Explosion

ବାଣ ଭିଡ଼ିବାବେଳେ ବିସ୍ଫୋରଣ; ୪ ଗୁରୁତର

ଯାଜପୁର: ବାଣ ଭିଡ଼ିବାବେଳେ ବିସ୍ଫୋରଣ । ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ । ଗୁରୁବାର ବାଣଭିଡ଼ିବା ବେଳେ ହଠାତ୍‌ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି । ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଉକ୍ତ ୪ ଜଣଙ୍କ ମଧ୍ୟରୁ ଦୁଇ ଜଣ ବୟସ୍କ ଥିବା ବେଳେ ଦୁଇଜଣ ନାବାଳକ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 03 06 100409 750

କୋଟିପତି ସରକାରୀ ବାବୁ, ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ତାଜୁବ୍

ଭୁବନେଶ୍ଵର: କୋଟିପତି ସରକାରୀ ବାବୁ । ଚଢ଼ାଉ ବେଳେ ଘରୁ ବାହାରୁଛି ପୁଳା ପୁଳା ସୁନା ସହ ବିଡ଼ା ବିଡ଼ା ଟଙ୍କା । ଯାହାକୁ ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଜଳକା । ଯେପରି ଲାଗୁଛି ଏସଟିଏ ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ସୁନା, ରୁପା ଓ ହୀରାର ଭଣ୍ଡାର ଖୋଲିଛି ! ଚଢାଉ ବେଳେ କଟକ ଏସଟିଏ ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ବିପୁଳ ସଂପତ୍ତି ଠାବ କରିଛି ଭିଜିଲାନ୍ସ । ରେଡ୍‌ ବେଳେ […]

ସଂପୂର୍ଣ୍ଣ ପଢନ୍ତୁ
Images

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: କୋର୍ଟରେ ହାଜର ହେଲା ପୁଞ୍ଜିଲାଲ

ପାଟଣାଗଡ଼: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ଘଟଣା । ଆଜି ହେବ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରର ବୟାନ ରେକର୍ଡ । ଏନେଇ ଅଭିଯୁକ୍ତ ପୁଞ୍ଜିଲାଲକୁ ବଲାଙ୍ଗୀର କାରାଗାରରୁ ଅଣାଯାଇ ପାଟଣାଗଡ଼ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି । ପୂର୍ବ ତାରିଖରେ ଅସୁସ୍ଥତା ଦେଖାଇ ମହଲତି ମାଗିଥିଲା ପୁଞ୍ଜିଲାଲ । ଫଳରେ ପୁଞ୍ଜିଲାଲର ବୟାନ ରେକର୍ଡ ହୋଇ ପାରିନଥିଲା । ଆଜି ବୟାନ ରେକର୍ଡ ପରେ ବିଚାରପତି ରାୟ ପ୍ରକାଶ କରିବେ । […]

ସଂପୂର୍ଣ୍ଣ ପଢନ୍ତୁ
Capture 10 750x430

ଆସନ୍ତାକାଲି ମହିଳାମାନେ ଘରେ ଜାଳନ୍ତୁ ସୁଭଦ୍ରା ଦୀପ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସିଲା ସୁଭଦ୍ରାର ପଞ୍ଚମ କିସ୍ତି ଟଙ୍କା । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଲା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏଥିସହ ମହିଳାଙ୍କୁ ସଶକ୍ତ କରିବା ପାଇଁ ଏବଂ ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ । ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ ବୋଲି କହିଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ
Subhadra Scheme Db282fd1b2 E1728

ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ବର: ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରାର ଆଉ ଏକ ପର୍ଯ୍ୟାୟ ଟଙ୍କା । ଆଜି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରି, ମହିଳାଙ୍କ ଖାତାକୁ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ଡିବିଟି ମାଧ୍ୟମରେ ପଠାଇଛନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପଞ୍ଚମ ପର୍ଯ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କ ଖାତାକୁ ୫୦୦୦ ଲେଖାଏଁ ଟଙ୍କା ଯାଇଛି । ଆଜିକୁ […]

ସଂପୂର୍ଣ୍ଣ ପଢନ୍ତୁ
Capture 9 750x430

ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ଗାନ୍ଧି ମାର୍ଗ କ୍ବାର୍ଟରରେ ରହୁଥିବା ବେଳେ ଏବେ ନୂତନ ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଅନୁସାରେ, ଭୁବନେଶ୍ବର ଏଜି ଅଫିସରୁ ରାଜଭବନ […]

ସଂପୂର୍ଣ୍ଣ ପଢନ୍ତୁ
1612289405 8264

ଆସନ୍ତା ମେ’ ମାସରେ ବାହାରିବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ବର: ଆଜି ଶେଷ ପରୀକ୍ଷା । ପରୀକ୍ଷା କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଶେଷ ପରୀକ୍ଷା ଦେଇଛନ୍ତି, ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ । ଆଜି ପରୀକ୍ଷା ସରିବା ପରେ ଛାତ୍ର ଛାତ୍ରୀଙ୍କ ମୁଣ୍ଡରେ ବଡ ଚିନ୍ତା, କେବେ ବାହାରିବ ଫଳାଫଳ । ତେବେ ଏନେଇ ପରୀକ୍ଷା ସରୁ ସରୁ ବୋର୍ଡ ପକ୍ଷରୁ ସୂଚନା ଜାରି କରାଯାଇଛି । ଆସନ୍ତା ମେ’ ମାସରେ ମାଟ୍ରିକ୍ ରେଜଲ୍ଟ ବାହାରିବ । ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, […]

