Sanoj Mishra 750x430

କୁମ୍ଭ ଭାଇରଲ ଗାର୍ଲ ମୋନାଲିସାକୁ ଫିଲ୍ମ ଅଫର ଦେଇଥିବା ନିର୍ମାତା ଦୁଷ୍କର୍ମ ଅଭିଯୋଗରେ ଗିରଫ

କୁମ୍ଭମେଳା ସମୟରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଅଭିନୟ ପାଇଁ ଅଫର ଦେଇଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ଏକ ଦୁଷ୍କର୍ମ ମାମଲାରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିବା ପରେ ଏହି ଗିରଫଦାରୀ ହୋଇଛି। ଘଟଣାର ଯାଞ୍ଚ ପରେ ୪୫ ବର୍ଷୀୟ ସନୋଜ ମିଶ୍ରଙ୍କୁ ଦିଲ୍ଲୀ ପୁଲିସ ଗିରଫ କରିଛି। ଗାଜିଆବାଦରେ ପୁଲିସ ସନୋଜଙ୍କୁ ଗିରଫ କରିଛି ଏବଂ ପରେ ନବୀ କରିମ ପୁଲିସ ଷ୍ଟେସନ ହେପାଜତକୁ ନେଇଥିଲା। ଏକ […]

ସଂପୂର୍ଣ୍ଣ ପଢନ୍ତୁ
Bjd Leader Chakra

ରାଜାଚକ୍ରଙ୍କର ୧୪ଟି ଟିପର ଓ ଗୋଟିଏ ଜେସିବିକୁ କୋରାପୁଟରୁ ଜବତ କଲା ଇଓଡବ୍ଲ୍ୟୁ

କୋରାପୁଟ/କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ୍ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କର ବ୍ୟାବସାୟିକ ସାମ୍ରାଜ୍ୟ କୋରାପୁଟକୁ ଲମ୍ବିଛି। ଗତକାଲି ସେମିଳିଗୁଡାରୁ ରାଜା ଚକ୍ରଙ୍କର ୧୪ଟି ଟିପର ଓ ଗୋଟିଏ ଜେସିବିକୁ ଜବତ କରିଛି ଇଓଡବ୍ଲ୍ୟୁ। ସେମିଳିଗୁଡା ସହର ଉପକଣ୍ଠରେ ୧୫ରୁ ଅଧିକ କ୍ରସର ଥିବା ବେଳେ ଏଥିରେ ରାଜା ଚକ୍ରଙ୍କର ଏକାଧିକ ଗାଡ଼ି ପରିବହନ […]

ସଂପୂର୍ଣ୍ଣ ପଢନ୍ତୁ
Cyber Fraud

କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ, ଗିରଫ ହେଲେ ୭ ଜଣ ଅଭିଯୁକ୍ତ

ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ । ୧ .୪କୋଟି ଟଙ୍କାର ସାଇବର ଠକେଇ କରି ଗିରଫ ହେଲେ ୭ ଜଣ ଅଭିଯୁକ୍ତ । ସମସ୍ତ ଅଭିଯୁକ୍ତଙ୍କୁ କର୍ଣ୍ଣାଟକ ଓ ତାମିଲନାଡୁରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ବିଭିନ୍ନ ଆକାଉଣ୍ଟ ଫ୍ରିଜ କରିବା ପରେ ୧୯ଲକ୍ଷ ଟଙ୍କା ଜବତ କରିଛି କ୍ରାଇମବ୍ରାଞ୍ଚ  । ଏହା ସହ ଅଭିଯୁକ୍ତଙ୍କ ନିକଟରୁ ମୋବାଇଲ ଫୋନ, ସିମକାର୍ଡ, ଚେକବୁକ,ଆଧାରକାର୍ଡ , Whats app ସ୍କ୍ରିନ, ସର୍ଟ,ଡେବିଟ କାର୍ଡ ଜବତ ହୋଇଛି […]

ସଂପୂର୍ଣ୍ଣ ପଢନ୍ତୁ
Today Is Eid Ul Fitr Moving Mosq

ଆଜି ପବିତ୍ର ‘ଇଦ୍-ଉଲ୍-ଫିତର’

ଭୁବନେଶ୍ୱର: ମୁସଲମାନ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍-ଉଲ୍-ଫିତର। ଦୀର୍ଘ ୧ମାସ ଧରି ରୋଜା ଅର୍ଥାତ ଉପବାସ ରଖିଥିବା ମୁସଲମାନ ସମ୍ପ୍ରଦାୟର ଭାଇ ଭଉଣୀମାନ ଉପବାସ ଭଙ୍ଗକରି ନିରାଡମ୍ବର ଭାବେ ଏହି ପର୍ବକୁ ପାଳନ କରୁଛନ୍ତି। ପରସ୍ପରକୁ ଇଦର ଶୁଭେଚ୍ଛା ଜଣାଇଛନ୍ତି। ଖୁସିରେ ଆଳିଙ୍ଗନ କରି କହିବେ ଇଦ ମୁବାରକ୍‌। କରୋନା ପାଇଁ ଚଳିତ ବର୍ଷ ଫିକା ପଡିଛି ପର୍ବ। ଚାରିଆଡ଼େ ମହାମାରୀ କରୋନାର ପ୍ରକୋପ ଆଉ କଟକଣା । ସମୂହ ନମାଜ ପାଠ ତ ଦୂରର କଥା […]

