Ganga 750x430

ଗଙ୍ଗା ଜଳ ଗାଧୋଇବା ପାଇଁ ଅନୁପଯୁକ୍ତ: ବିହାର ଅର୍ଥନୈତିକ ସର୍ଭେ ରିପୋର୍ଟ

ସବୁଠୁ ପବିତ୍ର କୁହାଯାଉଥିବା ଗଙ୍ଗା ନଦୀର ଜଳ ଏବେ ପ୍ରଦୂଷିତ। ବିହାର ଦେଇ ଯାଇଥିବା ଗଙ୍ଗା ନଦୀର ଏହି ଜଳ ଏବେ ଗାଧୋଇବା ପାଇଁ ମଧ୍ୟ ଅନୁପଯୁକ୍ତ। ଜଳରେ ବ୍ୟାକ୍ଟେରିଆ ବା ଜୀବାଣୁ ସଂଖ୍ୟା ବହୁ ଅଧିକ ରହୁଥିବାରୁ ତାହା ପ୍ରଦୂଷିତ ହୋଇପଡ଼ିଥିବା ବିହାର ଅର୍ଥନୈତିକ ସର୍ଭେ ୨୦୨୪-୨୫ରେ ଦର୍ଶାଯାଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି) ମଧ୍ୟ ଗଙ୍ଗା ଜଳ ପ୍ରଦୂଷିତ ହୋଇପଡ଼ିଥିବା ନେଇ ରିପୋର୍ଟ ଜାରି କରିଥିଲା। ମହାକୁମ୍ଭ ସମୟରେ ଗଙ୍ଗା ଜଳ ଏତେ ପ୍ରଦୂଷିତ […]

ସଂପୂର୍ଣ୍ଣ ପଢନ୍ତୁ
Subhadra Scheme Db282fd1b2 E1728

ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନ ଶେଷ ତାରିଖ ,ଏକକାଳୀନ ୩ଟି କିସ୍ତିର ପାଇବେ ଟଙ୍କା

ଭୁବନେଶ୍ୱର : ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନ ଶେଷ ତାରିଖ । ୩୧ ଭିତରେ ଯେଉଁମାନେ ଆବେଦନ କରିଥିବେ ଏକକାଳୀନ ୩ଟି କିସ୍ତିର ଟଙ୍କା ପାଇବେ । ରାକ୍ଷୀ ପୂର୍ଣ୍ଣିମାରେ ଏକକାଳୀନ ୩ଟି କିସ୍ତିରେ ଟଙ୍କା ପାଇବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏବେ ସୁଭଦ୍ରା ମ୍ୟାଜିକ ନମ୍ବର କୋଟିଏରୁ ଊର୍ଦ୍ଧ୍ବ ଛୁଇଁଛି । ତେଣୁ ଜିଲ୍ଲାପାଳ, ସୁଭଦ୍ରା ଟିମ, ମହିଳା ଶିଶୁ ବିକାଶ, ସହିତ ଅଙ୍ଗନବାଡି କର୍ମୀ ଓ ବ୍ୟାଙ୍କ ମିତ୍ର ସମସ୍ତଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ
Heat

୩୫ ଡିଗ୍ରୀ ଛୁଇଁଲା ଭୁବନେଶ୍ଵର ତାତି

ଭୁବନେଶ୍ଵର: ଦିନକୁ ଦିନ ଉପରମୁହାଁ ହେଲାଣି ପାରଦ । ଚଳିତବର୍ଷ ପ୍ରଥମଥର ପାଇଁ ଭୁବନେଶ୍ଵର ତାତି ୩୫ ଡିଗ୍ରୀ ଟପିଛି । ଆଜି ଦିନ ୨.୩୦ ସୁଦ୍ଧା ଭୁବନେଶ୍ଵରରେ ତାପମାତ୍ରା ସର୍ବାଧିକ ୩୫.୬ ଡିଗ୍ରୀ ରେକର୍ଡ ହୋଇଛି । ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାତି ବଢ଼ିବା ଚିନ୍ତାର କାରଣ ପାଲଟିଛି । ଆଗକୁ ତାତି ଆହୁରି ଡରାଇବ ବୋଲି ଆଶଙ୍କା ସୃଷ୍ଟି ହେଲାଣି । ଏ ବର୍ଷ ମାର୍ଚ୍ଚ ମାସରୁ ମେ ମାସ ଯାଏ ଗ୍ରୀଷ୍ମଲହରୀ ଅବଧି ବଢ଼ିବ ବୋଲି ପାଣିପାଗ […]

ସଂପୂର୍ଣ୍ଣ ପଢନ୍ତୁ
6qvpkpicylytewzciioh

ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣା: ମେଡ଼ିକାଲରୁ ଥାନାକୁ ଫେରିଲା ଅଭିଯୁକ୍ତ

