ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ, ଜଣେ ମହିଳା ଅଟକ
ବାରିପଦା: ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ । ଜଣେ ମହିଳାଙ୍କୁ ଅଟକ ରଖିଛି ପୋଲିସ । ମହିଳା ଜଣକ ରାସଗୋବିନ୍ଦପୁର ଥାନା ଝିଙ୍କିରିଆ ଗାଁର । ଶୁନଗଡ଼ିଆ ଅଞ୍ଚଳର ସେଖ କମରୁଦ୍ଦିନଙ୍କ ୨ ଶିଶୁଙ୍କୁ ଚୋରି କରି ନେଉଥିବାବେଳେ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି । ଏହାପରେ ବାରିପଦା ଟାଉନ ଥାନା ପୋଲିସ ମହିଳା ଜଣଙ୍କୁ ଅଟକ ରଖି ଜେରା କରିବା ସହ ଘଟଣାର ତଦନ୍ତ କରୁଛି । ସେକ୍ କମିରୁଦ୍ଦିନଙ୍କ […]
ସଂପୂର୍ଣ୍ଣ ପଢନ୍ତୁ