ୨୬ ନକ୍ସଲ । ଯାହା ନକ୍ସଲ ମୁକ୍ତ ଅଭିଯାନକୁ ଆହୁରି ବଳ ଦେଇଛି । […]

ସଂପୂର୍ଣ୍ଣ ପଢନ୍ତୁ
It Raid 1

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର IT ରେଡ୍

ଅନୁଗୁଳ:  ବଡ ଧରଣର ଆୟକର ଚଢ଼ାଉ । ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ଅନୁଗୋଳରେ ତିନି ଜଣିଆ ଟିମ ଚଳାଇଛନ୍ତି ଖୋଳତାଡ଼ । ତାଳଚେର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଭୁବନେଶ୍ୱରରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି । ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ […]

ସଂପୂର୍ଣ୍ଣ ପଢନ୍ତୁ