Anganwadi

ଅଙ୍ଗନଓ୍ବାଡ଼ି ଅଣ୍ଡା ଦାମ୍ ବଢିଲା

ଭୁବନେଶ୍ୱର: ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ବଢିଲା । ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି ଅଣ୍ଡାର ମୂଲ୍ୟ । ଶିଶୁମାନଙ୍କ ପୋଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ୨ ଟଙ୍କା ବଢାଇଛନ୍ତି । ଏ ବାବଦରେ ରାଜ୍ୟ ସରକାର ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସରକାର ଦେଉଥିବା ଅର୍ଥରେ ଆବଶ୍ୟକ […]

ସଂପୂର୍ଣ୍ଣ ପଢନ୍ତୁ
Rr

ମହିଳା କଂଗ୍ରେସ କର୍ମୀଙ୍କୁ ହତ୍ୟା, ସୁଟ୍‌କେସ ଭିତରୁ ମିଳିଲା ମୃତଦେହ

ଭାରତ ଯୋଡ଼ୋ ଯାତ୍ରାରେ ରାହୁଲ ଗାନ୍ଧୀଙ୍କ ସହିତ ନଜର ଆସିଥିବା ୨୨ ବର୍ଷୀୟା ମହିଳା କଂଗ୍ରେସ କର୍ମୀ ହିମାନୀ ନରୱାଲଙ୍କୁ ହତ୍ୟା କରାଯାଇଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଦିନକ ପୂର୍ବରୁ ହିମାନୀଙ୍କୁ ହତ୍ୟା କରାଯିବାକୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହରିୟାଣାର ରୋହତକସ୍ଥିତ ଏକ ବସଷ୍ଟାଣ୍ଡ ପରିସରରେ ପଡ଼ିଥିବା ସୁଟକେସ ଭିତରୁ ହିମାନୀଙ୍କ ମୃତଦେହକୁ ଶନିବାର ଜବତ କରାଯାଇଛି। ଏହି ଘଟଣା ପରେ ହିମାନୀଙ୍କ ମା’ ସବିତା ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିବାବେଳେ ଝିଅର ଶତ୍ରୁ ନିଜ ଦଳ […]

ସଂପୂର୍ଣ୍ଣ ପଢନ୍ତୁ
Pattamundai College 1

ଅଧ୍ୟାପକଙ୍କ ଅସଦାଚରଣ ଲାଗି ଜୀବନ ହାରିଲେ ଛାତ୍ରୀ

ପଟ୍ଟାମୁଣ୍ଡାଇ: ମୋ ଝିଅ…ମୋ ଝିଅ…କୁଆଡ଼େ ଗଲୁ ମୋ ସୁନା ….କାହିଁକି ଏମିତି କଲୁ ….ମୋତେ ଛାଡ଼ି ଚାଲିଗଲୁ … କିଏ ମୋତେ ବୋଉ ବୋଲି ଆଉ ଡାକିବ…..କଲେଜରୁ ଆସି ଖାଇବାକୁ ଦେ ବୋଲି ମାଗିବ…. ଏମିତି ଭାବି ଭାବି ଭୋ ଭୋ ହୋଇ କାନ୍ଦୁଛି ମା । ଆଉ ଗୋଟେ ପରୀକ୍ଷା ଦେଇଥିଲେ +୩ ରେ ପାଠ ପଢ଼ି ଥାଆନ୍ତା ଝିଅ । ତା ଉଜ୍ଜ୍ବଳ ଭବିଷ୍ୟତ ପାଇଁ ସଫଳତାର ଆଉ ଗୋଟିଏ ପାହାଚ ଚଢ଼ିଥାଆନ୍ତା । ବାପା […]

