Z

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ ଶେଷ ଦର୍ଶନ କରିଛନ୍ତି। ପୂର୍ବାହ୍ନରେ ଦିଲ୍ଲୀରେ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାର ସହିତ କଥା ହୋଇ ସମବେଦନା ଜଣାଇଛନ୍ତି ।

ସଂପୂର୍ଣ୍ଣ ପଢନ୍ତୁ
Debendra Pradhan

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦ ମିନିଟରେ ତାଙ୍କର ପରଲୋକ ହୋଇଯାଇଛି | ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିବାବେଳେ ୧୯୪୧ ମସିହାରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ସେ ଜନ୍ମ ହୋଇଥିଲେ | ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା […]

ସଂପୂର୍ଣ୍ଣ ପଢନ୍ତୁ
10q78g6 Pakistan Cricket Board Twitter 625x300 25 June 20

ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି

ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ ଦୁଇଗୁଣ କ୍ଷତି ସହିଛି। ପ୍ରଥମତଃ, ଆୟୋଜକ ପାକିସ୍ତାନୀ ଦଳ ତିନୋଟି ମ୍ୟାଚରୁ ଦୁଇଟିରେ ପରାସ୍ତ ହୋଇ ନକଆଉଟ୍ ରାଉଣ୍ଡରେ ପହଞ୍ଚିପାରିନଥିଲା। ଏହି ଦୁଃଖରୁ ଦଳ ବାହାରିପାରିନଥିବା ବେଳେ ଏବେ ପିସିବି କୋଟି କୋଟି ଟଙ୍କାର […]

ସଂପୂର୍ଣ୍ଣ ପଢନ୍ତୁ
Np

ଆଜି ୪୩.୬ ଡିଗ୍ରୀ ତାପମାତ୍ରା ସହ ଜଳିଛି ବୌଦ୍ଧ

ମାର୍ଚ୍ଚ ଅଧାରୁ ଜଳିଲାଣି ଅଧାରୁ ଅଧିକ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରିଚାଲିଛି ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଛି ଗ୍ରୀଷ୍ମ ପ୍ରବାହ । କିଛିଦିନ ହେଲା ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ ହେବା ସହିତ ଦେଶବ୍ୟାପି ରେକର୍ଡ ଭାଙ୍ଗିଛି। କେବଳ ଏହି ଦୁଇଟି ସ୍ଥାନ ନୁହେଁ, ପଶ୍ଚିମ ଓଡ଼ିଶାରେ ଅନେକ ସ୍ଥାନରେ ସ୍ବାଭାବିକ ଠାରୁ ୫-୭ ଡିଗ୍ରୀ ଉପରେ ରହୁଛି ପାରଦ । ୧୪ ତାରିଖରେ ୪୧. […]

ସଂପୂର୍ଣ୍ଣ ପଢନ୍ତୁ
Pm

୧୪୦ କୋଟି ଭାରତୀୟ ମୋ ଶକ୍ତି : ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପ୍ରସିଦ୍ଧ ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ଏହି ପୋଡକାଷ୍ଟରେ ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କର ଯାତ୍ରା ସମେତ ବିଭିନ୍ନ ବିଷୟ ଉପରେ ସେ କହିଥିଲେ । ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପୋଡକାଷ୍ଟରେ ମୋଦୀ କହିଛନ୍ତି ଯେ ଯେତେବେଳେ ବି ଆମେ ଶାନ୍ତି କଥା କହିଥାଉ, ବିଶ୍ୱ ଆମ କଥା ଶୁଣେ, କାରଣ ଭାରତ ଗୌତମ ବୁଦ୍ଧ ଏବଂ ମହାତ୍ମା […]

ସଂପୂର୍ଣ୍ଣ ପଢନ୍ତୁ
National Modern Art Galery

ଭୁବନେଶ୍ୱରରେ ସ୍ଥାପନ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ହେବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଖୁବ ଶୀଘ୍ର ଭୁବନେଶ୍ୱରରେ ଏହି ଶାଖା ନିର୍ମାଣ କାମ ଆରମ୍ଭ ହେବ ବୋଲି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ଗତବର୍ଷ […]

