Capture 26

ପୁଣି ମାତିଲେ ସାରଥି ଅନୁଗାମୀ, ଜଗନ୍ନାଥ ଓ ସାରଥୀ ଏକ ବୋଲି ଦାବି କରିଛନ୍ତି ଭକ୍ତ

ଭୁବନେଶ୍ଵର: ସାରଥୀ ପ୍ରେମରେ ପୁଣି ବାଇଆ ହେଲେ ଭକ୍ତ । ଭଜନ କୀର୍ତ୍ତନରେ କମ୍ପୁଛି ସମଗ୍ର ଅଞ୍ଚଳ । ସାରଥୀଙ୍କ ଉପରେ ଥିବା କଟକଣାକୁ ଫୁ କରିଦେଇଛନ୍ତି ସାରଥୀ ଭକ୍ତ । କୋର୍ଟ କଚେରୀରେ ଫସିଥିବା ଭଣ୍ଡ ଅଭିଯୁକ୍ତ ବାବା ସାରଥୀଙ୍କ କ୍ରେଜ୍ ଏବେବି ତାଙ୍କ ଭକ୍ତଙ୍କ ଭିତରେ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ଵର ଏବଂ ଜୟପୁରରେ ଚାଲିଛି ସତସଙ୍ଗ ଓ ସାରଥୀଙ୍କ ପୂଜା। ସେ ବି ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତିମା ପାଖରେ ସାରଥୀ ଓରଫ ସନ୍ତୋଷ ରାଉଳଙ୍କ ଫଟୋ […]

ସଂପୂର୍ଣ୍ଣ ପଢନ୍ତୁ
New Delhi Earthquake

ଲଦାଖରେ ଭୂକମ୍ପ ଝଟ୍‌କା, ରିକ୍ଟର ସ୍କେଲରେ ତୀବ୍ରତା ୫.୨ ରେକର୍ଡ

ଲଦାଖରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୨ ରେକର୍ଡ କରାଯାଇଛି। ଜମ୍ମୁ କାଶ୍ମୀର ରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁଯାୟୀ ଭୂକମ୍ପଟି ବିଳମ୍ବିତ ରାତି ପ୍ରାୟ ୨ଟା ୫୦ରେ ହୋଇଥିଲା। ଭୂକମ୍ପ ହେବା ମାତ୍ରେ ଭୟଭୀତ ହୋଇ ଲୋକେ ଘରୁ ବାହାରକୁ ପଳାଇଆସିଥିଲେ। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଖବର ଆସିନି। ଗତକାଲି ଗୁଜୁରାଟର ସୌରାଷ୍ଟ୍ର ଜିଲ୍ଲାର ଆମରେଲି ସହରରେ ମଧ୍ୟ ଭୂକମ୍ପ ଅନୁଭୂତ […]

ସଂପୂର୍ଣ୍ଣ ପଢନ୍ତୁ
Heat

ଆଗାମୀ ୫ଦିନ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ: ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ପାଇଁ ଓଡ଼ିଶା ରାଜ୍ୟ ପାଇଁ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏକ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରାଯାଇଛି। ପାଣିପାଗ ବିଭାଗ ଏହି ପରିପ୍ରେକ୍ଷୀରେ ଏକ ସତର୍କ ପରାମର୍ଶ ଜାରି କରିଛି। ମଧ୍ୟାହ୍ନରେ ସିଧାସଳଖ ସୂର୍ଯ୍ୟ କିରଣରେ ବାହାରକୁ ନ ଯିବାକୁ ଏବଂ ନିଜକୁ ଜଳୀୟ ଅଂଶ ରଖିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ପାଣିପାଗ ବୁଲେଟିନରେ ଭୁବନେଶ୍ବରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରାମା ମହାନ୍ତି କହିଛନ୍ତି ଯେ, […]

