Sus

ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା ସମୟରେ ଗୃହରେ ଆରମ୍ଭ ହୋଇଥିଲା ତୁମ୍ବି ତୋଫାନ। ବିରୋଧୀ ଓ ଶାସକ ମଧ୍ୟରେ ଠେଲାପେଲା ଦୃଶ୍ୟ ଦେଖିବାକୁ ମିଳିଥିଲା। ଏପରିକି ବିରୋଧୀ ଓ ଶାସକ ବିଧାୟକଙ୍କ ହାତାହାତି ଦୃଶ୍ୟ ମଧ୍ୟ ଆଜି ଦେଖିବାକୁ ମିଳିଥିଲା। […]

ସଂପୂର୍ଣ୍ଣ ପଢନ୍ତୁ
Bjd 4

ନିର୍ବାଚନ ପ୍ରକ୍ରିୟାର ସିଏଜି ଅଡିଟ ଦାବି କରି ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ

ନୂଆଦିଲ୍ଲୀ : ନିର୍ବାଚନ ପ୍ରକ୍ରିୟାର ସିଏଜି କିମ୍ବା ନିରପେକ୍ଷ ଅଡିଟରଙ୍କ ଦ୍ବାରା ଅଡିଟ କରିବାକୁ ଦାବି କରିଛି ବିଜେଡି । ଗତ ସାଧାରଣ ନିର୍ବାଚନରେ ହୋଇଥିବା ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ଆଜି ପୁଣି ଥରେ ନିର୍ବାଚନ କମିଶନଙ୍କୁ ଭେଟି ଏହି ଦାବି କରିଛି ବିଜେଡିର ସଂସଦୀୟ ଟିମ । ପୂର୍ବତନ ସାଂସଦ ଅମର ପଟ୍ଟନାୟକଙ୍କ ନେତୃତ୍ବରେ ବିଜେଡି ସାଂସଦ ମାନସ ରଂଜନ ମଙ୍ଗରାଜ, ମୁନ୍ନା ଖାଁ, ସୁଲତା ଦେଓ, ସସ୍ମିତ ପାତ୍ର, ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ, ନିରଂଜନ […]

ସଂପୂର୍ଣ୍ଣ ପଢନ୍ତୁ
Lat

ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଜି ଯାଇଛନ୍ତି । ତେଣୁ ତାଙ୍କୁ ଖୋଜିବାକୁ ବାହାରିଛନ୍ତି ବିଜେଡି ବିଧାୟକ । ହାତରେ ଧରିଛନ୍ତି ଲଣ୍ଠନ । ବିଧାନସଭାରେ କୋଠରୀରୁ କୋଠରୀ ବୁଲି ଖୋଜୁଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ।ଆଜି ଗୃହରେ ବିଜେପି ବିଧାୟକଙ୍କ ଗୁଣ୍ଠାରାଜ ଦେଖିବାକୁ ମିଳିଛି । ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନକୁ ନେଇ କଂଗ୍ରେସ ବିଧାୟକମାନେ ପ୍ରତିବାଦ କରୁଥିବା ବେଳେ ବିଜେପି ବିଧାୟକ ବାଧା ଦେଇଥିଲେ । କଥା ସେତିକିରେ ସରି ନଥିଲା । ବିଜେପିର ବିବାଦୀୟ ବିଧାୟକ […]

