ପ୍ରମାଣ ଅଭାବରୁ ନାନାଙ୍କ ଉପରେ ତନୁଶ୍ରୀ ଆଣିଥିବା ଅଭିଯୋଗକୁ ଖାରଜ କଲେ କୋର୍ଟ
ନୂଆଦିଲ୍ଲୀ: ୨୦୧୮ ମସିହାରେ ବଲିଉଡ ଅଭିନେତ୍ରୀ ତନୁଶ୍ରୀ ଦତ୍ତା, ଅଭିନେତା ନାନା ପାଟେକରଙ୍କ ବିରୋଧରେ ଯୌନ ନିର୍ଯାତନାର ଗମ୍ଭୀର ଅଭିଯୋଗ ଆଣିଥିଲେ। ଏହି ଘଟଣା ପରେ, #ମିଟୁ ଅଭିଯାନ ସୋସିଆଲ ମିଡିଆରେ ବହୁତ ଲୋକପ୍ରିୟ ହୋଇଥିଲା। ଏବେ ଏହି ମାମଲାରେ ଏକ ବଡ଼ ନିଷ୍ପତ୍ତି ଆସିଛି। #ମିଟୁ ମାମଲାରେ ଅଭିନେତା ନାନା ପାଟେକରଙ୍କୁ କୋର୍ଟ ଆଶ୍ୱସ୍ତି ଦେଇଛନ୍ତି। ଅନ୍ଧେରୀ କୋର୍ଟ ଏହି ରାୟ ଦେଇଛନ୍ତି। ତନୁଶ୍ରୀ ଦତ୍ତା, ନାନା ପାଟେକରଙ୍କ ଉପରେ ଯୌନ ନିର୍ଯାତନାର ଅଭିଯୋଗ ଆଣିଥିଲେ। […]
ସଂପୂର୍ଣ୍ଣ ପଢନ୍ତୁ