Gr

ଓଡିଶାରୁ ଚାଇନା ଯାଉଛି ଲୁହା ପଥର: ଗଲାଣି ୧୮ ଲକ୍ଷ ମେଟ୍ରିକ୍ ଟନ୍

ଭୁବନେଶ୍ବର: ଖଣିଜ ପଦାର୍ଥରେ ଭରପୂର ଓଡିଶା ରାଜ୍ୟରୁ ଚାଇନା ନେଉଛି ଲୁହାପଥର । ରାଜ୍ୟରେ ଲୁହାପଥର ରପ୍ତାନୀରୁ ଆଦାୟ ହେଉଥିବା ରାଜସ୍ୱକୁ ନେଇ ତଥ୍ୟ ଦେବା ବେଳେ ଏହି ସୂଚନା ରଖିଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଆଜି ଗୃହରେ ଏନେଇ ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ ପ୍ରଶ୍ନ କରିଥିବା ବେଳେ ଏନେଇ ମନ୍ତ୍ରୀ ଲିଖିତ ଉତ୍ତରରେ କହିଥିଲେ, ବିଗତ ତିନି ବର୍ଷରେ ଲୁହାପଥର ରପ୍ତାନୀରୁ ୨୪ ଶହ ୧୮ କୋଟି […]

ସଂପୂର୍ଣ୍ଣ ପଢନ୍ତୁ
Special Flights 1

ଆସନ୍ତା ଅପ୍ରେଲ୍‌ ୧ ତାରିଖରୁ ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ, ସପ୍ତାହରେ ଚାରି ଦିନ ଉଡ଼ିବ

ଭୁବନେଶ୍ବର: ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ । ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବ । ଆସନ୍ତା ଅପ୍ରେଲ୍‌ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଏହି ନୂତନ ବିମାନ ସେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା କରିଛନ୍ତି । ରାଜ୍ୟ ସରକାରଙ୍କ ନ୍ୟୁ ଡେଷ୍ଟିନେସନ୍‌ ପଲିସି ଅନୁଯାୟୀ ଭୁବନେଶ୍ବରରୁ […]

ସଂପୂର୍ଣ୍ଣ ପଢନ୍ତୁ
Hard

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକ ନିର୍ମାଣ ପାଇଁ ମୋର ଦାବି: ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଟିମ୍ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଏକ ବାୟୋପିକ୍ ନିର୍ମାଣ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକରେ ଦେଖାଯିବା ଉଚିତ ଯେ ଅଲରାଉଣ୍ଡର ତାଙ୍କ ସଂଘର୍ଷମମୟ ଯାତ୍ରା‌ରେ କଠୋର ସମାଲୋଚନାର ସମ୍ମୁଖୀନ ହେବା ସତ୍ତ୍ୱେ କିପରି ଏକ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଥିଲେ। ଗତ ଆଇପିଏଲ ସିଜିନରେ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସକୁ ଫେରିଥିଲେ। ଏହା ପୂର୍ବରୁ ସେ ଗୁଜରାଟ ଟାଇଟାନ୍ସ ପାଇଁ ଖେଳିଥିଲେ। […]

ସଂପୂର୍ଣ୍ଣ ପଢନ୍ତୁ
Go

ରାଜ୍ୟରେ ରହିଛି ଭରପୁର ସୁନା ଖଣି

ଭୁବନେଶ୍ଵର: ରାଜ୍ୟରେ ରହିଛି ଭରପୂର ସୁନା ଖଣି । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ଓଡ଼ିଶାରେ ୨ଟି ସ୍ଥାନରେ ସୁନା ଖଣିର ସନ୍ଧାନ ମିଳିଥିବା ବେଳେ ଏବେ ଆହୁରି ୭ଟି ସ୍ଥାନରେ ସୁନା ଖଣି ଥିବା ନେଇ ସୂଚନା ମିଳିଛି । ଓଡିଶାର ଦେବଗଡ଼, କେନ୍ଦୁଝର ପରେ ଏବେ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଓ ବୌଦ୍ଧ ଜିଲ୍ଲାରେ ବି […]

