Cm

ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଆସନ୍ତା ଏପ୍ରିଲ ୨ ତାରିଖରେ ରାଜ୍ୟ ତମାମ ଖଡି ଛୁଆଁ କାର୍ଯ୍ୟକ୍ରମ ଆରମ୍ଭ ହେବ। ପ୍ରଥମ କରି ନାମ ଲେଖାଉଥିବା କୁନି କୁନି ପିଲାଙ୍କୁ ସେହି ଦିନ ଖଡି ଛୁଆଇବେ ଗୁରୁ। ଏହି କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ପାଇଁ ଏପ୍ରିଲ ୨ ତାରିଖରେ ବଡ଼ଗଡ଼ ସ୍କୁଲକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେଦିନ ସକାଳ […]

ସଂପୂର୍ଣ୍ଣ ପଢନ୍ତୁ
Bank 1 1

ବ୍ୟାଙ୍କ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ, ଘର ଭିତରୁ ମିଳିଲା ମୃତଦେହ

ଗଜପତି: ବ୍ୟାଙ୍କ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ । ଭଡ଼ା ଘର ଭିତରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ । ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରିର ଏକ ଘରୋଇ ବ୍ୟାଙ୍କ RM ଭାବେ କାର୍ଯ୍ୟରତ ଥିଲେ ମୃତ କର୍ମଚାରୀ ଭୁବନେଶ୍ୱରର ପ୍ରକାଶ ମହାରଣା । ଚନ୍ଦ୍ରଗିରି ପୋଷ୍ଟ ଅଫିସ ନିକଟରେ ଥିବା ଭଡା ଘରୁ ପ୍ରକାଶଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାର ତଦନ୍ତ ଚଳାଛି ପୋଲିସ ।

ସଂପୂର୍ଣ୍ଣ ପଢନ୍ତୁ
U8wz0zbusrk87xhkaf2q

ଭୟଙ୍କର ଭୂକମ୍ପ: ଚାହୁଁ ଚାହୁଁ ଆଖି ପିଛୁଳାକେ ଭୁଶୁଡ଼ିପଡିଲା ବିରାଟ ବ୍ରିଜ୍

ମିଆଁମାର: ଭୟଙ୍କର ଭୂକମ୍ପରେ ଭୁଶୁଡିଲା ବିରାଟକାୟ ବ୍ରିଜ୍ । ନଦୀରେ ଭାଙ୍ଗିପଡିଲା ବ୍ରିଜ । ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ବ୍ରିଜକୁ ଭାଙ୍ଗିମୋଡି ପାଣି ପାଟିରେ ଭରିଦେଲା । ଆଉ ହଠାତ୍ ଏକ ବିରାଟ ବ୍ରିଜ୍ ଭୁଶୁଡି ପଡିବା ପରେ ନଦୀର ପାଣି ଦିଭାଗ ହୋଇଗଲା | ତେବେ ମିଆଁମାରର ମାଣ୍ଡାଲେରେ ଥିବା ଆଭା ସେତୁ, ଇରାୱାଡି ନଦୀରେ ଭୁଶୁଡ଼ି ପଡ଼ିଛି । ସେପଟେ ୭.୭ ତୀବ୍ରତାର ଭୂକମ୍ପରେ ମିଆଁମାର ଅନେକ ଧନ ଜୀବନ ନଷ୍ଟ […]

ସଂପୂର୍ଣ୍ଣ ପଢନ୍ତୁ
Fa

ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ

ଆଠମଲ୍ଲିକ; ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୂ । ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ସୂଚନା ଅନୁସାରେ, ଆଠମଲ୍ଲିକ କେନ୍ଦୁପାଟି ଗାଁର ଚରଣ ନାୟକ ନାମକ ଜଣେ ବ୍ୟକ୍ତି ତାଙ୍କ ପୂର୍ବ ପୁରୁଷ ଜମିର ପାର୍ଟିସନ ପାଇଁ ଆଠମଲ୍ଲିକ ତହାସିଲରେ ଆବେଦନ କରିଥିଲେ । ତେବେ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ ତାଙ୍କୁ ଏଥିପାଇଁ ୨୦ ହଜାର […]

ସଂପୂର୍ଣ୍ଣ ପଢନ୍ତୁ
Police Q

ପୋଲିସ ବର୍ଦ୍ଦିରେ ହାତ ଦେଇଥିବା ଲୋକଙ୍କୁ ଛଡ଼ାଯିବନି: ଡିଜିପି

ଭୁବନେଶ୍ୱର : ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଗତକାଲି ବିଧାନସଭା ଘେରାଉ କରିଥିଲା କଂଗ୍ରେସ । ଏହି ସମୟରେ କଂଗ୍ରେସ କର୍ମୀ -ପୋଲିସଙ୍କ ଭିତରେ ଖଣ୍ଡଯୁଦ୍ଧ ହୋଇଥିଲା । କାଲିର ଘଟଣା ପରେ ପୋଲିସ ଆକ୍ସନ ଉପରେ ନଜର ରହିଛି । ବର୍ଦ୍ଦିରେ ହାତ ଦେଇଥିବା ଅସମାଜିକଙ୍କୁ ଛଡ଼ାଯିବନି ବୋଲି କହିଛନ୍ତି ପୋଲିସ ଡିଜି । ସୂଚନା ଅନୁସାରେ ଗତକାଲି ରଣକ୍ଷେତ୍ର ପାଲଟିଥିଲା ଲୋୟର ପିଏମଜି । ଧସ୍ତାଧସ୍ତି, ଚେୟାର ପିଙ୍ଗା ଓ ପଥରମାଡ଼ରେ ୧୨ରୁ ଅଧିକ […]

