Bhakt

ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ବର/ଜଳେଶ୍ୱର: ଭୋଗରାଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି କି ଶ୍ରୀ ଦାସଙ୍କ ବିୟୋଗ ମୋତେ ଗଭୀର ଦୁଃଖ ଦେବା ସହ ମର୍ମାହତ କରିଛି। ସ୍ବର୍ଗତ ଅନନ୍ତ ଦାସଙ୍କ ବିୟୋଗ ବାଲେଶ୍ଵରରେ କାହିଁକି ରାଜନୈତିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା […]

ସଂପୂର୍ଣ୍ଣ ପଢନ୍ତୁ
Atm

ସାମ୍ନାକୁ ଆସିଲା ଏଟିଏମ୍ ଲୁଟେରା ଦୀପକ କୁମାରର ସିସିଟିଭି ଫୁଟେଜ୍, ଅଭିନବ ଉପାୟରେ କରୁଥିଲା ଲୁଟ୍

ଭୁବନେଶ୍ୱର: ରାଜଧାନୀରେ ରାତିଅଧରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଗୁଳି । ବିଳମ୍ବିତ ରାତିରେ ଭୁବନେଶ୍ୱର ବଡଗଡରେ ହୋଇଛି ଏନକାଉଣ୍ଟର । ଏଟିଏମ ଲୁଟ୍ ବେଳେ ଏନକାଉଣ୍ଟର କରିଛି ପୋଲିସ୍ । ରାଜଧାନୀରେ ପୁଣି ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର । ଦୀପକର ବାମ ଗୋଡ଼ରେ ବାଜିଛି ଗୁଳି । ତାକୁ ଗୁରୁତର ଅବସ୍ଥାରେ ଏମସ ହସପିଟାଲରେ ଭର୍ତ୍ତି କରାଯାଇଛି । ବଡଗଡ ଥାନା ଅଞ୍ଚଳର ଏକ ଏଟିଏମ୍ ଲୁଟ୍ ପାଇଁ […]

ସଂପୂର୍ଣ୍ଣ ପଢନ୍ତୁ
Rath

ରଥଯାତ୍ରାକୁ ମିଳିବ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା, ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ। ଏନେଇ ଖୁବ୍‌ଶୀଘ୍ର ନାମାଙ୍କନପତ୍ର ଦାଖଲ କରାଯିବ। ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏନେଇ ଆଲୋଚନା କରିଥିଲେ । ରଥଯାତ୍ରା ଭଳି ମହାର୍ଘ୍ୟ ବୈଶ୍ୱିକ ଯାତ୍ରାର ମହାନତା ଉପଲବ୍ଧି କରି କର୍ତ୍ତୃପକ୍ଷ ଶୀଘ୍ର କାର୍ଯ୍ୟାନୁଷ୍ଠାନ […]

ସଂପୂର୍ଣ୍ଣ ପଢନ୍ତୁ
Pistol 1

ଦୁର୍ଦ୍ଦାନ୍ତ ଅପରାଧୀ ସେକ ସୁନା ଗିରଫ, ମାଉଜର ସହ ଜୀବନ୍ତ ଗୁଳି ଜବତ

କଟକ :  ଦୁର୍ଦ୍ଦାନ୍ତ ଅପରାଧୀ ସେକ ସୁନା ଗିରଫ । ଅପରାଧ ଘଟାଇବାକୁ ଯାଉଥିବା ବେଳେ ଧରିଲା ମର୍କତନଗର ଥାନା ପୋଲିସ । ତା ନିକଟରୁ ଏକ ମାଉଜର ସହ ଜୀବନ୍ତ ଗୁଳି ଜବତ କରିଛି କଟକ କମିଶନରେଟ ପୋଲିସ ।  ଦୁଇଟି ଜୀବନ୍ତ ବୋମା ମଧ୍ୟ ଜବତ ହୋଇଛି । ସେକ ସୁନା ନାମରେ କଟକର ବିଭିନ୍ନ ଥାନାରେ ରହିଛି ୧୧ ଟି ମାମଲା । ସେକ ସୁନାର ସହଯୋଗୀଙ୍କୁ ଧରିବା ପାଇଁ ଉଦ୍ୟମ ଜାରି […]

ସଂପୂର୍ଣ୍ଣ ପଢନ୍ତୁ
Raj 750x430 1

କୁମ୍ଭମେଳାକୁ ନେଇ ବିବାଦୀୟ ବୟାନ ଦେଲେ ରାଜ ଠାକରେ

ନୂଆଦିଲ୍ଲୀ: ବିଶ୍ୱ ପ୍ରସିଦ୍ଧ କୁମ୍ଭମେଳା ସରିଗଲାଣି, ହେଲେ ଏହାକୁ ନେଇ ରାଜନୀତି କମିବାର ନାମ ନେଉନାହିଁ | ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳମାନେ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି | ଏବେ ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ବି କୁମ୍ଭମେଳାକୁ ଟାର୍ଗେଟ କରିଛନ୍ତି | ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେ ମହାକୁମ୍ଭରେ ଗାଧୋଇବାକୁ ନେଇ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ଅନ୍ଧବିଶ୍ୱାସରୁ ଲୋକମାନେ ବାହାରକୁ ଆସିବା ଉଚିତ ବୋଲି ସେ କହିଛନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ
Wrlqm7md66gykuthcvxo