ସଂପୂର୍ଣ୍ଣ ପଢନ୍ତୁ
Llingaraj Temple

ଲିଙ୍ଗରାଜ ମନ୍ଦିରରେ ହେଲାନି ହାଣ୍ଡିଭଙ୍ଗା ଯାତ୍ରା, ଉପବାସରେ ମହାପ୍ରଭୁ

ଭୁବନେଶ୍ୱର: ପୁଣି ଉପବାସରେ ରହିଲେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ମନ୍ଦିରରେ ବନ୍ଦ ରହିଛି ନୀତିକାନ୍ତି । ହାଣ୍ଡିଭଙ୍ଗା ଯାତ୍ରା ପାଳନ ନ ହେବାରୁ ଶ୍ରୀଜିଉଙ୍କ ନୀତିକାନ୍ତି ବନ୍ଦ ରହିଛି । ଲଗାତର ୧୧ ବର୍ଷ ହେବ ପାଳନ ହେଉନି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା । ଶନିବାର ମଧ୍ୟ ହାଣ୍ଡିଭଙ୍ଗା ଯାତ୍ରା ପାଳନ ହୋଇନାହିଁ । ବଲ୍ଲଭ ଭୋଗ ଅର୍ଥାତ୍‌ ମଧ୍ୟାହ୍ନ ପରଠାରୁ ଶ୍ରୀଜିଉଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ରହିଛି । ଏହି ବିଭ୍ରାଟ କେବଳ […]

ସଂପୂର୍ଣ୍ଣ ପଢନ୍ତୁ
55e48ae2 3bd7 4dd7 Bc0d 56ec8a34320f

ଝଙ୍କଡ଼ ସାରଳା ପୀଠରେ ଜଗନ୍ନାଥ ମହୋତ୍ସବ କାର୍ଯ୍ୟାଳୟ ଉଦଘାଟିତ !

ଜଗତସିଂହପୁର :  ବାଣୀକ୍ଷେତ୍ର ଝଙ୍କଡ଼ ସାରଳା ପୀଠ ରେ ଆସନ୍ତା ମାର୍ଚ୍ଚ ୫ ତାରିଖ ବୁଧବାର ଠାରୁ ମାର୍ଚ୍ଚ ୧୦ ତାରିଖ ସୋମବାର ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଥିବା , ଜଗନ୍ନାଥ ମହୋତ୍ସବ -୨୦୨୫ ଉପଲକ୍ଷେ , ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଏକ କାର୍ଯ୍ୟାଳୟ ଗତ ଶୁକ୍ରବାର ସନ୍ଧ୍ୟାରେ, ଜଗନ୍ନାଥ ସଂସ୍କୃତି ର ରାଷ୍ଟ୍ରୀୟ ପ୍ରଚାରକ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜ ଙ୍କ ଦ୍ଵାରା ଶୁଭ ଉଦଘାଟନ ହୋଇଯାଇଛି । ମାଆ ଶାରଳା ଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Zzzxx

ସୁରେଶ ପନ୍ତ ନୂଆ ପିସିସିଏଫ୍‌

ଭୁବନେଶ୍ବର: ରାଜ୍ୟ ସରକାର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପନ୍ତଙ୍କୁ ମୋହନ ସରକାର ପିସିସିଏଫ୍‌ ପଦବିରେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ର ଆଇଏଫ୍‌ଏସ୍‌ ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି। ସେ ୧୯୮୮ ବ୍ୟାଚର ଆଇଏଫଏସ ଅଧିକାରୀ ଦେବୀଦତ୍ତ ବିଶ୍ୱାଳଙ୍କ ସ୍ଥାନ ନେଇଛନ୍ତି। ଓଡ଼ିଶା ସରକାରଙ୍କ ଅତିରିକ୍ତ […]

ସଂପୂର୍ଣ୍ଣ ପଢନ୍ତୁ
943bf1fc 1af5 4ef5 Abcf B5e9319b3a56 679975

ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ଏହି ଜିଲ୍ଲା ପାଇଁ ଏକ ଗର୍ବ ଏବଂ ଗୌରବର ବିଷୟ ଏବଂ ରାଜ୍ୟର ବିକାଶରେ ଏହା ଗୋଟିଏ ନୂତନ ଫର୍ଦ୍ଦ ଯୋଡିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଳାର ପାଟପୁର ଅଂଚଳରେ ଆୟୋଜିତ […]