ସୋର: ସୋର ପୌର ପାଳିକା ଅନ୍ତର୍ଗତ ଲିଙ୍ଗପଡା ଗ୍ରାମରେ ପ୍ରେମପାଇଁ ଗତ ଫେବ୍ରୁଆରି ୨୪ ତାରିଖ ପୂର୍ବାହ୍ନରେ ଯୁବତୀଙ୍କ ଗଳାକାଟି ହତ୍ୟା ଘଟଣାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରୁ ଅଭିଯୁକ୍ତ ଡ଼ିସଚାର୍ଜ ହୋଇଥିବା ଜଣାପଡିଛି। ଗତ ୨୪ ତାରିଖ ପୂର୍ବାହ୍ନରେ ଏହି ଗ୍ରାମର ଜ୍ୟୋତିର୍ମୟୀ ରଣାଙ୍କୁ ତାଙ୍କ ପ୍ରେମିକ ଚୂଡ଼ାମଣି ଧଳସାହି ଗ୍ରାମର ବିଶ୍ୱରଞ୍ଜନ ପୁହାଣ ପ୍ରେମରେ ବିଫଳ ହୋଇ ଏକ ଧାରୁଆ ଅସ୍ତ୍ରରେ ଗଳା କାଟି ଫେରାର ହୋଇଯାଇଥିଲା। ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର […]

ସଂପୂର୍ଣ୍ଣ ପଢନ୍ତୁ
As

କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ଅସଦାଚରଣ, ଥାନାରେ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଦାବି କଲେ ମା’

ମହାରାଷ୍ଟ୍ରରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ଝିଅକୁ ରାସ୍ତାରେ ଅସଦାଚରଣ କରାଯାଇଛି। ସନ୍ଥ ମୁକ୍ତାଇ ଯାତ୍ରା ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ ଏବଂ ତାଙ୍କ କିଛି ସାଙ୍ଗକୁ କେତେଜଣ ଯୁବକ ରାସ୍ତାରେ ଅଟକାଇ ଅସଦାଚରର କରିଛନ୍ତି। ଏପରି କି ପୀଡ଼ିତାମାନଙ୍କ ସାଥୀରେ ଥିବା ସୁରକ୍ଷାକର୍ମୀଙ୍କୁ ବି ଅଭିଯୁକ୍ତମାନେ ଠେଲାପେଲା କରିଛନ୍ତି। ଘଟଣା ସମ୍ପର୍କରେ ଖବର ପାଇବା ପରେ ନିଜେ କେନ୍ଦ୍ରମନ୍ତ୍ରୀ ରକ୍ଷା ଖଡସେ ମୁକ୍ତାଇନଗର ଥାନାରେ ପହଞ୍ଚି ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ସୁରକ୍ଷାକର୍ମୀଙ୍କ ଅଭିଯୋଗ ଆଧାରରରେ ଥାନାରେ […]

ସଂପୂର୍ଣ୍ଣ ପଢନ୍ତୁ
Prad

‘ନବ ଦାସଙ୍କ ପରିବାର ଉପରେ ଚାପ ପକାଉଛି ବିଜେଡି’

ଭୁବନେଶ୍ଵର: ନବ ଦାସଙ୍କ ହତ୍ୟାକାଣ୍ଡ ନେଇ ପରିବାର ଲିଖିତ ଅଭିଯୋଗ ଦେବା ପ୍ରସଙ୍ଗରେ ବିଜେଡ଼ି ଚାପ ପକାଉଛି। ଏପରି କିଛି ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ପ୍ରଦୀପ ପୁରୋହିତ। ସିବିଆଇ ତଦନ୍ତ ପାଇଁ ପରିବାର ଲୋକେ ଲିଖିତ ଅଭିଯୋଗ କଲେ ବିଜେଡ଼ି ଫସିଯିବ ବୋଲି କହିଛନ୍ତି ପ୍ରଦୀପ। ଏନେଇ ଗଣମାଧ୍ୟମକୁ ପ୍ରଦୀପ ଦେଇଥିବା ବୟାନରେ କହିଛନ୍ତି, ନବ ଦାସଙ୍କ ପରିବାର ଲୋକେ ସିବିଆଇକୁ ଲେଖିଲେ ବିଜେଡିର ୨ ବଡ଼ମୁଣ୍ଡ ଫସିଯିବେ। ସେଥିପାଇଁ ଦୀପାଳିଙ୍କ ଉପରେ ବିଜେଡି […]