ସଂପୂର୍ଣ୍ଣ ପଢନ୍ତୁ
Pmd

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର : ରାଉରକେଲାରେ ହେଉ ରେଳବାଇ ଡିଭିଜନ, ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ କାର୍ଯ୍ୟକୁ ତ୍ବରିତ କରାଯାଉ ଏବଂ ଏୟାରପୋର୍ଟର ଉନ୍ନତିକରଣ ଓ ସମ୍ପ୍ରସାରଣ କରାଯାଉ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଏହି ତିନିଟି ଦାବି ରଖିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଉରକେଲାର ପୂର୍ବତନ ବିଧାୟକ ଦିଲ୍ଲୀପ ରାୟ  । ଏହାସହ ପ୍ରଧାନମନ୍ତ୍ରୀଙ୍କୁ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି । ରାଉରକେଲା ଓ ଏହାର ଆଖପାଖ ଜିଲ୍ଲା ରେଳବାଇ ଭଲ ରାଜସ୍ୱ ଦେଉଛି । କିନ୍ତୁ ସେହି […]

ସଂପୂର୍ଣ୍ଣ ପଢନ୍ତୁ
Ch

ଚହଲ ଏବଂ ଧନଶ୍ରୀଙ୍କ ଛାଡ଼ପତ୍ର ମାମଲାକୁ ନେଇ ଆସିଲା କୋର୍ଟ ନିଷ୍ପତ୍ତି

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଡିସେମ୍ବର ୨୦୨୨ରେ ବିବାହ କରିଥିଲେ। ବିବାହର ପ୍ରାୟ ଚାରି ବର୍ଷ ପରେ ଦୁହେଁ ଆନୁଷ୍ଠାନିକ ଭାବରେ ଅଲଗା ହୋଇଯାଇଛନ୍ତି। ଧନଶ୍ରୀ ଏବଂ ଚହଲଙ୍କ ଛାଡପତ୍ର ମାମଲା ବାନ୍ଦ୍ରା ପରିବାର କୋର୍ଟରେ ଚାଲିଥିଲା। ଗୁରୁବାର ଅପରାହ୍ନରେ ସେମାନଙ୍କ ଛାଡପତ୍ରର ନିଷ୍ପତ୍ତି ଆସି ଯାଇଛି। ଚହଲ ଏବଂ ଧନଶ୍ରୀ ପାରସ୍ପରିକ ସହମତିରେ ଛାଡପତ୍ର ନେଇଛନ୍ତି। ଏହି ଦୁଇଜଣଙ୍କ ମଧ୍ୟରେ ପ୍ରଥମ ବାର୍ତ୍ତାଳାପ ସୋସିଆଲ ମିଡିଆ ମାଧ୍ୟମରେ ହୋଇଥିଲା। […]

ସଂପୂର୍ଣ୍ଣ ପଢନ୍ତୁ
Maobadi

ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା । ଓଡ଼ିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଓ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏହି ଅପରେସନ ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି । ସେହି ସ୍ଥାନରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଗୁରୁବାର ସକାଳେ ସୁରକ୍ଷାକର୍ମୀଙ୍କ ୨ଟି ଟିମ୍ ବିଜାପୁର ଓ ଦାନ୍ତେୱାଡା ନିକଟ ଗଙ୍ଗାଲୁର ଥାନା ଅଞ୍ଚଳରେ ନକ୍ସଲ ବିରୋଧୀ ଅପରେସନ ଆରମ୍ଭ କରିଥିଲେ […]

