Madh

ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଆଶ୍ଵସ୍ତ, ଏତଲା ଦାୟର ନିର୍ଦେଶ ସ୍ଥଗିତ

ମୁମ୍ବଇ: ଶେୟାର ବଜାର ଠକେଇ ମାମଲାରେ ସେବିର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ଙ୍କ ଆଶ୍ଵସ୍ତି ମିଳିଛି। ସିକ୍ୟୁରିଟିଜ୍‌ ଆଣ୍ଡ୍‌ ଏକ୍ସଚେଞ୍ଜ ବୋର୍ଡ ଅଫ୍‌ ଇଣ୍ଡିଆ(ସେବି)ର ପୂର୍ବତନ ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଏବଂ ଅନ୍ୟମାନଙ୍କ ବିରୋଧରେ ଏତଲା ଦାୟର କରିବା ନେଇ ସ୍ଵତନ୍ତ୍ର ଅଦାଲତଙ୍କ ନିର୍ଦେଶ ଉପରେ ରୋକ୍ ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ପୂର୍ବତନ ସେବି ମୁଖ୍ୟ ବୁଚ୍ ଏବଂ ଅନ୍ୟ ପାଞ୍ଚ ଜଣ ଶେୟାର ବଜାର ଠକେଇ ପାଇଁ ସେମାନଙ୍କ ବିରୋଧରେ ଏତଲା ଦାୟର […]

ସଂପୂର୍ଣ୍ଣ ପଢନ୍ତୁ
Cm

ମହିଳା ଦିବସରେ ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ, ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି

ଭୁବନେଶ୍ବର: ଆସନ୍ତା ୮ ତାରିଖ, ବିଶ୍ବ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବ୍ରହ୍ମପୁର ଗସ୍ତରେ ଯିବେ । ଉକ୍ତ ଦିନ ସୁଭଦ୍ରାର ଦ୍ବିତୀୟ କିସ୍ତି ମହିଳାମାନଙ୍କୁ ବଣ୍ଟା ଯିବାକୁ ଥିବା ବେଳେ ବ୍ରହ୍ମପୁର ସଭାରେ ଏହାର ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବ୍ରହ୍ମପୁର ସ୍ଥିତ ଆମ୍ବପୁଆ ବିବେକ ବିହାରଠାରେ ଆୟୋଜିତ ବିରାଟ ଜନସଭାରେ ଯୋଗଦେବେ । ତେବେ ଏବେ ପର୍ଯ୍ୟନ୍ତ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ସାମିଲ ହୋଇଥିବା ବେଳେ, ୧ […]

ସଂପୂର୍ଣ୍ଣ ପଢନ୍ତୁ
Temperture 1

ରେକର୍ଡ ତାତି, ଝାରସୁଗୁଡ଼ାରେ ସର୍ବାଧିକ ୩୭. ୮ ଡିଗ୍ରୀ ସେଲସିୟସ

ଭୁବନେଶ୍ବର : ମାର୍ଚ୍ଚ ଆରମ୍ଭରୁ ରେକର୍ଡ ତାତି । ରାଜ୍ୟରେ ଉପର ମୁହାଁ ହେଲାଣି ପାରଦ। ୩୭ ଡିଗ୍ରୀ ପାର କଲା ତାପମାତ୍ରା । ଝାରସୁଗୁଡ଼ା ଓ ସମ୍ବଲପୁରରେ ଡହ ଡହ ତାତି। ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୩୭. ୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ହୋଇଛି । ସେପଟେ ସାଢେ ଦୁଇଟା ସୁଦ୍ଧା ରାଜଧାନୀରେ ୩୬ ଡିଗ୍ରୀ ଛୁଇଁଛି ତାପମାତ୍ରା । ଡହ ଡହ ଖରାରେ ସିଝୁଛନ୍ତି ରାଜଧାନୀବାସୀ […]

ସଂପୂର୍ଣ୍ଣ ପଢନ୍ତୁ
Mixcollage 04 Mar 2025 11 13 Am

ଲିଙ୍ଗରାଜ ମନ୍ଦିର ବେଢାରେ ଫଟୋ ଉଠାଇ ଅଡୁଆରେ ପିସିସି ସଭାପତି

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପରିସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଫଟୋ ଉଠାଇବାକୁ ନେଇ ବିବାଦ ଦେଖାଦେଇଛି। ଏହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏପରିକି ଅନେକ ଲୋକ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛନ୍ତି। ସୂଚନାଯୋଗ୍ୟ, ସୋମବାର ଦିନ ସେ ଅନ୍ୟ ଅନେକ କଂଗ୍ରେସ ନେତାଙ୍କ ସହ ମନ୍ଦିର ପରିଦର୍ଶନ କରିବା ସମୟରେ ଏହି ଫଟୋଗୁଡ଼ିକ ଉଠାଯାଇଥିବା ଜଣାପଡ଼ିଛି। ତେବେ […]

ସଂପୂର୍ଣ୍ଣ ପଢନ୍ତୁ
Dhan

ପଦ ଛାଡ଼ିଲେ ମହାରାଷ୍ଟ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଡନାଭିସ୍‌ଙ୍କୁ ଦେଲେ ଇସ୍ତଫା ପତ୍ର

