Polsara 2

କବିସୂର୍ଯ୍ୟନଗରରେ ଗୁଳିମାଡ଼, ଦୁର୍ଦ୍ଦାନ୍ତ ଅପରାଧୀ ମୃତ

ପୋଲସରା : କବିସୂର୍ଯ୍ୟନଗରରେ ଗୁଳିମାଡ଼ । ଦୁର୍ଦ୍ଦାନ୍ତ ଅପରାଧୀ ଲକ୍ଷ୍ମୀନାରାୟଣ ପାଇକରାୟଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଥରାପଲ୍ଲୀ ଗାଁ ନିକଟରେ ଗୁଳିମାଡ଼ ହୋଇଛି । କିଛି ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି। ମୁଣ୍ଡରେ ଗୁଳି ବାଜିଥିବା ବେଳେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।  ଲକ୍ଷ୍ମୀନାରାୟଣ ବାଇକ ଯୋଗେ ନିଜ ଗ୍ରାମ ଆଠଗଡ଼ପାଟଣା ଅଭିମୁଖେ ଫେରିବା ସମୟରେ ପଥରାପଲ୍ଲୀ କୁକୁଡ଼ା ଫାର୍ମ ବାଙ୍କ ନିକଟରେ ଗୁଳିମାଡ଼ ହୋଇଛି ।  ଘଟଣାସ୍ଥଳରେ […]

ସଂପୂର୍ଣ୍ଣ ପଢନ୍ତୁ
Evf7l82o President Droupadi Murm

ପରିବେଶ ସୁରକ୍ଷା ପ୍ରତି ସଚେତନ ହେବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ

ନୂଆଦିଲ୍ଲୀ : ପରିବେଶ ସୁରକ୍ଷା ପ୍ରତି ସଚେତନ ହେବା ସହ ଏଥିପାଇଁ ଉଦ୍ୟମ କରିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଜ୍ଞାନ ଭବନରେ ପରିବେଶ ସମ୍ପର୍କିତ ଏକ ଜାତୀୟ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ରାଷ୍ଟ୍ରପତି ମୁର୍ମୁ ପରିବେଶ ସୁରକ୍ଷା ଉପରେ ଗୁରୁତ୍ବାରୋପ କରିଥିଲେ। ପରିବେଶ ସୁରକ୍ଷା ଭାରତୀୟ ସଂସ୍କୃତିର ଅଂଶବିଶେଷ ବୋଲି ରାଷ୍ଟ୍ରପତି କହିଥିଲେ। ଦେଶର ବିଭିନ୍ନ ଅଞ୍ଚଳରେ ରହୁଥିବା ଜନଜାତି ସମ୍ପ୍ରଦାୟ ପରିବେଶ ସହ ତାଳମେଳ ରଖି ଚଳି ଆସୁଛନ୍ତି। ସେମାନେ ପରିବେଶ, […]

ସଂପୂର୍ଣ୍ଣ ପଢନ୍ତୁ
Express Train Derails 750x375 1

କଟକରେ ରେଳ ଦୁର୍ଘଟଣା, ୧୧ ବଗି ଲାଇନଚ୍ୟୁତ

କଟକ: ରବିବାର ଦିନ କଟକର ଚୌଦ୍ୱାର ଅଞ୍ଚଳର ନିର୍ଗୁଣ୍ଡି ରେଳ ଷ୍ଟେସନ ନିକଟରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସର ଅନେକ ବଗି ଲାଇନଚ୍ୟୁତ ହୋଇଛି। ସୂଚନା ଅନୁଯାୟୀ, ଟ୍ରେନଟି ରେଳ ଧାରଣାରୁ ଲାଇନଚ୍ୟୁତଛି । ଏହାପରେ ପରେ ଟ୍ରେନରେ ଥିବା ଯାତ୍ରୀମାନେ ବ୍ୟସ୍ତବିବ୍ରତ ହୋଇ ନିଜ ନିଜ ବ୍ୟାଗ ଧରି ଟ୍ରେନରୁ ଓହ୍ଲାଇ ପଡୁଥିବା ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ କୌଣସି ଆହତ କିମ୍ବା ମୃତ୍ୟୁର ଖବର ମିଳିନାହିଁ। ପ୍ରାରମ୍ଭିକ ରିପୋର୍ଟ ଅନୁସାରେ, କାମାକ୍ଷା ଏକ୍ସପ୍ରେସର ମୋଟ ୧୧ଟି ବଗି ନିର୍ଗୁଣ୍ଡି […]

