7838f58d 64bd 4cc5 B38b 9a8651fc0be4

କନକପୁର ପଞ୍ଚାୟତ ହେଲା ତିର୍ତ୍ତୋଲ ବ୍ଲକର ସର୍ବଶ୍ରେଷ୍ଠ ଆଦର୍ଶ ଗ୍ରାମପଞ୍ଚାୟତ

ଜଗତସିଂହପୁର/ଝଙ୍କଡ଼ :   ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବ୍ଲକ ରେ ମୋଟ ୨୯ ଟି ଗ୍ରାମପଞ୍ଚାୟତ ମଧ୍ୟରୁ କନକପୁର ଗ୍ରାମ ପଞ୍ଚାୟତ ସର୍ବଶ୍ରେଷ୍ଠ ଆଦର୍ଶ ଗ୍ରାମପଞ୍ଚାୟତ ଭାବରେ ବିବେଚିତ ହୋଇଥିବାରୁ ଗତ ଗୁରୁବାର ଦିନ ତିର୍ତ୍ତୋଲ ବ୍ଲକ ପରିସରରେ ଆୟୋଜିତ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳନ ଅବସରରେ ଏହି ପଞ୍ଚାୟତର ସରପଞ୍ଚ ରେବତୀ ମହାନ୍ତି ଙ୍କୁ କାର୍ଯକ୍ରମ ରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବିଧାୟକ ପ୍ରଫେସର ଡଃ ରମାକାନ୍ତ ଭୋଇ ଓ ମଞ୍ଚାସିନ ଅତିଥି ମାନଙ୍କ ଦ୍ଵାରା […]

ସଂପୂର୍ଣ୍ଣ ପଢନ୍ତୁ
8b7fc989 E0a4 42fe 9e62 75ff3200fcd6

ଆରକ୍ଷୀ ଅଧୀକ୍ଷକ ( ପିଏମଟି ) ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ବେହେରାଙ୍କୁ ସାକ୍ଷାତ କଲେ ନଗରଖବରର ପ୍ରତିଷ୍ଠାତା ସଂପାଦକ

କଟକ :  ଆରକ୍ଷୀ ଅଧୀକ୍ଷକ ( ପିଏମଟି ) ଶ୍ରୀଯୁକ୍ତ ସଂଗ୍ରାମ କେଶରୀ ବେହେରାଙ୍କୁ ନଗର ଖବର ପରିବାର ପକ୍ଷରୁ ପ୍ରତିଷ୍ଠାତା ସଂପାଦକ ପ୍ରଦୀପ ଦାସ ସୌଜନ୍ୟମୂଳ ଭାବେ ସାକ୍ଷାତ କରିଥିଲେ | ଏହି ଅବସରରେ ଶ୍ରୀ ଦାସ ଆରକ୍ଷୀ ଅଧୀକ୍ଷକଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ |

ସଂପୂର୍ଣ୍ଣ ପଢନ୍ତୁ
Rabinaik

୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର। ୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର। ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦ୍ୱୟ ଗୃହ ଯୋଜନାରେ ଆଉ ଲକ୍ଷେ ହିତାଧିକାରୀଙ୍କୁ ସାମିଲ କରାଯିବ।.ଶାରୀରିକ ଅକ୍ଷମ, ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ, ପଦ୍ମଶ୍ରୀ ଭଳି ପୁରସ୍କାରପ୍ରାପ୍ତ ବ୍ୟକ୍ତିଙ୍କୁ ଏଥିରେ ସାମିଲ କରାଯାଉଛି।  ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ହିତାଧିକାରୀଙ୍କୁ ସାମିଲ […]

