୧୦ ବର୍ଷରେ ହାତୀ ନେଲାଣି ହଜାରରୁ ଅଧିକ ମୁଣ୍ଡ
ଭୁବନେଶ୍ବର: ବଢି ଚାଲିଛି ହାତୀଙ୍କ ଉପଦ୍ରବ । ଜଙ୍ଗଲ ଛାଡି ଗାଁ ଏବଂ ସହର ମୁହାଁ ହେଉଛନ୍ତି ହାତୀପଲ । ପ୍ରତିଦିନ ହାତୀ ଆତଙ୍କରେ ଧନଜୀବନ କ୍ଷତି ହେଉଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ଏନେଇ ମନ୍ତ୍ରୀ ଲିଖିତ ଉତ୍ତରରେ ସୂଚନା ଦେଇଛନ୍ତି, ୧୦ ବର୍ଷରେ ହାତୀ ୧୨୦୯ ମୁଣ୍ଡ ନେଲାଣି । ୧୦ ବର୍ଷରେ ହାତୀ ଆକ୍ରମଣରେ ୧୨୦୯ ଲୋକଙ୍କ ଜୀବନ […]
ସଂପୂର୍ଣ୍ଣ ପଢନ୍ତୁ