Tara

ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି

ଭୁବନେଶ୍ବର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି। ସେ କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା। ଓଡ଼ିଶାକୁ ଭାଗ ଭାଗ କଲା ଭଳି ପ୍ରତିକ୍ରିୟା ସେ ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ କଥା ଉଠିବ ତାପରେ ଉତ୍ତରାଞ୍ଚଳ କଥା ଉଠିବ। ତାହେଲେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ? ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ
Image 2025 03 09t151633.700

ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀକୁ ଗଡିଲା ସ୍ବତନ୍ତ୍ର ଟ୍ରେନ

ବ୍ରହ୍ମପୁର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା ଓ ବାରଣସୀ ଅଭିମୁଖେ ଗଡିଲା ସ୍ବତନ୍ତ୍ର ଟ୍ରେନ । ଦକ୍ଷିଣ ଓଡିଶାର ୫ଟି ଜିଲ୍ଲାର ମୋଟ ୮୦୦ ଜଣ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରୁ ବାହାରିଲା ଏହି ଟ୍ରେନ୍ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସବୁଜ ପତାକା ଦେଖାଇ ଏହି ଟ୍ରେନର ଶୁଭାରମ୍ଭ କରିଥିଲେ । ଆସନ୍ତା ୧୩ ତାରିଖରେ ଏହି ଟ୍ରେନ୍ ବ୍ରହ୍ମପୁରକୁ ପ୍ରତ୍ୟାବର୍ତ୍ତନ କରିବ । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ […]

ସଂପୂର୍ଣ୍ଣ ପଢନ୍ତୁ
Heat

ଆଗାମୀ ୫ ଦିନରେ ବଢିବ ତାପମାତ୍ରା, ୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ଵର: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟରେ ଅନୁଭୂତ ହେବ ପ୍ରଚଣ୍ଡ ରୌଦ୍ରତାପ। ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବା ନେଇ ସ୍ଵତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି। ପ୍ରଚଣ୍ଡ ରୌଦ୍ର ତାପ ନେଇ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ୬ ଜିଲାର ଜିଲାପାଳଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାକୁ ସତର୍କ […]

ସଂପୂର୍ଣ୍ଣ ପଢନ୍ତୁ
Tub

ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ବରାନ୍ବିତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ରବି ନାଏକ। ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ । ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ରବି ନାଏକ। ୭୧ ଜନସଂଖ୍ୟା ବିଶିଷ୍ଟ ଗାଁରେ ନୂଆ ନଳକୂପ ଖନନ କରିବା ସହ ବସୁଧା ଯୋଜନାରେ ସୋଲାର ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପଞ୍ଚାୟତସ୍ତରରେ ଜଳଛତ୍ର ଖୋଲିବାକୁ ଚିଠି […]

ସଂପୂର୍ଣ୍ଣ ପଢନ୍ତୁ
Xbb7yizrnxyfqjhch2yx

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ ସଂଗଠକ ଅଭିଜ୍ଞ ପ୍ରଶାସକ ଓ ଲୋକପ୍ରିୟ ରାଜନେତା ଥିଲେ। ଓଡ଼ିଶା ସରକାରର ମନ୍ତ୍ରୀ ଭାବରେ ସେ ଶିଳ୍ପ,ଉଚ୍ଚ ଶିକ୍ଷା ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରି ରାଜ୍ୟର ବିକାଶରେ ଉଲ୍ଲେଖନୀୟ ଯୋଗଦାନ ରଖି […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 03 09 092830

ମଟନ୍ ନାଁରେ ଗୋମାଂସ କାରବାର ମାମଲା: ଜୟା ହୋଟେଲ ପରିସରରେ ୧୬୩ ଲାଗୁ

ପିପିଲି: ଜୟା ହୋଟେଲ ପରିସରରେ ୧୬୩ ଲାଗୁ। ହୋଟେଲ ଠାରୁ ୧ କିମି ପରିଧି ମଧ୍ୟରେ କଟକଣା ଲାଗୁ କଲା ଜିଲ୍ଲା ପ୍ରଶାସନ। ମଟନ୍ ନାଁରେ ଗୋମାଂସ କାରବାର କରୁଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ପ୍ରଶାସନ। ସାକ୍ଷୀଗୋପାଳ କଲେଜ ଛକଠାରୁ ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩ ଧାରା ଜାରି କରିଛି । ୪ ଜଣରୁ ଅଧିକ ଲୋକେ ଏହି […]