ସଂପୂର୍ଣ୍ଣ ପଢନ୍ତୁ
Image 42

କଂଗ୍ରେସ ବିଧାୟକଙ୍କ ଅଭିନବ ପ୍ରତିବାଦ: ଘଣ୍ଟ ବାଡେଇ ଚାଲିଲେ ୧୪ ନିଲମ୍ବିତ ବିଧାୟକ

ଭୁବନେଶ୍ୱର: ଆଜି ବି କଂଗ୍ରେସ ପ୍ରତିବାଦ ରାଲି। ନିଲମ୍ବିତ କଂଗ୍ରେସ ବିଧାୟକଙ୍କ ଅଭିନବ ପ୍ରତିବାଦ। ବାଜିଲା ଘଣ୍ଟ, ରାଲିରେ ଚାଲିଲେ ୧୪ ନିଲମ୍ବିତ ବିଧାୟକ। ବିଧାନସଭା ଘେରାଉ ବେଳେ କଂଗ୍ରେସ କର୍ମୀଙ୍କୁ ମାଡ଼ ଘଟଣାରେ କଂଗ୍ରେସ ପ୍ରତିବାଦ ରାଲି କରିଛି। କଂଗ୍ରେସ ଭବନରୁ ଘଣ୍ଟ ବାଡେଇ ବାଡେଇ ଅଶୋକ ନଗର ସ୍ଥିତ ଆର୍ଯ୍ୟ ସଂସ୍କୃତି ମନ୍ଦିର ଗଲେ ନିଲମ୍ବିତ ବିଧାୟକ। ପ୍ରତିବାଦ ରାଲିରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ତାରା ବାହିନୀପତି, ରମେଶ ଜେନାଙ୍କ […]

ସଂପୂର୍ଣ୍ଣ ପଢନ୍ତୁ
Du3wifneenf0aqrngph1

୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଆର୍ଥିକ ବର୍ଷ ଆରମ୍ଭ ହେବା ପୂର୍ବରୁ ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଶୁକ୍ରବାର ଦିନ ଅର୍ଥାତ୍ ଆଜି କେନ୍ଦ୍ର ସରକାର ମହଙ୍ଗା ଭତ୍ତା(ଡିଏ) ୨ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହିତ ଏବେ ଡିଏ ୫୩ପ୍ରତିଶତରୁ ୫୫ପ୍ରତିଶତକୁ ବୃଦ୍ଧି ପାଇଛି, ଯାହା ଦ୍ବାରା ଲକ୍ଷ ଲକ୍ଷ କର୍ମଚାରୀଙ୍କ ଦରମା ବୃଦ୍ଧି ହେବ। ଏପର୍ଯ୍ୟନ୍ତ ୧୮,୦୦୦ ଟଙ୍କା ମୂଳ ଦରମା ଥିବା କର୍ମଚାରୀଙ୍କୁ ୫୩% ଭତ୍ତା ମିଳୁଥିଲା, […]

ସଂପୂର୍ଣ୍ଣ ପଢନ୍ତୁ
Srimandir 1

ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି

ସାହି ଯାତ ପାଇଁ ଜାଗା ଆଖଡ଼ା ଗୁଡ଼ିକରେ ସକାଳେ ଏବଂ ଅପରାହ୍ନରେ ଚାଲୁଛି ଜୋରଦାର ଅଭ୍ୟାସ । କଳାକାରମାନେ ଖଣ୍ଡା ଓ ଲାଠି ଚାଳନା ଶିଖୁଥିବା ବେଳେ ରାବଣ, ସପ୍ତସିରା, ପର୍ଶୁରାମ, ନାଗା ଓ ମେଢ଼ ଆଦି ନୃତ୍ୟାଭାସ ମଧ୍ୟ ଜୋରସୋରରେ ଚାଲିଛି । ଆସନ୍ତା ୬ ତାରିଖରେ ପବିତ୍ର ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପ୍ରସିଦ୍ଧ ସାହି ଯାତ । ପ୍ରଭୁ ଶ୍ରୀରାମଙ୍କ ଲୀଳା ଏବଂ କଥାବସ୍ତୁ କଳାକାରମାନେ ବିଭିନ୍ନ ଜାଗା ଆଖଡ଼ା, […]

ସଂପୂର୍ଣ୍ଣ ପଢନ୍ତୁ
Gond

ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ: ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଅନ୍ୟ ଏକ ପ୍ରସଙ୍ଗରେ ଉତ୍ତର ରଖି କହିଛନ୍ତି, ବନ୍ଦ ଥିବା ସ୍କୁଲକୁ ପୁଣି ଖୋଲାଯିବ। ସିଡ୍ୟୁଲ୍ ଅଞ୍ଚଳରେ ସର୍ବନିମ୍ନ ୪୦ ଜଣ ପିଲା ଥିଲେ, ସ୍କୁଲ ଖୋଲିବାର ବ୍ୟବସ୍ଥା ରହିଛି। […]

ସଂପୂର୍ଣ୍ଣ ପଢନ୍ତୁ
Chse 1

ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ଫଳ ପ୍ରକାଶ ପାଇବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି । ପ୍ରଥମ ପର୍ଯ୍ୟାୟ ଖାତା ଏପ୍ରିଲ ୨ରୁ ୧୪ ଯାଏଁ ଦେଖା ହେବ । ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ ବୋଲି ଜଣାପଡ଼ିଛି । […]

ସଂପୂର୍ଣ୍ଣ ପଢନ୍ତୁ