ସଂପୂର୍ଣ୍ଣ ପଢନ୍ତୁ

ଓଡ଼ିଶା ମାଟ୍ରିକ୍ ପରୀକ୍ଷା: କେଉଁ କାରଣରୁ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି ଦେଖାଦେଲା କହିଲେ ମାଧ୍ୟମିକ ଶିକ୍ଷା ବୋର୍ଡ

କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ଓଡ଼ିଶା ଗୁରୁବାର ନିଶ୍ଚିତ କରିଛି ଯେ, ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାର ବିଜ୍ଞାନ ପ୍ରଶ୍ନପତ୍ରରେ କମ୍ପ୍ୟୁଟର ଭାଇରସ୍ କାରଣରୁ ଭୁଲ୍ ହୋଇଥିଲା, ଯାହା ଫଳରେ ଚାରି ମାର୍କକୁ ନେଇ ସମସ୍ୟା ଦେଖାଦେଇଥିଲା।କମ୍ପ୍ୟୁଟର ଭାଇରସ ଯୋଗୁ ଏହି ଭୁଲ ଘଟିଥିବା ବୋର୍ଡର ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ପରୀକ୍ଷାଗୁଡ଼ିକ ସଫଳତାର ସହ ସମାପ୍ତ ହୋଇଛି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ପରୀକ୍ଷା ପ୍ରକ୍ରିୟାକୁ ସୁରକ୍ଷିତ ରଖିବା ପାଇଁ ନୂତନ ପ୍ରଯୁକ୍ତିବିଦ୍ୟା […]

ସଂପୂର୍ଣ୍ଣ ପଢନ୍ତୁ
500x300 1099751 Screenshot2024 06 26at93958pm

ସ୍କୁଲର ରଙ୍ଗ ବଦଳାଯିବ ନାହିଁ, କେବଳ ବିଜେଡିର ରଙ୍ଗ ହଟାଯିବ: ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍କୁଲ କୋଠା ରଙ୍ଗ ଯୋଜନାରେ ସାମ୍ପ୍ରତିକ ପରିବର୍ତ୍ତନ ସମ୍ପର୍କରେ ନିଜର ମତାମତ ପ୍ରକାଶ କରି ଗୁରୁବାର ଦିନ ଏକ ରାଜନୈତିକ ବିବାଦ ସୃଷ୍ଟି କରିଛନ୍ତି। ମନ୍ତ୍ରୀ ଗଣ୍ଡ କହିଛନ୍ତି ଯେ, ସ୍କୁଲର ରଙ୍ଗ ପରିବର୍ତ୍ତନ କରାଯିବ ନାହିଁ। କିନ୍ତୁ ବିଜୁ ଜନତା ଦଳ (ବିଜେଡି)ର ରଙ୍ଗ ହଟାଇ ଦିଆଯିବ। ମନ୍ତ୍ରୀ କହିଥିଲେ ଯେ, ପୂର୍ବ ପ୍ରଶାସନ ବିଜେଡିର ରାଜନୈତିକ ପରିଚୟକୁ ପ୍ରତିଫଳିତ କରୁଥିବା ଏକ ରଙ୍ଗ […]

ସଂପୂର୍ଣ୍ଣ ପଢନ୍ତୁ

ପୁଣି ଲେଉଟିଲା ଶୀତ: ଦିନରେ ତାପମାତ୍ରା ୩୧ ଡିଗ୍ରି ରାତିରେ ୮ ଡିଗ୍ରି

ଘୁ.ଉଦୟଗିରି: ଚଳିତ ମାସ ଆରମ୍ବରୁ ସାରା ରାଜ୍ୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହେବା ସହ ତାପମାତ୍ରା ଉପର ମୁଁହା ହୋଇ ପ୍ରବଳ ରୌଦ୍ରତାପ ଆରମ୍ଭ ହୋଇଯାଇଥିବା ବେଳେ କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରି ଅଞ୍ଚଳରେ କିନ୍ତୁ ଭିନ୍ନ ଏକ ପରିବେଶ ଅନୁଭୂତ ହେଉଛି। ଦିନରେ ପ୍ରବଳ ଖରା ହେଉଥିବାବେଳେ ରାତିରେ ଥଣ୍ଡା ହେଉଛି। ଗୁରୁବାର ଘୁ.ଉଦୟଗିରି ସହରର ସର୍ବୋଚ୍ଚ ତାପମାତ୍ରା ୩୧.୨ଡିଗ୍ରୀ ଏବଂ ରାତିରେ ୮.୮ଡିଗ୍ରୀ ରେକର୍ଡ କରାଯାଇଥିବା ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। […]

ସଂପୂର୍ଣ୍ଣ ପଢନ୍ତୁ