ସଂପୂର୍ଣ୍ଣ ପଢନ୍ତୁ
Tree1

କାଳ ସାଜିଲା କାଳବୈଶାଖୀ : ଗଛ ଚାପିଦେଲା ଅଟୋ, ଦୁଇ ମୃତ

ବଲାଙ୍ଗୀର : ରାସ୍ତାରେ ଯାଉଥିବା ଅଟୋରିକ୍ସାକୁ ଚାପିଦେଲା ନିମ୍ବ ଗଛ | ଦୁଇଜଣ ମୃତ | ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଆଠଗାଁ ରାସ୍ତାର କଂସବାହାଲ ଛକ ଠାରେ | ଅଟୋରେ ଡ୍ରାଇଭର ଓ ଜଣେ ଯାତ୍ରୀ ଆସୁଥିବା ସମୟରେ ହଠାତ ଜୋରରେ ପବନ ବହିଥିଲା | ଏବଂ ରାସ୍ତା କଡରେ ଥିବା ଏକ ବଡ ନିମ୍ବ ଗଛ ଉପୁଡି ଯାଇ ଅଟୋରିକ୍ସା ଉପରେ ପଡିଥିଲା | ଅଟୋରିକ୍ସାଟି ଚେପା ହୋଇଯାଇଥିବା ବେଳେ, ସେ ଭିତରେ […]

ସଂପୂର୍ଣ୍ଣ ପଢନ୍ତୁ
New Law 750x430

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, ପୁରୀ ଜିଲ୍ଲାର ସତ୍ୟବାଦୀ, କେନ୍ଦୁଝର ଜିଲ୍ଲାର ସହରପଡ଼ା ଓ ହରିଚନ୍ଦନପୁର, ମୟୁରଭଞ୍ଜ ଜିଲ୍ଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲ୍ଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ […]

ସଂପୂର୍ଣ୍ଣ ପଢନ୍ତୁ
Amitshah

ପାକିସ୍ତାନୀ ଦେଶ ଛାଡ଼ିବା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ଏପ୍ରିଲ ୨୭ରେ ସମସ୍ତ ପାକିସ୍ତାନୀଙ୍କ ଭିଜା ରଦ୍ଦ ହେବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାର ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ଏହି ନିର୍ଦେଶକୁ କିପରି କଡ଼ାକଡ଼ି ପାଳନ କରାଯିବ ସେ ନେଇ କେନ୍ଦ୍ର ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ କଥା ହୋଇଛନ୍ତି। କୌଣସି ବି ପାକିସ୍ତାନୀ ଯେପରି କି ଧାର୍ଯ୍ୟ ସମୟ ପରେ ଭାରତରେ ନ ରୁହନ୍ତି ସେଥିପ୍ରତି କଡ଼ା ଦୃଷ୍ଟି ଦେବାକୁ […]

ସଂପୂର୍ଣ୍ଣ ପଢନ୍ତୁ
Mao Dump

ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର, ବିଭିନ୍ନ ସ୍ଥାନରେ ସର୍ଚ୍ଚ ଓପେରସନ ଜାରି

ମାଲକାନଗିରି : ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର । ମାଲକାନଗିରି ଜିଲ୍ଲା ସ୍ବାଭିମାନ ଅଂଚଳର କେନ୍ଦୁଗୁଡା ଏବଂ ସଲଗାଓଁପୁଟ ଜଙ୍ଗଲରେ ମାଓ ଡ଼ମ୍ପ ଉଦ୍ଧାର କରିଛନ୍ତି ବିଏସଏଫ୍ ଯବାନ । ଗୁଇନ୍ଦା ବିଭାଗ ସୂଚନା ପାଇ ୧୭୭ ବିଏସଏଫ ବାଟାଲିୟନ ପକ୍ଷରୁ ବିଭିନ୍ନ ସ୍ଥାନରେ ସର୍ଚ୍ଚ ଓପେରସନ ଜାରି ରହିଥିଲା । ସର୍ଚ୍ଚ ଅପରେସନ୍ ବେଳେ ମାଓ ଡ଼ମ୍ପ ଉଦ୍ଧାର କରିଥିଲେ ଯବାନ ।  ଏହି ଡ଼ମ୍ପରୁ ୨ଟି ଟିଫିନ ବୋମା,ବିଦ୍ୟୁତ ତାର ,ପ୍ଲାଷ୍ଟିକ ଡ୍ରମ,ଅକ୍ସିଜେନ ସିଲିଣ୍ଡେର […]

