Ccscme5ai2r9sw2vmrie

ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ

ୱାଶଂଟନ୍‌: ଟ୍ରମ୍ପଙ୍କ ରାଗ ସୀମା ପାର୍‌ । ସହିପାରିଲେନି କି ଆଉ ରହିପାରିଲେନି । ରୋକଠୋକ ଶୁଣାଇ ଦେଲେ ୟୁରୋପକୁ । ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ। ୟୁରୋପକୁ ଟାର୍ଗେଟ କରି ଟ୍ରମ୍ପ କହିଲେ ୟୁକ୍ରେନକୁ ଯୁଦ୍ଧ କରିବାକୁ ପ୍ରୋତ୍ସାହନ ବାବଦ ବିପୁଳ ଟଙ୍କା ଦେବ ଏବଂ ସେପଟେ ରୁଷଠାରୁ ତେଲ ଆଉ ଗ୍ୟାସ କିଣିବ । ୟୁରୋପକୁ ଏପରି ତାଚ୍ଛଲ୍ୟ କରି ଟ୍ରମ୍ପ କହିଛନ୍ତି । ଟ୍ରମ୍ପ କହିଛନ୍ତି ୟୁରୋପ ୟୁକ୍ରେନକୁ […]

ସଂପୂର୍ଣ୍ଣ ପଢନ୍ତୁ
Biju 750x430

ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସର​‌ରେ ବିଜୁ ବାବୁଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ […]

ସଂପୂର୍ଣ୍ଣ ପଢନ୍ତୁ
Bjd Bandh 750x430

ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି, ବିଜେଡିର ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା

ଭୁବନେଶ୍ୱର: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ନେଇ ତେଜିଲା ରାଜନୀତି। ଏନେଇ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ମାର୍ଚ୍ଚ ୫ ତାରିଖ ପରିବ‌ର୍ତ୍ତେ ଏପ୍ରିଲ୍‌ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି ବିଜେଡି। ଏଥିପାଇଁ ଆସନ୍ତା ୬ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି। ବିରୋଧୀ ଦଳ ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ […]

ସଂପୂର୍ଣ୍ଣ ପଢନ୍ତୁ
Naveen 3

ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି। ବିଜୁ ବାବୁ ଥିଲେ ଏକ ଅଦ୍ୱିତୀୟ ବ୍ୟକ୍ତିତ୍ୱ, ଏକ ମହାନ ଜନନାୟକ। ଏହି ଅବସରରେ ସାରା ରାଜ୍ୟରେ […]

ସଂପୂର୍ଣ୍ଣ ପଢନ୍ତୁ
Indsemi

ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ହରାଇ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ରେ ଭାରତ

ଦୁବାଇ: ଚେଜ୍ ମାଷ୍ଟର ବିରାଟ କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ବଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ବିଜୟ ସହ ଭାରତ ଫାଇନାଲ୍‌ରେ ପହଞ୍ଚିବା ସହ ୨୦୨୩ ଦିନିକିଆ ବିଶ୍ଵକପ୍ ଫାଇନାଲ୍ ପରାଜୟର ମଧୁର ପ୍ରତିଶୋଧ ନେଇଛି। ଅଷ୍ଟ୍ରେଲିଆ ଦ୍ଵାରା ଧାର୍ଯ୍ୟ ୨୬୫ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତ ୪୮.୧ ଓଭରରେ ୬ ଓ୍ଵିକେଟ୍ ହରାଇ ଜିତି ନେଇଛି। ବିରାଟ କୋହଲି ୮୪ ରନର ଇନିଂସ ଖେଳି ଭାରତ ବିଜୟରେ […]

ସଂପୂର୍ଣ୍ଣ ପଢନ୍ତୁ
Stude

୫ ତାରିଖରେ ଖୋଲା ରଖିବ ସମସ୍ତ ଶିକ୍ଷାନୁଷ୍ଠାନ

ଭୁବନେଶ୍ଵର: ଆସନ୍ତାକାଲି ଖୋଲା ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ମାର୍ଚ୍ଚ ୫ ତାରିଖ ତଥା ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସ୍କୁଲ ଆସନ୍ତାକାଲି ଖୋଲା ରହିବ । ସୂଚନା ଅନୁସାରେ, […]

ସଂପୂର୍ଣ୍ଣ ପଢନ୍ତୁ
Naveen Mohan

ବିଜୁ ଜୟନ୍ତୀରେ ଯୋଗ ଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବିଜୁବାବୁଙ୍କ ଜୟନ୍ତୀରେ ବିଶିଷ୍ଟ ଅତିଥିଭାବେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ।  ଆସନ୍ତାକାଲି ଜୟଦେବ ଭବନରେ ସଂଧ୍ୟା ୭ଟାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜୟନ୍ତୀ ମହାସମାରୋହରେ ପାଳନ କରୁଛନ୍ତି ରାଜ୍ୟ ସରକାର ।  ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ନବୀନଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସ ପାଳନ ନେଇ ବିଜେଡିର […]