ସଂପୂର୍ଣ୍ଣ ପଢନ୍ତୁ
Gu

ଏସଟିଏଫର ବଡ ସୂଚନା, କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ

କଟକ: କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ । କଟକରେ ବେଆଇନ ବନ୍ଧୁକ କାରଖାନା ଠାବ ମାମଲାରେ ଏସଟିଏଫ୍ ଡିଆଇଜିଙ୍କ ପ୍ରେସମିଟ୍‌ । ଘଟଣାରେ ଏଯାବତ୍ ୪ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ଘର ମାଲିକ ସହ ୪ ଜଣ ଗିରଫ ହୋଇଛନ୍ତି । ଘର ମାଲିକ ଜାଣତରେ ଚାଲିଥିଲା ବନ୍ଧୁକ ବେପାର । ଘର ମାଲିକ କଞ୍ଚାମାଲ ଯୋଗାଉ ଥିଲେ । ମୁଙ୍ଗେର ମିସ୍ତ୍ରୀ ଆସି ତିଆରି କରୁଥିଲା ବନ୍ଧୁକ । ମୁଙ୍ଗେର ସହ ଲିଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Accident 6

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଏକା ସହ ଚାଲିଗଲା ସ୍ୱାମୀ ସ୍ତ୍ରୀଙ୍କ ଜୀବନ

ବାଲୁଗାଁ: ଏମିତି ଦୁର୍ଘଟଣା । ଦେଖିଲେ ଛାତି ଥରି ଉଠିବ । ଏକା ସାଥିରେ ହାତ ଧରା ଧରି ହୋଇ ଚାଲିଗଲେ ସ୍ବାମୀ ସ୍ତ୍ରୀ । ସବୁଦିନ ପାଇଁ ଶୋଇଗଲେ ଚିର ନିଦ୍ରାରେ । ସତରେ ମୃତ୍ୟୁ ଏମିତି ବି ଆସେ । ଗୋଟିଏ ଦୁର୍ଘଟଣା ବଦଳାଇ ଦେଲା ଜୀବନର ଗତିପଥ । ସାତ ଜନ୍ମ ପାଇଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ପରସ୍ପରର ସୁଖରେ ଦୁଃଖରେ ସାଥୀ ହୋଇ ରହିବେ ବୋଲି ଅଗ୍ନିକୁ ସାକ୍ଷୀ ରଖି […]

ସଂପୂର୍ଣ୍ଣ ପଢନ୍ତୁ
Blast 62

ପାକିସ୍ତାନ ମସଜିଦରେ ବିସ୍ଫୋରଣ

ଇସ୍ଲାମାବାଦ: ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନରେ ଥିବା ଏକ ମସଜିଦରେ ଶୁକ୍ରବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଗତ ୪ ଦିନ ମଧ୍ୟରେ ପାକିସ୍ତାନରେ ଏହା ହେଉଛି ତୃତୀୟ ବଡ଼ ଆତଙ୍କବାଦୀ ଆକ୍ରମଣ। ଜିଲ୍ଲା ପୁଲିସ ଅଧିକାରୀ ଆସିଫ୍ ବାହାଦାରଙ୍କ ସୂଚନା ଅନୁଯାୟୀ, ଆଜମ ୱାର୍ସାକ ବାଇପାସ୍ ରାସ୍ତାରେ ଥିବା ମୌଲାନା ଅବଦୁଲ ଅଜିଜ୍ ମସଜିଦରେ ଅପରାହ୍ନ ୧ଟା ୪୫ ମିନିଟ୍ ରେ ଏକ ଆଇଇଡି ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଜମିୟତ ଉଲେମା ଇସଲାମ-ଫଜଲ (ଜେୟୁଆଇ)ର […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 03 14 135510 750

ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍

ଭୁବନେଶ୍ଵର: ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ପାଇଁ ସଜାଗ ରହିଛି ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୌଣସି ଅଘଟଣ ନଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ଏଥିପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ହୋଲି ଦିନ ନଦୀ ଗାଧୁଆ ତୁଠରେ ଅଘଟଣ ରୋକିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି। ବିଶେଷକରି ଏବେ ୫ଟି ସ୍ଥାନକୁ ଚିହ୍ନଟ କରାଯାଇଛି। କୁଆଖାଇ, ଦୟା, […]