ସଂପୂର୍ଣ୍ଣ ପଢନ୍ତୁ
Bar

ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦

କଟକ : ଆସନ୍ତା ଏପ୍ରିଲ ୧ରୁ ରାଜ୍ୟରେ ଲାଗୁ ହେବ ଆଇନଜୀବୀ କଲ୍ୟାଣ କର୍ପସ ଫଣ୍ଡ ଆଇନ ୨୦୨୦ । ଏହି ଆଇନ ବଳରେ ବେଳେ ବକାଲତିନାମା ସହିତ ଲାଗିବ ୧୦୦ ଟଙ୍କାର କର୍ପସ ଫଣ୍ଡ ଷ୍ଟାମ୍ପ । ନୂଆ ମାମଲା ରୁଜୁ କଲେ ଏପ୍ରିଲ ୧ରୁ ଲାଗିବ ୧୦୦ ଚଙ୍କାର କର୍ପସ ଷ୍ଟାମ୍ପ  । ଏହି ଟଙ୍କା ରାଜ୍ୟର ଆଇନଜୀବୀଙ୍କ କଲ୍ୟାଣ ପାଇଁ ବିନିଯୋଗ ହେବ । ଆଦାୟ ଅର୍ଥର ୨୦ ପ୍ରତିଶତ ସଂପୃକ୍ତ ବାର ଆସୋସିଏସନକୁ […]

ସଂପୂର୍ଣ୍ଣ ପଢନ୍ତୁ
R

ବିଏସପିର ସବୁ ପଦବୀରୁ ପୁତୁରା ଆକାଶ ଆନନ୍ଦଙ୍କୁ ହଟାଇଲେ ମାୟାବତୀ

ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସପି) ଅଧ୍ୟକ୍ଷ ମାୟାବତୀ ଦଳରେ ବଡ଼ ପରିବର୍ତ୍ତନ କରିଛନ୍ତି। ନିଜ ପୁତୁରା ଆକାଶ ଆନନ୍ଦଙ୍କୁ ସେ ସମସ୍ତ ପଦବୀରୁ ହଟାଇଛନ୍ତି। ଏହା ସହିତ ଆକାଶଙ୍କ ସ୍ଥାନରେ ତାଙ୍କ ବାପା ତଥା ଦଳର ସମ୍ପାଦକ ଆନନ୍ଦ କୁମାର ଏବଂ ରାଜ୍ୟସଭା ସଦସ୍ୟ ରାମଜୀ ଗୌତମଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କରିଛନ୍ତି। ରବିବାର ମାୟାବତୀ ଲକ୍ଷ୍ନୌରେ ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ଡକାଇବା ସହିତ ଏହି ନିଷ୍ପତ୍ତି ନେଇଛନ୍ତି। ଏଥିରେ […]

ସଂପୂର୍ଣ୍ଣ ପଢନ୍ତୁ
Rape Of Minor

ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ରାଉରକେଲା: ରାଉରକେଲାରେ ୭ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ଚାନ୍ଦିପୋଷ ଷ୍ଟେସନ ନିକଟ ପରିତ୍ୟକ୍ତ କ୍ୟାବିନରେ ୭ ବର୍ଷର ନାବାଳିକାଙ୍କୁ ବସ ହେଲ୍ପର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପରିବାର ସଦସ୍ୟଙ୍କ ଲିଖିତ ଏତଲା ଆଧାରରେ ଚାନ୍ଦିପୋଷ ପୋଲିସ ମାମଲା ରୁଜୁ କରି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପଚରା ଉଚରା କରୁଛି ପୋଲିସ୍। ବର୍ତ୍ତମାନ ନାବାଳିକାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାର ସେଲଟର ହୋମରେ ରଖାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଗତ କାଲି […]

ସଂପୂର୍ଣ୍ଣ ପଢନ୍ତୁ
Cm

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ପିଟିସନକୁ ଅଣଦେଖା, ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ

କଟକ : ସରକାର ବଦଳିଛି , ହେଲେ ସରକାରୀ ବାବୁଙ୍କ ଦବଦବା ଏବେ ବି କମିନି ।  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ବି ଅଣଦେଖା  କରାଯାଇଛି । ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକରେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ଆସିଥିବା ପିଟିସନକୁ ଅଣଦେଖା ହେଲା କାଳ । ଏକାଥରେ କଟକର ୪୮ ଜଣ ସରକାରୀ ବାବୁଙ୍କ ଦରମା ବନ୍ଦ ପାଇଁ ଆସିଛି ନିର୍ଦ୍ଦେଶ । ନିର୍ଦ୍ଦେଶ ଦେଲେ କଟକର ଅତିରିକ୍ତ ଜିଲ୍ଲାପାଳ । […]

ସଂପୂର୍ଣ୍ଣ ପଢନ୍ତୁ