ସଂପୂର୍ଣ୍ଣ ପଢନ୍ତୁ
1081d7e3 7691 4eaf A4c5 C93fd58408e2

ତାମିଲନାଡୁ ଓଟିରେ ଓଡ଼ିଆ ଶ୍ରମିକ ମୃତ : ଆମ ପିଲାକୁ ମାରି ଦିଆଯାଇଛି ବୋଲି କହୁଛନ୍ତି ପରିବାର ଓ ପଡୋଶୀ

ଜଗତସିଂହପୁର/ଝଙ୍କଡ଼ : ଆଜକୁ ପ୍ରାୟ ଛଅମାସ ପୁର୍ବରୁ ଆମପୁଅ କେଉଁଆଡେ ନିଖୋଜ ହୋଇଯାଇଛି ବୋଲି, ତିର୍ତ୍ତୋଲଥାନାରେ ଯେଉଁ ପରିବାର ତରଫରୁ ଲିଖିତ ଅଭିଯୋଗ ହୋଇଥିଲା । ସେହି ପିଲାର ଗଳିତ ଶବ ଦିର୍ଘ ଛଅଦିନ ପରେ ତାମିଲନାଡୁ ଓଟିର ବି ଆଇ ପୋଲିସ ଷ୍ଟେସନ ର ପୋଲିସ ଉଦ୍ଧାର କରି, ଶବ ବ୍ୟବଚ୍ଛେଦ କରିବା ସହିତ, ସି ସି ଟିଭି ଫୁଟେଜ ଯାଞ୍ଚ କରିବା ସହିତ ତଦନ୍ତ ଜାରି ରଖିଛି । ଖବର ଅନୁଯାଇ ତିର୍ତ୍ତୋଲଥାନା , […]

ସଂପୂର୍ଣ୍ଣ ପଢନ୍ତୁ
Asha

ଆଶାରାମକୁ ମିଳିଲା ୯୦ ଦିନ ଜାମିନ

ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ ଏବେ ବିପଦ ବଢ଼ି ଯାଇଛି। ଏବେ ଆଶାରାମ କେବେବି ତାଙ୍କପରିବାର ପ୍ରତି କିଛିବି କରି ପାରେ। ତେବେ ଆଶାରାମଙ୍କୁ ବାରମ୍ବାର ଜାମିନ ଦିଆଯାଉଥିବାରୁ ପୀଡ଼ିତାଙ୍କ ପିତା ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ଉତ୍ତରପ୍ରଦେଶ ଶାହଜାହଁପୁର ନିବାସୀ […]

ସଂପୂର୍ଣ୍ଣ ପଢନ୍ତୁ
V5pyito4ynzj1i5wxjjm

ପୁଣି ଏନକାଉଣ୍ଟରରେ ଜଣେ ନକ୍ସଲ ମୃତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି, କୋବ୍ରା ଯବାନ, ସିଆରପିଏଫ ଯବାନ ଟେକମେଟା ଜଂଗଲରେ ଚଢାଉ କରିଥିଲେ। ଆଜି ସକାଳେ ନକ୍ସଲ ଏବଂ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ଘଟଣାସ୍ଥଳରୁ ଜଣେ ନକ୍ସଲର ମୃତ […]

ସଂପୂର୍ଣ୍ଣ ପଢନ୍ତୁ
Bnt0hbqd8qll5glqmnc5

ରେଳ ଦୁର୍ଘଟଣାରେ ପୀଡ଼ିତ ଯାତ୍ରୀଙ୍କୁ ନେଇ ଗୁଆହାଟୀ ଗଲା ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ କାମାକ୍ଷା ଅଭିମୁଖେ ବାହାରିଛି। ଟ୍ରେନ୍‌ଟି ଲାଇନ୍‌ଚ୍ୟୁତ ହେଲା ପରେ ସ୍ପେଶାଲ୍‌ ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବାକୁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା ପୂର୍ବତଟ ରେଳବାଇ ପକ୍ଷରୁ କୁହାଯାଇଛି। ଏନେଇ ରେଳବାଇର ଜଣେ ବରିଷ୍ଠ […]

ସଂପୂର୍ଣ୍ଣ ପଢନ୍ତୁ
Army 2

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ ମନ୍ତ୍ରଣାଳୟର ସୂଚନା ଅନୁସାରେ ମଣିପୁର ରାଜ୍ୟକୁ ୧ ଏପ୍ରିଲ୍ ୨୦୨୫ ରୁ ଛଅ ମାସ ପାଇଁ ପୁଣି ଥରେ ଅଶାନ୍ତ ଅଞ୍ଚଳ ଭାବରେ ଘୋଷଣା କରାଯାଇଛି  ।  ଏହାସହ ୫ଟି ଜିଲ୍ଲାର ମଣିପୁରର କିଛି […]

ସଂପୂର୍ଣ୍ଣ ପଢନ୍ତୁ
Dead

ଘର ଭିତରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ହେଲେ ପ୍ରେମରାଜ ମାଝୀ ଓ ତାଙ୍କର ସ୍ତ୍ରୀ ଭାନୁମତୀ ମାଝୀ। ସୂଚନା ଅନୁସାରେ ମୁରିବାହାଲ ଥାନା ଗୁଡିଘାଟ ଗାଁର ବାସିନ୍ଦା ହେଉଛନ୍ତି ପ୍ରେମରାଜ ମାଝୀ। ସେ ୨୦୧୯ରେ ଭାନୁମତୀଙ୍କୁ ବିବାହ କରିଥିଲେ। ବିବାହକୁ ୬ ବର୍ଷ ବିତିଥିଲେ ମଧ୍ୟ ତାଙ୍କର ପାରିବାରିକ ସଂସାର ଭଲରେ ଚାଲିଥିଲା। ଆଜି […]

ସଂପୂର୍ଣ୍ଣ ପଢନ୍ତୁ