ସଂପୂର୍ଣ୍ଣ ପଢନ୍ତୁ
Bana Jabat 1

ପୋଲିସ ବାବୁଙ୍କ ଘରେ ଭଡ଼ାରେ ଚାଲିଥିଲା ବେଆଇନ ବାଣ ଗୋଦାମ, ବିପୁଳ ପରିମାଣର ବାଣ, ବାରୁଦ ଜବତ

ପୁରୀ : ପୋଲିସ ବାବୁଙ୍କ ଘରେ ଭଡ଼ାରେ ଚାଲିଥିଲା ବେଆଇନ ବାଣ ଗୋଦାମ । ଦୀର୍ଘ ୨ ବର୍ଷ ହେବ ଚାଲିଥିଲା ବାଣ ଗୋଦାମ । ଏକଥାର ଟେର ପାଇନଥିଲେ କେହି । ପୁରୀ କୁମ୍ଭାରପଡ଼ା ବାଡା ସାହି କନକଦୁର୍ଗା ଲେନ୍ ରେ ଅବସରପ୍ରାପ୍ତ ପୋଲିସ ଡିଏସପି ସ୍ୱର୍ଗତଃ ଚକ୍ରଧର ମହାପାତ୍ରଙ୍କ ଘରେ ଦୁଇ ବର୍ଷ ହେବ ପୂଜା ସାମଗ୍ରୀ ଗୋଦାମ ନାଁରେ ଚାଲିଥିଲା ବେଆଇନ ବାଣ ଗୋଦାମ । ଆଜି ତାଙ୍କ ଘରୁ ବିପୁଳ ପରିମାଣର ବାଣ, […]

ସଂପୂର୍ଣ୍ଣ ପଢନ୍ତୁ
Doctor

ଆୟୁଷ ଡାକ୍ତରଙ୍କ କଳାବ୍ୟାଜ୍‌ ଧାରଣ, ୨୭ରୁ କାର୍ଯ୍ୟବନ୍ଦ କରି ଦେବେ ଧାରଣା

ଭୁବନେଶ୍ବର: ଆସନ୍ତା ୨୬ ତାରିଖ ମଧ୍ୟରେ ସରକାର ଆୟୁଷ ଡାକ୍ତରଙ୍କ ଦାବି ପୂରଣ ନକଲେ ୨୭ରୁ ରାଜ୍ୟବ୍ୟାପୀ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୪୮୫ ଆୟୁଷ ଡାକ୍ତର। ଏହି ପରିପ୍ରେକ୍ଷୀରେ ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଡାକ୍ତର କଳାବ୍ୟାଜ୍‌ ପିନ୍ଧି କାର୍ଯ୍ୟ କରିବେ। ଏ ସମ୍ବନ୍ଧରେ ସଂଘ ପକ୍ଷରୁ ଗତ ୧୧ରୁ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦେଶିକା ଓ ଆୟୁଷ ନିର୍ଦେଶକଙ୍କୁ ଅବଗତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସ୍ଥାୟୀ […]

ସଂପୂର୍ଣ୍ଣ ପଢନ୍ତୁ
X

ଭାରତ ସରକାରଙ୍କ ବିରୋଧରେ ମାମଲା ରୁଜ୍ଜୁ କଲା ‘ଏକ୍ସ’

ବେଙ୍ଗାଲୁରୁ: ଏଲୋନ ମସ୍କଙ୍କ କମ୍ପାନୀ ଏକ୍ସ କର୍ପୋରେସନ କର୍ଣ୍ଣାଟକ ହାଇକୋର୍ଟରେ ଭାରତ ସରକାରଙ୍କ ବିରୁଦ୍ଧରେ ଏକ ପିଟିସନ ଦାଖଲ କରିଛି। ସେ ଭାରତ ସରକାରଙ୍କ ଆଇଟି ଆଇନର ଧାରା ୭୯(୩)(ଖ) ଉପରେ ପ୍ରଶ୍ନ ଉଠାଇଛନ୍ତି। କମ୍ପାନୀ କହିଛି ଯେ ଏହି ନିୟମ ଏକ ବେଆଇନ ଏବଂ ଅନିୟମିତ ସେନ୍ସରସିପ୍ ସିଷ୍ଟମ ସୃଷ୍ଟି କରେ, ଯାହା ଅଧୀନରେ ବିଷୟବସ୍ତୁକୁ ଅବରୋଧ କରିବା ଦ୍ୱାରା ଏକ୍ସର କାର୍ଯ୍ୟ ପ୍ରଭାବିତ ହେଉଛି। ସରକାରଙ୍କ ସୂଚନା ପ୍ରଯୁକ୍ତି ଆଇନର ଧାରା ୭୯(୩)(ଖ)ରେ ବର୍ଣ୍ଣନା […]

ସଂପୂର୍ଣ୍ଣ ପଢନ୍ତୁ