ଆମେରିକାରେ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା କଲେ ଅଜଣା ବ୍ୟକ୍ତି

ନ୍ୟୁୟର୍କ: ଆମେରିକାର କାଲିଫର୍ଣ୍ଣିଆର ଚିନୋ ହିଲ୍ସରେ ଥିବା ବୋକାସାନୱାସୀ ଅକ୍ଷର ପୁରୁଷୋତ୍ତମ ସ୍ୱାମୀନାରାୟଣ ସନ୍ଥ (BAPS) ଙ୍କ ମନ୍ଦିରକୁ ଅଜ୍ଞାତ ବ୍ୟକ୍ତିମାନେ ଭଙ୍ଗାରୁଜା କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରି ମନ୍ଦିର କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି । ଏହି ପୋଷ୍ଟରେ କୁହାଯାଇଛି, “ଏଥର କାଲିଫର୍ଣ୍ଣିଆର ଚିନୋ ହିଲ୍ସ ଥିବା ମନ୍ଦିରରେ କିଛି ଅଜଣା ବ୍ୟକ୍ତି ଭଙ୍ଗାରୁଜା କରିବା ସହ ଅପବିତ୍ର କରିଛନ୍ତି | ହିନ୍ଦୁ ସମ୍ପ୍ରଦାୟ ଘୃଣା ବିରୁଦ୍ଧରେ ଦୃଢ […]

ସଂପୂର୍ଣ୍ଣ ପଢନ୍ତୁ
Dhankhad

ଛାତିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଛି। ସୂଚନାନୁସାରେ, ଗତକାଲି ରାତି ପ୍ରାୟ ୨ଟା ସମୟରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। କୁହାଯାଉଛି ଯେ ରାତିରେ ଶୋଇବା ସମୟରେ ସେ ଅସ୍ଥିରତା ଏବଂ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ରିପୋର୍ଟ ଅନୁଯାୟୀ, ହସ୍ପିଟାଲ ସୂତ୍ରରୁ ପ୍ରକାଶ ଯେ ୭୩ ବର୍ଷୀୟ ଉପରାଷ୍ଟ୍ରପତିଙ୍କୁ ଏମ୍ସର ହୃଦରୋଗ ବିଭାଗରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ନଜରରେ ରଖାଯାଇଛି। […]

ସଂପୂର୍ଣ୍ଣ ପଢନ୍ତୁ
Image 35

ବିଭିନ୍ନ ଦାବି ନେଇ ଲୋୟର ପିଏମଜିରେ ଗର୍ଜିବେ ଶିକ୍ଷକ ସଂଘ

ଭୁବନେଶ୍ୱର: ବିଭିନ୍ନ ଦାବି ନେଇ ରାଜଧାନୀ ଭୁବନେଶ୍ୱରରେ ଗର୍ଜିବେ ଶିକ୍ଷକ ସଂଘ। ଆସନ୍ତା ୧୦ ତାରିଖରେ ବିଭିନ୍ନ ଦାବି ନେଇ ରାଜଧାନୀ ରାଜରାସ୍ତାକୁ ଓହ୍ଲାଇବ ଓଡ଼ିଶା ସ୍କୁଲ୍ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି। ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛି ସଂଘ । ସମସ୍ତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ତୁରନ୍ତ ଅନୁଦାନ ପ୍ରଦାନ କରିବା। ଅବସର ନେଉଥିବା ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କୁ ପେନସନ, ଅବସର କାଳୀନ ସୁବିଧା ଆଦି ଦାବିରେ ରାଜରାସ୍ତାକୁ […]

ସଂପୂର୍ଣ୍ଣ ପଢନ୍ତୁ
Murder 3

କର୍ଣ୍ଣାଟକରେ ଓଡ଼ିଆ ଯୁବକ ବିଭେସଙ୍କ ହତ୍ୟାକୁ ନେଇ ଗାଁରେ ଖେଳି ଯାଇଛି ଶୋକର ଛାୟା

ଦାରିଙ୍ଗବାଡ଼ି: କର୍ଣ୍ଣାଟକରୁ ଆସିଛି ଏକ ଛାତିଥରା ଘଟଣା । ଯାହା ସ୍ତବ୍ଧ କରିଦେଇଛି ସାରା ବିଶ୍ୱକୁ । କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କୁ ଗଣଦୁଷ୍କର୍ମ । ସେମାନଙ୍କ ସାଥିରେ ଥିବା ୩ ଜଣ ପୁରୁଷ ବନ୍ଧୁଙ୍କୁ ମଧ୍ୟ ମାଡ । ମାଡ ମାରି ହ୍ରଦକୁ ଫିଙ୍ଗି ଦେଲେ ଦୁର୍ବୃତ୍ତ । ଯୁବକଙ୍କ ଭିତରେ ଜଣେ ଓଡିଆ । କର୍ଣ୍ଣାଟକରେ ଇସ୍ରାଏଲ ଯୁବତୀଙ୍କ ସମେତ ଦୁଇ ଜଣ ଯୁବତୀଙ୍କୁ ଗଣଦୁଷ୍କର୍ମ ସହିତ ସେମାନଙ୍କ ସାଥିରେ ଥିବା ୩ ଜଣ ପୁରୁଷ ବନ୍ଧୁଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ
Anantadas

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଆଉ ନାହାଁନ୍ତି ଅନନ୍ତ ଦାସ । ପରଲୋକରେ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ୪ଟା ୧୫ରେ ଭୁବନେଶ୍ବର ସ୍ଥିତ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଅନନ୍ତ ଗତ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ହୋଇଛି। ଅନନ୍ତ ଦାସଙ୍କ ବିୟୋଗରେ […]

ସଂପୂର୍ଣ୍ଣ ପଢନ୍ତୁ