ସଂପୂର୍ଣ୍ଣ ପଢନ୍ତୁ
Eeq

ସିବିଏସଇ ଦ୍ୱାଦଶ ଶ୍ରେଣୀର ଇଂରାଜୀ ପ୍ରଶ୍ନପତ୍ର ପରିବର୍ତ୍ତନ

ମୟୂରଭଞ୍ଜ: ଓଡ଼ିଶାରେ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା ସାମ୍ନାକୁ ଆସିଛି। ମଙ୍ଗଳବାର ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଆଦର୍ଶ ବିଦ୍ୟାଳୟର ୩୨ ଜଣ ଛାତ୍ରଛାତ୍ରୀଙ୍କ ସିବିଏସଇ ଦ୍ୱାଦଶ ଶ୍ରେଣୀ ପ୍ରଶ୍ନପତ୍ର ପରିବର୍ତ୍ତନ ହେବା ପରେ ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବଡ଼ସାହି ଆଦର୍ଶ ବିଦ୍ୟାଳୟର ପ୍ରାୟ ୩୫ ଜଣ ଛାତ୍ରଛାତ୍ରୀ ସେମାନଙ୍କର ପରୀକ୍ଷା କେନ୍ଦ୍ର ଟିଟିଆ ଆଦର୍ଶ ବିଦ୍ୟାଳୟକୁ ଇଂରାଜୀ ପରୀକ୍ଷା ଦେବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୩୨ଜଣଙ୍କୁ ଇଂରାଜୀ କୋର (ଏକ ବାଧ୍ୟତାମୂଳକ ବିଷୟ) ପ୍ରଶ୍ନପତ୍ର […]

ସଂପୂର୍ଣ୍ଣ ପଢନ୍ତୁ
Prabhati Parida

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ ସମସ୍ତ ହିତାଧିକାରୀମାନଙ୍କୁ ସେମାନଙ୍କର ଭୂମିକା ଓ ଦାୟିତ୍ୱ ବିଷୟରେ ସଚେତନ କରାଇବା ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ଅଟେ । ଜିଲ୍ଲାସ୍ତରୀୟ ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ତାଙ୍କ ଭିଡିଓ ବାର୍ତ୍ତାରେ କହିଲେ ଯେ […]

ସଂପୂର୍ଣ୍ଣ ପଢନ୍ତୁ
Hc

ଦୁଇ ବିଧାୟକଙ୍କ ବିରୋଧରେ ଚାଲିବ ନିର୍ବାଚନୀ ଅନିୟମିତତା ମାମଲା

କଟକ: ଜଳେଶ୍ଵର ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ଓ ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ହାଇକୋର୍ଟରୁ ଝଟକା ମିଳିଛି । ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଏହି ଦୁଇ ବିଧାୟକଙ୍କୁ ନିରାଶ ହେବାକୁ ପଡିଛି । ନିର୍ବାଚନ ଅନିୟମିତତା ନେଇ ସେମାନଙ୍କ ବିରୁଦ୍ଧରେ ହୋଇଥିବା ଆବେଦନକୁ ଖାରଜ କରିବା ପାଇଁ ଉଭୟେ ହାଇକୋର୍ଟଙ୍କୁ ନିବେଦନ କରିଥିଲେ । ହେଲେ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଜଳେଶ୍ଵର ବିଧାୟକ ଅଶ୍ୱିନୀ ପାତ୍ରଙ୍କ ବିରୋଧରେ ଅନିୟମିତତା […]

ସଂପୂର୍ଣ୍ଣ ପଢନ୍ତୁ
Swi

ଦେଶରେ ବଢୁଛି ସ୍ବାଇନ ଫ୍ଲୁ ମାମଲା, ୧୬ ରାଜ୍ୟରେ ୫୧୬ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ସ୍ୱାଇନ୍ ଫ୍ଲୁ ବା ଏଚ୍୧ଏନ୍୧ ଭୂତାଣୁ ସଂକ୍ରମଣ ପୁଣି ବ୍ୟାପିବାରେ ଲାଗିଛି। ଦେଶର ୮ଟି ରାଜ୍ୟରେ ଏହାର ପ୍ରସାର ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଜାନୁଆରୀ ୨୦୨୫ରେ ୧୬ଟି ରାଜ୍ୟରେ ୫୧୬ ଜଣ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। କେରଳରେ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କର୍ଣ୍ଣାଟକ ଓ ହିମାଚଳ ପ୍ରଦେଶରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଜାତୀୟ ରୋଗ ନିୟନ୍ତ୍ରଣ […]