ସଂପୂର୍ଣ୍ଣ ପଢନ୍ତୁ
Univ

ଇତିହାସ ବିଷୟରେ ବାବରନାମା ଓ ମନୁସ୍ମୃତି ସାମିଲ୍ କରିବାକୁ କଡ଼ା ବିରୋଧ: ପ୍ରସ୍ତାବ ପ୍ରତ୍ୟାହାର କରିବ ଦିଲ୍ଲୀ ୟୁନିଭର୍ସିଟି

ନୂଆଦିଲ୍ଲୀ: ଯୁକ୍ତ ଦୁଇ ଇତିହାସ ଅନର୍ସ ପେପରରେ ବାବରନାମା ଓ ମନୁସ୍ମୃତି ସାମିଲ୍‌ କରିବାକୁ ଅଧ୍ୟାପକମାନଙ୍କ କଡ଼ା ବିରୋଧ ପରେ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଯାଉଛି ଦିଲ୍ଲୀ ୟୁନିଭର୍ସିଟି। ଏନେଇ ଉପ-କୁଳପତି(ଭାଇସଚାନସେଲର) ଯୋଗେଶ ସିଂହ ସୂଚନା ଦେଇଛନ୍ତି। ଏହି ପ୍ରସ୍ତାବ ଯେପରି ଏକାଡେମିକ୍ ପରିଷଦ (AC) ସମ୍ମୁଖରେ ନ ଆସେ ତେଣୁ ସେ ତାଙ୍କର ଏମାର୍ଜେନ୍ସି କ୍ଷମତାର ବ୍ୟବହାର କରିବେ ବୋଲି କହିଛନ୍ତି। ଏହି ପାଠ୍ୟ ବିଷୟଗୁଡ଼ିକୁ ବିଶ୍ୱ ବିଦ୍ୟାଳୟରେ କୋର୍ସରେ ସାମିଲ୍ କରିବା ପ୍ରସ୍ତାବକୁ ଗତ […]

ସଂପୂର୍ଣ୍ଣ ପଢନ୍ତୁ
Cap

ସରକାରଙ୍କ ନିଷ୍ପତ୍ତି ବଦଳିବ କ୍ୟାପିଟାଲ ହସ୍ପିଟାଲ ରଙ୍ଗ

ଭୁବନେଶ୍ୱର: ରାଜ୍ୟରେ ସରକାର ବଦଳିଛନ୍ତି। ପୂର୍ବରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏବେ ରାଜ୍ୟର ବିଭିନ୍ନ ମେଡିକାଲର ରଙ୍ଗ ବଦଳିବ । ବିଶେଷକରି କ୍ୟାପିଟାଲ ହସ୍ପିଟାଲ ଏବଂ କଟକ ବଡ଼ ମେଡିକାଲର ରଙ୍ଗ ବଦଳିବ। ଏନେଇ ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି । କ୍ୟାପିଟାଲ ହସ୍ପିଟାଲର କେତେକ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ସମ୍ପୂର୍ଣ୍ଣ ହେବା ପରେ ରଙ୍ଗ ବଦଳାଯିବ । ବିଜେପି ସରକାରଙ୍କର […]

ସଂପୂର୍ଣ୍ଣ ପଢନ୍ତୁ
Pram

ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି: ପ୍ରମିଳା ମଲ୍ଲିକ

ଭୁବନେଶ୍ଵର: ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ନିଷ୍ପତ୍ତି ପ୍ରସଙ୍ଗ । ବିଜେପିକୁ ଟାର୍ଗେଟ୍‌ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିଜୁ ବାବୁଙ୍କ ନାଁକୁ ଡରୁଛି ବିଜେପି, କାରଣ ଲୋକ ତାଙ୍କୁ ଭଲ ପାଆନ୍ତି । ଏପରି ଅପମାନ କରିବା ସରକାରଙ୍କ ଠିକ୍‌ ନୁହେଁ । ଓଡ଼ିଆ ଅସ୍ମିତା କହି ସରକାରକୁ ଆସିଲା ବିଜେପି । ବିଜୁଙ୍କୁ ଅପମାନ କରିବା କ’ଣ ଓଡ଼ିଆ ଅସ୍ମିତା ବୋଲି ପ୍ରଶ୍ନ କରିଛନ୍ତି ପ୍ରମିଳା । ତେବେ […]

ସଂପୂର୍ଣ୍ଣ ପଢନ୍ତୁ