ମୁମ୍ବଇ: ମହାରାଷ୍ଟ୍ର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ମଙ୍ଗଳବାର ମହାରାଷ୍ଟ୍ର କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହକର୍ମୀ ବାଲ୍ମିକ କରାଡ଼ଙ୍କୁ ସରପଞ୍ଚ ସନ୍ତୋଷ ଦେଶମୁଖଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ କରାଯିବା ପରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ମୁଣ୍ଡେଙ୍କୁ ମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ କହିଥିଲେ। ମହାରାଷ୍ଟ୍ରର ଖାଦ୍ୟ ଯୋଗାଣ ଓ ଖାଉଟି ସୁରକ୍ଷା ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେଙ୍କ ଇସ୍ତଫା ଖବର ସାମ୍ନାକୁ ଆସିବା ପରେ ଫଡନାଭିସ୍ କହିଛନ୍ତି ଯେ, ମୁଣ୍ଡେ ତାଙ୍କ ଇସ୍ତଫା ମୋ ନିକଟରେ ଦାଖଲ କରିଛନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ
Kendrapada 1

ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ ଯୁବକ

କେନ୍ଦ୍ରାପଡା : ବର୍ବରତାର ସବୁ ସୀମା ପାର୍ କରିଦେଲେ । ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ ମାରିଲେ କିଛି ଯୁବକ। ଏ ଦୃଶ୍ୟ ଦେଖିଲାରୁ ଦେହ ଶିତେଇ ଯାଉଛି ଲୋମ ଟାଙ୍କୁରି ଉଠୁଛି । କି ମାଡ଼ ! ଏମିତି କଣ କିଏ କାହାକୁ ମାରିପାରେ । ଯଦି ସେହି ସମୟରେ ମହିଳାଙ୍କ ଜୀବନ ଚାଲିଯାଇଥାଆନ୍ତା ତାହେଲେ କଣ ହୋଇଥାନ୍ତା ? ଉଜୁଡ଼ି ଯାଇଥାଆନ୍ତା ସୁନା ସଂସାର । ମା ’ ଛଉଣ୍ଡ ହୋଇଯାଇ ଥାଆନ୍ତେ […]

ସଂପୂର୍ଣ୍ଣ ପଢନ୍ତୁ
Sura Rouraty Final Collage

ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି

ଭୁବନେଶ୍ଵର: ‘ପୂର୍ବରେ ତ ଫାଟିଗଲା, ଆଉ ସଂପର୍କ ନଫାଟୁ, ତାଙ୍କ ଜୀବନ ଶାନ୍ତିରେ କଟୁ । ମୋ କୁଟୁମ୍ବ ବଡ଼ କୁଟୁମ୍ବ, ୫ଶହରୁ ୧ହଜାର ଭିତରେ ମୋ କୁଟୁମ୍ବ। ତେବେ ପ୍ରେମ ଫ୍ରେମ କିଛି ନାହିଁ, ମୋ ପୁଅ ଆରେଞ୍ଜଡ୍ ମ୍ୟାରେଜ୍ କରିଛି।’ ଏ ଥିଲା ପୁଅ ମନ୍ମଥ ରାଉତରାୟଙ୍କ ବିବାହ ପରେ ବାପା ସୁର ରାଉତରାୟଙ୍କ ପ୍ରତିକ୍ରିୟା । ବିବାହ ପରେ ଶେଷରେ ମୁହଁ ଖୋଲିଛନ୍ତି ସୁର ରାଉତରାୟ । ତେବେ କହିରଖୁଛୁ ଯେ, ଦ୍ୱିତୀୟ […]

ସଂପୂର୍ଣ୍ଣ ପଢନ୍ତୁ
Arr

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ

ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଟାଟୁ ଆଙ୍କୁଥିବା ବ୍ୟକ୍ତି। ଗିରଫ ଦୁଇ ଜଣ ହେଉଛନ୍ତି ରକି ଟାଟୁର ମାଲିକ ରକି ରଂଜନ ବିଶୋଇ ଓ ଅଶ୍ୱିନୀ କୁମାର ପ୍ରଧାନ। ସୂଚନା ଅନୁଯାୟୀ, ଗତକାଲି ସୁବ୍ରତ କୁମାର ମହାନ୍ତି ନାମକ ଜଣେ ବ୍ୟକ୍ତି […]

ସଂପୂର୍ଣ୍ଣ ପଢନ୍ତୁ
Iit

IIT ବାବା ଅଭୟ ସିଂଙ୍କୁ ହୋଟେଲରୁ ଉଠାଇନେଲା ପୋଲିସ, ପାଖରୁ ଗଂଜେଇ ଜବତ

ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ବେଶ ଚର୍ଚ୍ଚାକୁ ଆସିଥିଲେ ଆଇଆଇଟି ବାବା ଅଭୟ ସିଂ । ଏବେ ଆଇଆଇଟି ବାବାଙ୍କୁ ଅଟକ ରଖିଛି ଜୟପୁର ପୋଲିସ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ । ଏହାପରେ ସେ ରହୁଥିବା ହୋଟେଲକୁ ଯାଇ ବାବାଙ୍କୁ ଅଟକ ରଖିଛି ପୋଲିସ । ବାବାଙ୍କ ନିକଟରେ ଗଂଜେଇ ମଧ୍ୟ ମିଳିଛି । ତାଙ୍କ ବିରୋଧରେ ଏନଡିପିଏସ ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ଜୟପୁର ପୋଲିସ ଏବେ […]

ସଂପୂର୍ଣ୍ଣ ପଢନ୍ତୁ
Griev

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୮୪ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍‌କାଳ ଆର୍ଥିକ ସହାୟତା ଦିଆଯାଇଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଦିନେ ଦୁଇଦିନ ଭିତରେ ‘ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି’ରୁ ସେମାନଙ୍କୁ ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା […]

ସଂପୂର୍ଣ୍ଣ ପଢନ୍ତୁ