ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା, ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ
କଟକ: ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁରୁତର । କଟକ ଗତି ରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ କନେଷ୍ଟବଳ ଥିଲେ । ଗୁରୁତର ପୋଲିସ କର୍ମଚାରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ପିସିଆର ଗାଡିଟି CRRI ଥାନାରେ ନିୟୋଜିତ ଥିଲା । ଆଜି ସକାଳୁ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ କଟକ-ପାରାଦୀପ ରାସ୍ତାର […]
ସଂପୂର୍ଣ୍ଣ ପଢନ୍ତୁ