ସଂପୂର୍ଣ୍ଣ ପଢନ୍ତୁ
Jaynarayan Mishra 720x430 1

କାହିଁକି ‘ବନ୍ଦେ ଉତ୍କଳ ଜନନୀ’ ଗାଇବେ? ‘ବନ୍ଦେ ଓଡିଶା ଜନନୀ’ ଗାଇଲେ ଆପତ୍ତି ନାହିଁ

ଭୁବନେଶ୍ବର: ‘କାହିଁକି ବନ୍ଦେ ଉତ୍କଳ ଜନନୀ ଗାଇବେ? ବନ୍ଦେ ଓଡିଶା ଜନନୀ ଗାଇଲେ ମୋର କିଛି ଆପତ୍ତି ନାହିଁ ।’ କିଛି ଏଭଳି କହି ଉତ୍କଳ ଏବଂ କୋଶଳ ଓ କଳିଙ୍ଗ ପ୍ରସଙ୍ଗ ଉଠାଇଥିବା ଜୟନାରାୟଣ ଏବେ ଏନେଇ ସ୍ପଷ୍ଟିକରଣ ଦେଇଛନ୍ତି । କହିଛନ୍ତି, ମୁଁ ବିଭାଜନ ନେଇ କୌଣସି କଥା କହିନାହିଁ । ମୁଁ କେବଳ ଯୁକ୍ତି କରିଛି, କାହିଁକି କେବଳ ଉତ୍କଳର ଜୟଗାନ ହେବ, ଆଉ କୋଶଳ ଏବଂ କଳିଙ୍ଗର ହେବ ନାହିଁ ବୋଲି… […]

ସଂପୂର୍ଣ୍ଣ ପଢନ୍ତୁ
Tru

ବିଦାୟୀ ଭାଷଣ ପରେ ଜିଭ ଦେଖାଇ ଚେୟାର ଉଠାଇ ନେଲେ ଟ୍ରୁଡୋ

ନୂଆଦିଲ୍ଲୀ: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ଓଟାୱାସ୍ଥିତ ହାଉସ୍ ଅଫ୍ କମନ୍ସରେ ମାର୍କ କାର୍ନିଙ୍କୁ ଉତ୍ତରାଧିକାରୀ ଭାବରେ ଘୋଷଣା କରିଛନ୍ତି। ମାର୍କ କାର୍ନି କାନାଡାର ନୂତନ ପ୍ରଧାନମନ୍ତ୍ରୀ ହେବେ। ଜଷ୍ଟିନ୍ ଟ୍ରୁଡୋ ଆନୁଷ୍ଠାନିକ ଭାବରେ ହାଉସ୍ ଅଫ୍ କମନ୍ସରେ ଇସ୍ତଫା ପ୍ରଦାନ କରିବା ପରେ ଦେଶର ପ୍ରଧାନମନ୍ତ୍ରୀ ଏବଂ କାନାଡୀୟ ସଂସଦର ସଦସ୍ୟ ଭାବରେ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିଲା। ଏହା ପରେ ଟ୍ରୁଡୋଙ୍କୁ ଆନୁଷ୍ଠାନିକ ଭାବରେ ବିଦାୟ ଦିଆଯାଇଥିଲା। ବିଦାୟୀ ଭାଷଣ ପରେ ଜଷ୍ଟିନ୍ […]

ସଂପୂର୍ଣ୍ଣ ପଢନ୍ତୁ
Del

ଦିଲ୍ଲୀରେ ବନ୍ଦ ହେବ ପେଟ୍ରୋଲ-ଡିଜେଲ୍ ଗାଡି !

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଇଭି ପଲିସି ୨.୦ ନେଇ ଘୋଷଣା କରିଦେଇଛନ୍ତି । ଏହି ନୂଆ ନିୟମ ଅନୁସାରେ ୨୦୨୭ ସୁଦ୍ଧା ଦିଲ୍ଲୀରେ ପଞ୍ଜୀକରଣ ହୋଇଥିବା ଗାଡିରୁ ୯୫ ପ୍ରତିଶତ କେବଳ ଇଲେକ୍ଟ୍ରିକ୍ ଗାଡି ଭାବେ ପଞ୍ଜୀକୃତ ହେବାକୁ ଲକ୍ଷ୍ୟ ରଖିଛନ୍ତି ।  ଦିଲ୍ଲୀରେ ଇଭି ନିୟମ ପ୍ରଥମ ଥର ୨୦୨୦ ମସିହାରେ ଆସିଥିଲା ଯାହା ୨୦୨୪ରେ ସମାପ୍ତ ହୋଇଯାଇଥିଲା । କିନ୍ତୁ ଏବେ ଏହି ନୂଆ ନିୟମ ପୁରୁଣା ନିୟମ ବଦଳରେ ଲାଗୁ ହେବ […]

ସଂପୂର୍ଣ୍ଣ ପଢନ୍ତୁ