ସଂପୂର୍ଣ୍ଣ ପଢନ୍ତୁ
India 750x430

ଚମ୍ପିଆନ୍ସ ଟ୍ରଫି ଫାଇନାଲ ଲଢେଇ: ଦିନିକିଆରେ ଲଗାତର ୧୫ତମ ଟସ୍‌ ହାରିଲା ଭାରତ

ଦୁବଇ: ଆଇସିସି ଚମ୍ପିଆନ୍ସ ଟ୍ରଫିରେ ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢେଇ। ଦୁବଇରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ। ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡର କ୍ୟାପ୍ଟେନ ମିଚେଲ ସେଣ୍ଟନର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳ ଦିନିକିଆରେ ଏହାକୁ ମିଶାଇ ଲଗାତର ୧୫ତମ ଟସ୍ ହାରିଛି। ୨୦୨୩ ଦିନିକିଆ ବିଶ୍ୱକପ୍‌ର ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍ ପରଠାରୁ ଦଳ ଟସ୍ ଜିତି ନାହିଁ। କ୍ୟାପ୍ଟେନ ସେଣ୍ଟନର ପ୍ଲେଇଙ୍ଗ୍‌-୧୧ […]

ସଂପୂର୍ଣ୍ଣ ପଢନ୍ତୁ
Gulabrao Delhi

ମହିଳାଙ୍କ ସୁରକ୍ଷା ପାଇଁ ବାର୍ତ୍ତା ଦେଲେ ମନ୍ତ୍ରୀ, କହିଲେ ପର୍ସରେ ରଖ ଛୁରୀ ଓ ଲଙ୍କା ଗୁଣ୍ଡ

ନୁଆଦିଲ୍ଲୀ : ମହାରାଷ୍ଟ୍ରର ମନ୍ତ୍ରୀ ଗୁଲାବରାଓ ପାଟିଲ କହିଛନ୍ତି ମହିଳାମାନେ ଆତ୍ମସୁରକ୍ଷା ପାଇଁ ନିଜ ପର୍ସରେ ଛୁରୀ, ଲଙ୍କା ପାଉଡର ସହିତ ଲିପଷ୍ଟିକ୍ ରଖିବା ଉଚିତ । ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ  ଶନିବାର ଦିନ  ସେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଇଥିଲେ । ବରିଷ୍ଠ ଶିବସେନା ନେତା ମହିଳା ସଶକ୍ତିକରଣ ପାଇଁ ସରକାରଙ୍କ ଦ୍ୱାରା ନିଆଯାଇଥିବା ପଦକ୍ଷେପଗୁଡ଼ିକ ଉପରେ ମଧ୍ୟ ଆଲୋକପାତ କରିଥିଲେ ।  ଯେଉଁଥିରେ MSRTC ବସ୍ ଭଡ଼ା ଅଧା ହ୍ରାସ କରିବା , […]

ସଂପୂର୍ଣ୍ଣ ପଢନ୍ତୁ
Capture 31 711x430

ଆତ୍ମନିର୍ଭର ମହିଳାଙ୍କ ଦ୍ବାରା ହୋଇପାରିବ ବିକଶିତ ଭାରତ: ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ‘ନାରୀଶକ୍ତି ମାଧ୍ୟମରେ ବିକଶିତ ଭାରତ’ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀକୁ ସମ୍ବୋଧନ କରି ରାଷ୍ଟ୍ରପତି କହିଛନ୍ତି ଯେ ମହିଳାଙ୍କ ସଫଳତାକୁ ସମ୍ମାନ ଦେବା, ସେମାନଙ୍କ ଅଧିକାର ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହିତ କରିବା ପାଇଁ ନିଜକୁ ଉତ୍ସର୍ଗ କରିବାର ଏହା ଏକ ସୁଯୋଗ। ସେ […]

ସଂପୂର୍ଣ୍ଣ ପଢନ୍ତୁ
Image 36

ଘରେ ପଶି ସମିତିସଭ୍ୟାଙ୍କୁ ଆକ୍ରମଣ କଲେ ୬ ଦୁର୍ବୃତ୍ତ

କଟକ: ରାତି ଅଧରେ ସମିତିସଭ୍ୟାଙ୍କୁ ଆକ୍ରମଣ। କଟକ ଜିଲ୍ଲା ମହାଙ୍ଗା ନିର୍ବାଚନମଣ୍ଡଳୀ ପଡ଼ାମରାଇ ପଞ୍ଚାୟତର ସମିତି ସଭ୍ୟା ଓ ତାଙ୍କ ସ୍ବାମୀଙ୍କୁ କିଛି ଦୁର୍ବୃତ୍ତ ରାଜନୈତିକ ଆକ୍ରୋଶ ରଖି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ ବିଳମ୍ବିତ ରାତିରେ ଘରେ ପଶି ସମିତିସଭ୍ୟାଙ୍କୁ ଆକ୍ରମଣ କଲେ ଦୁର୍ବୃତ୍ତ। ମାହାଙ୍ଗା ପଡ଼ାମରାଇ ସମିତି ସଭ୍ୟାଙ୍କୁ ୬ ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସମିତିସଭ୍ୟାଙ୍କ ସହ ତାଙ୍କ ସ୍ବାମୀଙ୍କୁ ମଧ୍ୟ ଆକ୍ରମଣ ଅଭିଯୋଗ ହୋଇଛି। ଏହି […]

ସଂପୂର୍ଣ୍ଣ ପଢନ୍ତୁ