ଜଳନ୍ଧରରେ ଗ୍ରେନେଡ୍ ଆକ୍ରମଣ, ନିଜକୁ ଦାୟୀ କଲା ପାକିସ୍ତାନୀ ଗ୍ୟାଙ୍ଗଷ୍ଟର
ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଏକ ଘର ଉପରେ ଗ୍ରେନେଡ୍ ଆକ୍ରମଣ ହୋଇଛି । ପାକିସ୍ତାନୀ ଗ୍ୟାଙ୍ଗଷ୍ଟର ଶାହଜାଦ ଭଟ୍ଟି ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି । ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ଭିଡିଓ ସେୟାର କରି ଆକ୍ରମଣର ଦାୟିତ୍ୱ ନେଇଛନ୍ତି । ଶହଜାଦ ଭଟ୍ଟି କହିଛନ୍ତି, ଯେଉଁ ବ୍ୟକ୍ତିଙ୍କ ଘରେ ଆକ୍ରମଣ ହୋଇଥିଲା, ତାଙ୍କ ଆଖପାଖ ସହଯୋଗୀମାନେ ଇସଲାମ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଆମେ ଚୁପ୍ ବସିବୁ ନାହିଁ। ଯଦି […]
ସଂପୂର୍ଣ୍ଣ ପଢନ୍ତୁ