ସଂପୂର୍ଣ୍ଣ ପଢନ୍ତୁ
Utkal University

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ଉତ୍କଳ ବିଶ୍ଵବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି । ମଧୁସୂଦନ ଛାତ୍ରାବାସରେ ଜଣେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ହେଲେ ଫିଲୋସୋଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଲା ପୋଲିସ । ତେବେ ଛାତ୍ରଙ୍କର କେମିତି ମୃତ୍ୟୁ ହେଲା , ତାର କାରଣ ଏବେବି ଅସ୍ପଷ୍ଟ ରହିଛି। ଖବର ପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି […]

ସଂପୂର୍ଣ୍ଣ ପଢନ୍ତୁ
Ear

୧୬୦୦ ଟପିଲା ମିଆଁମାର ଭୂକମ୍ପ ମୃତ୍ୟୁ ସଂଖ୍ୟା

ୟାଙ୍ଗନ/ବ୍ୟାଙ୍କକ୍‌ : ମ୍ୟାଁମାରରେ ଶୁକ୍ରବାର ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୧୬୪୪ରେ ପହଞ୍ଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ମ୍ୟାଁମାରରେ କ୍ଷମତାସୀନ ଜୁନ୍ତା ସରକାରଙ୍କ ପକ୍ଷରୁ ଶନିବାର ସ୍ପଷ୍ଟ କରାଯାଇଛି। ଧ୍ବଂସସ୍ତୂପ ତଳେ ସହସ୍ରାଧିକ ଲୋକ ପୋତି ହୋଇପଡିଥିବାରୁ ଆଗାମୀ ଦିନରେ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ଏବେ ମାଟିତଳୁ ଉଦ୍ଧାରକାରୀ ଦଳ ମୃତାହତଙ୍କୁ ଉଦ୍ଧାର କରିବା ଲାଗି ପ୍ରାଣମୂର୍ଚ୍ଛା ଉଦ୍ୟମ ଚଳାଇଛନ୍ତି। ଧ୍ବଂସସ୍ତୁପ ତଳୁ […]

ସଂପୂର୍ଣ୍ଣ ପଢନ୍ତୁ
Odisha Dibasa

ଏପ୍ରିଲ ୧ରୁ ଓଡିଶା ସରକାର ପାଳିବେ ଓଡିଆ ପକ୍ଷ

ଭୁବନେଶ୍ବର: ଏପ୍ରିଲ ୧ରୁ ଓଡିଶା ସରକାର ପାଳିବେ ଓଡିଆ ପକ୍ଷ । ଚଳିତ ବର୍ଷ ଧୁମଧାମରେ ଓଡ଼ିଆ ପକ୍ଷ ପାଳନ କରିବେ ମୋହନ ସରକାର । ଏନେଇ ଏପ୍ରିଲ ୧ ଓଡିଶା ଦିବସରୁ ଏପ୍ରିଲ ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଯାଏଁ ସାରା ରାଜ୍ୟରେ ପାଳିତ ହେବ ଓଡ଼ିଆ ପକ୍ଷ ଯେଉଁଥିରେ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଅନୁଷ୍ଠିତ କରିବେ ସରକାର ଏବଂ ଏହି କାର୍ଯ୍ୟକ୍ରମରେ ସରକାରଙ୍କ ବିଭିନ୍ନ ବିଭାଗ ସାମିଲ ହେବେ । ଏନେଇ ଓଡ଼ିଆ ଭାଷା […]

ସଂପୂର୍ଣ୍ଣ ପଢନ୍ତୁ
Ratnabhandar

କାଲିଠୁ ୩ ତାରିଖ ଯାଏଁ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ : ଆସନ୍ତାକାଲିଠୁ ୪ ଦିନ ବନ୍ଦ ରହିବ ରତ୍ନଭଣ୍ତାର ମରାମତି କାର୍ଯ୍ୟ । କାଲିଠୁ ୩ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ତାର ମରାମତି ତଥା ସଂରକ୍ଷଣ କାମ ବନ୍ଦ ରହିବ । ଖସାପଡ଼ାଲାଗି ଓ ବନକଲାଗି ନୀତି ପାଇଁ କାମ ବନ୍ଦ ରଖାଯିବା ନେଇ ସୂଚନା ରହିଛି । ସୂଚନା ଅନୁସାରେ ପୂର୍ବରୁ ମଧ୍ୟ ମାର୍ଚ୍ଚ ୯ରୁ ୧୫ ଯାଏଁ ଅର୍ଥାତ ଫଗୁଦଶମୀରୁ ହୋଲି ଉତ୍ସବ ପାଇଁ ଶ୍ରୀମନ୍ଦିରର ସ୍ୱତନ୍ତ୍ର ନୀତିକୁ ଦୃଷ୍ଟିରେ ରଖି ରତ୍ନଭଣ୍ତାର ମରାମତି କାର୍ଯ୍ୟ […]