ସଂପୂର୍ଣ୍ଣ ପଢନ୍ତୁ
753b04d7 F79f 43db 88f9 46a31977028f 540157

ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’

ରାଇରଙ୍ଗପୁର/ଖିଚିଂ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ଲକ୍ଷପତି ଦିଦି ଯୋଜନା, ସୁଭଦ୍ରା ଯୋଜନା ସମେତ ବହୁ ଯୋଜନା ଆରମ୍ଭ କରାଯାଇଛି। ସୁଭଦ୍ରା ଯୋଜନାରେ ଆଜି ସୁଦ୍ଧା ଏକ କୋଟି ମହିଳା ପଂଜୀକରଣ କରି ସାରିଲେଣି। ଆସନ୍ତା ୮ ତାରିଖ ଦିନ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ହିତାଧିକାରୀମାନଙ୍କ ପାଖକୁ ଦ୍ଵିତୀୟ […]

ସଂପୂର୍ଣ୍ଣ ପଢନ୍ତୁ
Images

ଆଇପିଏସ ସ୍ତରରେ ବଡ ଅଦଳ ବଦଳ; ବଦଳିଲେ ଟ୍ବିନ ସିଟିର ଡିସିପି

ଭୁବନେଶ୍ବର: ମାତ୍ର ୫ ମାସର ବ୍ୟବଧାନରେ ରାଜ୍ୟ ସରକାର କଟକ ଓ ଭୁବନେଶ୍ବର ଡିସିପିଙ୍କୁ ବଦଳି କରିଛନ୍ତି। କେବଳ ସେତିକି ନୁହେଁ, ଅତିରିକ୍ତ ସିପିଙ୍କୁ ମଧ୍ୟ ବଦଳି କରାଯାଇଛି। ଏଥିସହିତ ୨୬ଜଣ ଆଇପିଏସ୍‌ଙ୍କ ପଦବିରେ ପରିବର୍ତ୍ତନ କରିଛନ୍ତି। ଏ ସଂକ୍ରାନ୍ତରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ରାଜ୍ୟ ସରକାର ଅବକାରୀ କମିସନରଙ୍କୁ ବଦଳି କରିଥିଲେ ହେଁ ତାଙ୍କ ସ୍ଥାନରେ କାହାକୁ ଦାୟିତ୍ବ ଦେଇନାହାନ୍ତି। ତଥ୍ୟ ଅନୁସାରେ, ୧୯୮୯ ବ୍ୟାଚ୍ ଆଇପିଏସ୍‌ ତଥା […]

ସଂପୂର୍ଣ୍ଣ ପଢନ୍ତୁ
Lok Seva Bhawan 5

ଓଏଏସ୍ ସ୍ତରରେ ବଦଳି: ଶ୍ଵେତ କୁମାର ଦାଶ, ସିଡିଏ ସଚିବ

ଭୁବନେଶ୍ଵର: ଓଏଏସ୍ ଅଧିକାରୀସ୍ତରରେ ବଡଧରଣର ଅଦଳବଦଳ ହୋଇଛି। ମୋଟ୍ ୨୨ ଅଧିକାରୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ କଟକ ଉନ୍ନୟନ କର୍ତ୍ତୃପକ୍ଷ ସଚିବ ଜ୍ୟୋତିର୍ମୟୀ ପ୍ରଧାନଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ସ୍ଥାନରେ ରାଜ୍ୟ ନିର୍ବାଚନ ଆୟୋଗର ପୂର୍ବତନ ଯୁଗ୍ମ ସମ୍ପାଦକ ଶ୍ଵେତ କୁମାର ଦାସଙ୍କୁ ସିଡିଏ ସଚିବ ଭାବରେ ଅବସ୍ଥାପିତ କରାଯାଇଛି। ସେହିପରି […]

ସଂପୂର୍ଣ୍ଣ ପଢନ୍ତୁ