ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ମିଳିବ ଚାକିରି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ ଏଜି
ନୂଆଦିଲ୍ଲୀ: ମୃତ ସରକାରୀ କର୍ମଚାରୀଙ୍କ ପରିବାରଙ୍କ ପ୍ରତି ଓଡିଶା ସରକାରଙ୍କ ସମ୍ବେଦନଶୀଳ। ୩ ହଜାରରୁ ଉଦ୍ଧ୍ୱର୍ ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ସରକାରୀ ଚାକିରି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୋମବାର ସୁପ୍ରିମକୋର୍ଟରେ ଏହା କହିଛନ୍ତି। ସେ କହିଛନ୍ତି, ସଂଶୋଧିତ ଆଇନ ୨୦୨୫ ଅନୁଯାୟୀ ଜଣେ କାର୍ଯ୍ୟରତ ସରକାରୀ କର୍ମଚାରୀ ପ୍ରାଣ ହରାଇଲେ ତାଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଓଡ଼ିଶା ସରକାର ସରକାରୀ ଚାକିରି ଦେବେ। ୨୦୨୦ରେ ପୂର୍ବତନ ସରକାର […]
ସଂପୂର୍ଣ୍ଣ ପଢନ୍ତୁ