ସଂପୂର୍ଣ୍ଣ ପଢନ୍ତୁ
Ar

ପାକ୍‌ ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ, ୯୦ ଯବାନ ମୃତ

ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ରବିବାର ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ ହୋଇଛି। ପାକ୍‌ ସେନାର କିଛି ବସରେ ଯବାନମାନେ ନୌଶକି ଅଞ୍ଚଳ ଦେଇ କ୍ଵେଟାରୁ ତାଫତାନ ଯାଉଥିଲେ। ଏହି ସମୟରେ ହଠାତ ଆଇଇଡି ଭର୍ତ୍ତି ଏକ ଗାଡ଼ି ପାକ୍‌ ସେନାର ଗୋଟିଏ ବସକୁ ଧକ୍କା ଦେଇଥିଲା। ଯାହାଫଳରେ ସେଠାରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୯୦ ଯବାନଙ୍କ ମୃତ୍ୟୁ ଘଟିଥିବା ବିଏଲଏ ଦାବି କରିଛି। ଅନ୍ୟପଟେ ବିସ୍ଫୋରଣରେ ମାତ୍ର ୭ ଜଣ ଯବାନଙ୍କ ମୃତ୍ୟୁ […]

ସଂପୂର୍ଣ୍ଣ ପଢନ୍ତୁ
Kc Patra

ମାର୍ଚ୍ଚ ୩୧ ଶେଷ ତାରିଖ: ତା’ପରେ ଆଉ ଧାନ ନେବେନି ସରକାର

ଭୁବନେଶ୍ଵର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୩୧ ପରେ ମଣ୍ଡିରୁ ଆଉ ଧାନ କିଣା ହେବ ନାହିଁ । ଧାନ କିଣା ପାଇଁ ମାର୍ଚ୍ଚ ୩୧କୁ ହିଁ ଡେଡଲାଇନ ଧାର୍ଯ୍ୟ କରିଛନ୍ତି ସରକାର […]

ସଂପୂର୍ଣ୍ଣ ପଢନ୍ତୁ
Img 20250316 Wa0039 600x375

ମୋର ଯୋଗ୍ୟତା ନାହିଁ ବୋଲି ଭାବିଲି, ଗଲିନି: ଜୟ ନାରାୟଣ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ ମୁହଁ ଖୋଲି ପୁଣି ବିବାଦ ସୃଷ୍ଟି କରିଛନ୍ତି। ଜୟ ନାରାୟଣ କହିଛନ୍ତି ଗୋଟେ ଜାଗାରେ ବସିବାର ଯୋଗ୍ୟତା ରହିବା କଥା। ମୋର ଯୋଗ୍ୟତା ନାହିଁ ବୋଲି ଭାବିଲି ସେଥିପାଇଁ ଗଲିନି ବୋଲି ଜୟନାରାୟଣ ମିଶ୍ର […]

ସଂପୂର୍ଣ୍ଣ ପଢନ୍ତୁ
2 140 1742124172440 750x430

କ୍ୟାରମ ଖେଳକୁ କେନ୍ଦ୍ର କରି ହତ୍ୟାକାଣ୍ଡ: ଡିସିପି

କଟକ: ହୋଲିରେ କଟକ ଶ୍ରୀକୃଷ୍ଣ ବିହାର ଅଞ୍ଚଳରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା । କ୍ୟାରମ୍ ଖେଳକୁ କେନ୍ଦ୍ରକରି ଯୁବକଙ୍କୁ ଗୁଳି କରି ହତ୍ୟା କରିଥିଲେ ଦୁର୍ବୃତ୍ତ । ପ୍ରେସମିଟ୍ କରି ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି । କ୍ୟାରମ୍ ଖେଳକୁ ନେଇ ପାଟିତୁଣ୍ଡ ପରେ ଅତି ନିକଟରୁ ଯୁବକଙ୍କୁ ଗୁଳି ମାରି ହତ୍ୟା କରିଥିଲେ । ସୂଚନା ଅନୁସାରେ, ଗତକାଲି ହୋଲି ଖେଳ ବେଳେ ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାରରେ ହତ୍ୟାକାଣ୍ଡ ଘଟିଥିଲା […]

ସଂପୂର୍ଣ୍ଣ ପଢନ୍ତୁ