ସଂପୂର୍ଣ୍ଣ ପଢନ୍ତୁ
Goat

ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ

ଢେଙ୍କାନାଳ : ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରୁ ଆସିଛି ଅଭିଯୋଗ । ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଅଧିକ ଛେଳିର ଅକସ୍ମାତ ମୃତ୍ୟୁ ହୋଇଛି । ଛେଳି ମଡକ ଦେଖି କ୍ଷତିଗ୍ରସ୍ତ ଛେଳି ଚାଷୀ ଚୈତନ୍ୟ ପ୍ରଧାନ ଅଚେତ ହୋଇ ପଡିଥିବା ବେଳେ ତାଙ୍କୁ ଢେଙ୍କାନାଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଚୈତନ୍ୟ ପଧାନ ଆଜି ସକାଳୁ […]

ସଂପୂର୍ଣ୍ଣ ପଢନ୍ତୁ
W9oopvvpbmfbrheggqqt

ଗ୍ରୀନ କାର୍ଡକୁ ନେଇ ଏଭଳି କହିଲେ ଉପରାଷ୍ଟ୍ରପତି, ବଢ଼ିଲା ପ୍ରବାସୀ ଭାରତୀୟଙ୍କ ଟେନସନ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ‘ଗୋଲ୍ଡ କାର୍ଡ’ ପଦକ୍ଷେପର ପ୍ରସ୍ତାବ ପରେ, ଏବେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଗ୍ରୀନ କାର୍ଡ ଧାରକଙ୍କ ଅଧିକାର ଉପରେ ମନ୍ତବ୍ୟ ଦେଇ ଏକ ନୂତନ ବିତର୍କ ଆରମ୍ଭ କରିଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରସ୍ତାବିତ ଗୋଲ୍ଡ କାର୍ଡ ପଦକ୍ଷେପ ଧନୀ ବିଦେଶୀମାନଙ୍କ ପାଇଁ ପ୍ରବାସର ଏକ ସମ୍ପୂର୍ଣ୍ଣ ନୂତନ ପଦ୍ଧତି ସୃଷ୍ଟି କରିବ। ଆମେରିକାରେ ସ୍ଥାୟୀ ବାସିନ୍ଦା କାର୍ଡକୁ ସରକାରୀ ଭାବରେ ଗ୍ରୀନ କାର୍ଡ କୁହାଯାଏ, ଯାହା ମାଧ୍ୟମରେ […]

ସଂପୂର୍ଣ୍ଣ ପଢନ୍ତୁ
Gold

ହୋଲି ପୂର୍ବରୁ ବଢିଲା ସୁନା ଦର

ଭୁବନେଶ୍ବର: ସର୍ବକାଳୀନ ରେକର୍ଡ ଭାଙ୍ଗୁଛି ସୁନା ଦର । ସେ ଦିଲ୍ଲୀ ହେଉକି ଭୁବନେଶ୍ବର ସବୁଠି ସୁନା ଦରରେ ନିଆଁ । ଗ୍ରାହକଙ୍କ ଚାହିଦା ଯେତେ ବଢୁଛି, ସେତେ ଦର ମଧ୍ୟ ହୁ ହୁ ହୋଇ ବଢିବାରେ ଲାଗିଛି । ଗତକାଲି ଭୁବନେଶ୍ବରରେ ପ୍ରମୁଖ ସୁନା ଦୋକାନ ଗୁଡିକରେ ସୁନା ଦର ୮୮ ହଜାର ଥିବା ବେଳେ ଆଜି ଏହା ୫୫୦ରୁ ୬୦୦ ଟଙ୍କା ଭଳି ବୃଦ୍ଧି ଘଟିଛି । ଆଜି ୨୪ କ୍ୟାରେଟ୍‌ ସୁନା ଦର […]

ସଂପୂର୍ଣ୍ଣ ପଢନ୍ତୁ