ସଂପୂର୍ଣ୍ଣ ପଢନ୍ତୁ
Capture 43 739x430

ଗିରଫ ହେଲେ ୱାଟକୋ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ

ଭୁବନେଶ୍ଵର: ଗିରଫ ହେଲେ ଭୁବନେଶ୍ବର ଜଳଯୋଗାଣ ଓ ସ୍ବେରେଜ୍ ବୋର୍ଡ (ୱାଟକୋ)ର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ଭିଜିଲାନ୍ସ ଶ୍ରୀ ସାହୁଙ୍କ ବାସଭବନ ସମେତ ୭ଟି ଠିକଣାରେ ଏକସଙ୍ଗେ ଚଢ଼ଉ କରିଥିଲା। ଭୁବନେଶ୍ବର ସ୍ପେଶାଲ ଜଜ୍ (ଭିଜିଲାନ୍ସ) ଅଦାଲତଙ୍କ ଅନୁମତିକ୍ରମେ ଆଇଗିଣିଆସ୍ଥିତ ତାଙ୍କ ବାସଭବନ ସମେତ, କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘରେ ସକାଳୁ ଚଢ଼ଉ କରାଯାଇଥିଲା। ଚଢ଼ଉରେ ୭ ଜଣ […]

ସଂପୂର୍ଣ୍ଣ ପଢନ୍ତୁ
Cong

ବିଧାୟକଙ୍କ ନିଲମ୍ବନ ବିରୋଧରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ସଦସ୍ୟ

ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସର ବିଧାୟକ ଏଵଂ ବରିଷ୍ଠ କଂଗ୍ରେସ ନେତା । ରାଜ୍ୟରେ ଭୁଶୁଡ଼ି ପଡ଼ିଛି ଆଇନଶୃଙ୍ଖଳା । ରାଜ୍ୟରେ ମହିଳା, ଛୋଟ ଝିଅମାନେ ଅସୁରକ୍ଷିତ, ମହିଳା ଓ ଛୋଟ ଝିଅମାନଙ୍କ ଉପରେ ନିର୍ଯ୍ୟାତନା ଓ ଗଣଦୁଷ୍କର୍ମ ବୃଦ୍ଧି ହେଉଥିଲେ ମଧ୍ୟ ସରକାର ନିରବ ।  ସେ ବାବଦରେ ହାଉସ କମିଟି ଗଠନ କରିବା ପାଇଁ ଦାବି କରିବାରୁ ବିଧାୟକମାନଙ୍କୁ ଗୃହ ଭିତରକୁ ଯିବାକୁ ଦିଆଯାଉନି । […]

ସଂପୂର୍ଣ୍ଣ ପଢନ୍ତୁ
Amar

ଜୁଲାଇ ୩ରୁ ଅମରନାଥ ଯାତ୍ରା

ନୂଆଦିଲ୍ଲୀ ୨୯।୩: ଅମରନାଥ ଯାତ୍ରାର ତାରିଖ ଧାର୍ଯ୍ୟ ହୋଇଛି। ଯାତ୍ରା ସହିତ ରେଜିଷ୍ଟ୍ରେସନ ତାରିଖ ମଧ୍ୟ ସାମ୍ନାକୁ ଆସିଛି। ପବିତ୍ର ଅମରନାଥ ଯାତ୍ରା ଚଳିତବର୍ଷ ଜୁଲାଇ ୩ ତାରିଖରୁ ଆରମ୍ଭ ହୋଇ ୯ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଚାଲିବ। ଶ୍ରୀ ଅମରନାଥ ସ୍ରାଇନବୋର୍ଡ (ଏସଏଏସବି) ଅନୁସାରେ  ଏହି ଯାତ୍ରା ୩୯ ଦିନ ଧରି ଚାଲିବ। ଏଣୁ ବାବାଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଢେର ସମୟ ମିଳିବ। ଏଥର ମଧ୍ୟ ଭକ୍ତ ୨ଟି ମାର୍ଗରେ ଅମରନାଥ ଯାତ୍ରା କରିବେ ଓ […]

ସଂପୂର୍ଣ୍ଣ ପଢନ୍ତୁ