Ayushman 1

ଦିଲ୍ଲୀରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ପାଇଁ ଆଠଟି କମିଟି ଗଠନ

ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) କାର୍ଯ୍ୟକାରୀ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଏ ନେଇ ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏହି ଯୋଜନାର ପ୍ରଭାବଶାଳୀ ଏବଂ ସୁଗମ ପାଇଁ ମୋଟ ଆଠଟି କମିଟି ଗଠନ ହୋଇଛି । ଏହି କମିଟିଗୁଡ଼ିକ ଯୋଜନା ସହିତ ଜଡିତ ବିଭିନ୍ନ ପ୍ରକ୍ରିୟା ଏବଂ ସେବାଗୁଡ଼ିକୁ ଏକ ବ୍ୟବସ୍ଥିତ ଉପାୟରେ କାମ କରିବେ । […]

ସଂପୂର୍ଣ୍ଣ ପଢନ୍ତୁ
Pruthvi

ହୁଣ୍ଡି ସିଫ୍ଟିଂ ପରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ହୁଣ୍ଡି ସିଫ୍ଟିଂ ହେବାର ଦୁଇ ଚାରି ଦିନ ଭିତରେ ହିଁ ଏହି ପ୍ରକ୍ରିୟା ଆରମ୍ଭ ହେବ ପରିଚାଳନା ସମିତିର ଚୁଡାନ୍ତ ରୂପ ଚଳିତ ମାସ ସୁଦ୍ଧା ଶେଷ ହେବ । ହୁଣ୍ଡିର ସିଫ୍ଟିଂ ପାଇଁ ପରିଚାଳନା ସମିତି ଓ ସରକାରଙ୍କ ମଧ୍ୟରେ ସହମତି ରହିବାର ଆବଶ୍ୟକତା ଅଛି । ହୁଣ୍ଡି ସିଫ୍ଟିଂ ସହିତ ଧାଡ଼ି ଦର୍ଶନ ବ୍ୟବସ୍ଥାର ସଂପୃକ୍ତି ରହିଛି ।  ହୁଣ୍ଡି ସିଫ୍ଟିଂ ପରେ ହିଁ ଧାଡ଼ି ଦର୍ଶନ ପାଇଁ ଯାହା ବ୍ୟବସ୍ଥା ସମ୍ପୂର୍ଣ୍ଣ […]

ସଂପୂର୍ଣ୍ଣ ପଢନ୍ତୁ
Naba

ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ ପୁଅ ବିଶାଳ ଦାସ । ଏନେଇ ବିଶାଳ ଦାସ ଗଣମାଧ୍ୟମକୁ କହିଛନ୍ତି ଯେ, ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ ଯାହା କହିବା କଥା ସବୁ କହି ସାରିଛୁ । ମାମଲାର […]

ସଂପୂର୍ଣ୍ଣ ପଢନ୍ତୁ
Kulbhusan 1

କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନୂଆ ଖେଳ, ଛଡ଼ାଇନେଲା ଅପିଲ କରିବାର ଅଧିକାର

ନୂଆଦିଲ୍ଲୀ: କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନାଟକ ପୁଣି ଥରେ ସାମ୍ନାକୁ ଆସିଛି। ପାକିସ୍ତାନ ଯାଦବଙ୍କ ପରିବାରଠାରୁ ଆବେଦନ କରିବାର ଅଧିକାର ମଧ୍ୟ ଛଡ଼ାଇ ନେଇଛି। ଇସ୍ଲମାବାଦ ନିଜେ ପାକିସ୍ତାନ ସୁପ୍ରିମକୋର୍ଟରେ ଏହା ସ୍ୱୀକାର କରିଛି। ୨୦୧୯ ମସିହାରେ ଯାଦବଙ୍କ ସହ ଜଡିତ ମାମଲାର ଶୁଣାଣି ସମୟରେ ଅନ୍ତର୍ଜାତୀୟ ନ୍ୟାୟ ଅଦାଲତ (ଆଇସିଜେ) ଏହି ଅଧିକାର ଦେଇଥିଲା। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରଣାଳୟ ସୁପ୍ରିମକୋର୍ଟରେ ଯୁକ୍ତି ଦର୍ଶାଇଛି ଯେ ଅବସରପ୍ରାପ୍ତ ଭାରତୀୟ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ଆବେଦନ […]

