ଭାରତ ଭୟରେ ବଙ୍କର୍ ଭିତରେ ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ! ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି #ମୁନିର_ମିସିଙ୍ଗ୍
ନୂଆଦିଲ୍ଲୀ: କୁଆଡେ ଗଲେ ପାକିସ୍ତାନ ସେନା ମୁଖ୍ୟ ? କେଉଁଠି ଲୁଚିଛନ୍ତି ପାକ୍ ସେନା ମୁଖ୍ୟ ଆସିମ ମୁନିର ? ପାକିସ୍ତାନରେ ଅଛନ୍ତି ନା କୁଆଡେ ଦେଶ ଛାଡି ପଳାଇଗଲେଣି ? ଆସିମ ମୁନିରଙ୍କ ନିଖୋଜ ଖବର ନେଇ ଏବେ ସୋସିଆଲ ମିଡିଆ ସହ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । କୁହାଯାଉଛି ଭାରତର କଡ଼ା ଆଭିମୁଖ୍ୟ ଭୟରେ ଲୁଚିଛନ୍ତି ପାକିସ୍ତାନ ସେନା ମୁଖ୍ୟ । ଭାରତ ପହଲଗାମ ପ୍ରତିଶୋଧ ନେବାକୁ ପାକିସ୍ତାନ ଉପରେ ଆକ୍ରମଣ କରିବାକୁ […]
ସଂପୂର୍ଣ୍ଣ ପଢନ୍ତୁ