ସଂପୂର୍ଣ୍ଣ ପଢନ୍ତୁ
20250417080938 Pak

ନିଜ ପରିବାରକୁ ଗୋପନରେ ବିଦେଶ ପଠାଇଲେ ପାକ୍ ସେନାମୁଖ୍ୟ

ଇସ୍ଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନକୁ ନେଇ ପାକିସ୍ତାନ ସେନା ଆତଙ୍କିତ ହୋଇପଡ଼ିଛି। ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ନିଜ ପରିବାରକୁ ବିଦେଶ ପଠାଇ ଦେଇଛନ୍ତି। ସୁତ୍ରକୁ ଉଦ୍ଧାର କରି ଏବିପି ନ୍ୟୁଜର ଏକ ରିପୋର୍ଟ ଅନୁସାରେ, ପାକିସ୍ତାନ ସେନାର ଅନେକ ଅଧିକାରୀ ନିଜ ପରିବାରକୁ ଘରୋଇ ବିମାନ ଯୋଗେ ବ୍ରିଟେନ ଏବଂ ନ୍ୟୁ ଜର୍ସି ପଠାଇଛନ୍ତି। ପହଲଗାମ ଆକ୍ରମଣ ପରେ ଭାରତ ସରକାରଙ୍କ ବୟାନକୁ ନେଇ ପାକିସ୍ତାନ ସେନା […]

ସଂପୂର୍ଣ୍ଣ ପଢନ୍ତୁ
Aiims

ପୂର୍ବ ଭାରତରେ ପ୍ରଥମ; ଏମ୍ସ ଭୁବନେଶ୍ୱରରେ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ସୁବିଧା ଆରମ୍ଭ

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଅତ୍ୟାଧୁନିକ ରୋବୋଟିକ୍ ଆଣ୍ଠୁ ପ୍ରତିରୋପଣ ବ୍ୟବସ୍ଥା । ଏହି ସୁବିଧା ପ୍ରଚଳନ ସହିତ ଏମ୍ସ ଭୁବନେଶ୍ବର ଓଡ଼ିଶା ସମେତ ସମ୍ପୂର୍ଣ୍ଣ ପୂର୍ବ ଭାରତରେ ପ୍ରଥମ ସରକାରୀ ପ୍ରତିଷ୍ଠାନ ହେବାର ଗୌରବ ଲାଭ କରିଛି । ଏଥିସହିତ ପ୍ରଯୁକ୍ତିବିଦ୍ୟା ସହ ଚିକିତ୍ସା ବିଜ୍ଞାନର ସମ୍ମୀଶ୍ରଣ କରି ଉନ୍ନତ ଚିକିତ୍ସା ସେବା ପ୍ରଦାନ କ୍ଷେତ୍ରରେ ଆଉ ଏକ ଲପଲବ୍ଧି ହାସଲ କରିଛି ଏହି ଜାତୀୟ ଅନୁଷ୍ଠାନ । ଏମ୍ସ ଭୁବନେଶ୍ବର ଅର୍ଥୋପେଡିକ୍‌ସ ବିଭାଗ […]

ସଂପୂର୍ଣ୍ଣ ପଢନ୍ତୁ
Tiger

ଶିମିଳିପାଳରେ ଅଛନ୍ତି ୪୦ ମହାବଳ

ଶିମିଳିପାଳ :  ଶିମିଳିପାଳରେ ଅଛନ୍ତି ୪୦ ମହାବଳ । ସେଥିମଧ୍ୟରୁ ୬ଟି ବାଘ ଶାବକ ଅଛନ୍ତି ।  ଚଳିତ ବର୍ଷ କ୍ୟାମେରା ଟ୍ରାପ୍ ରୁ ଏହା ସ୍ପଷ୍ଟ ହୋଇଛି ।  ଜିନତ୍ ଓ ଯମୁନା ବ୍ୟତୀତ ଶିମିଳିପାଳରେ ଥିବା ଆଡଲ୍ଟ ମହାବଳ ମଧ୍ୟରୁ ୧୩ଟି ପୁରୁଷ ମହାବଳ ଓ ୧୭ଟି ବାଘୁଣୀ ଅଛନ୍ତି । ଅନ୍ୟ ଦୁଇଟି ମହାବଳ ପୁରୁଷ ନା ବାଘୁଣୀ ତାହା ସ୍ପଷ୍ଟ ହୋଇପାରିନି । ସେହିପରି ଶିମିଳିପାଳରେ ଥିବା ମହାବଳ ମଧ୍ୟରୁ ୧୮ […]

ସଂପୂର୍ଣ୍ଣ ପଢନ୍ତୁ