ସଂପୂର୍ଣ୍ଣ ପଢନ୍ତୁ
Ratnabhandar

ରତ୍ନଭଣ୍ଡାର ମରାମତି ହୋଇ ନ ଥିଲେ ଭୁଶୁଡ଼ି ପଡ଼ି ଥାଆନ୍ତା : ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ସ୍ନାନ ଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସାରିବା ପାଇଁ ଚେଷ୍ଟା କରାଯାଉଛି । ମରାମତି ଚୂଡ଼ାନ୍ତ ସ୍ଥିତିକୁ ଆସିଲାଣି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ନୀତିକାନ୍ତି ବ୍ୟାଘାତ ନ କରି ମରାମତି କାମ ଚାଲିଛି। ଦିନରେ ଦେଢ଼ ଘଣ୍ଟାରୁ ଦୁଇ ଘଣ୍ଟା ମରାମତି କାମ ହେଉଛି। ASIକୁ କୌଣସି ପ୍ରକାର ବ୍ୟସ୍ତ କରାଯାଉ ନାହିଁ । ଯେହେତୁ ASIକୁ ସମୟ କମ ଦିଆଯାଉଛି ତେଣୁ କାମ ବିଳମ୍ବିତ ହେଉଥିବା […]

ସଂପୂର୍ଣ୍ଣ ପଢନ୍ତୁ
Image 2025 04 20t150256.094

ନିଖୋଜ ନାବାଳକକୁ ଖୋଜିବାକୁ ଫାଣ୍ଡି ଘେରାଉ ସହ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ପିପିଲି: ଡେଲାଙ୍ଗ ରତନପୁର ଗାଁର ୧୧ ବର୍ଷିୟ ଆଶୀର୍ବାଦ ସାହୁ ନିଖୋଜ ହେବା ଘଟଣାକୁ ୬ ଦିନ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପୋଲିସର ହାତ ଖାଲି ରହିଛି । ଏବେ ଯାଏଁ ପତ୍ତା ଲାଗାଇପାରୁନି ପୋଲିସ । ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ନେଇ ନାବାଳକକୁ ଖୋଜିବାକୁ ହାଟ ଡେଲାଙ୍ଗ ଫାଣ୍ଡି ଘେରାଉ କରିଛନ୍ତି ପରିବାର ଲୋକେ ଓ ଗ୍ରାମବାସୀ । ଫାଣ୍ଡି ଘେରିବା ସହ ଟାୟାର […]

ସଂପୂର୍ଣ୍ଣ ପଢନ୍ତୁ
Ram

ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା, ରାମବନ ଛାରଖାର

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା ପରେ ଛାରଖାର ହୋଇଛି ରାମବନ । ବିପର୍ଯ୍ୟୟରେ ସବୁଠୁ ଅଧିକ ରାମବନରେ କ୍ଷୟକ୍ଷତି ହୋଇଥିବା ବେଳେ ଧୋଇ ଯାଇଛି ରାସ୍ତାଘାଟ । ବାଦଲଫଟା ବର୍ଷା ଏବଂ ତତ୍ ଜନିତ ଭୂସ୍ଖଳନ ଫଳରେ ଅନେକ ସ୍ଥାନରେ ଧସିଯାଇଛି ପାହାଡ ଓ ଘର । ସାଧାରଣ ରାସ୍ତା ଘାଟ କଥା ନକହିଲେ ଭଲ, ଏନଏଚରେ ପାହାଡ ଧସି ବଡବଡ ପଥର ପଡି ରହିଛି । ଯାହାକୁ ସଫା କରିବା ପାଇଁ ଉଦ୍ୟମ ଜାରି ରହିଛି […]

ସଂପୂର୍ଣ୍ଣ ପଢନ୍ତୁ
1 8

ରାଜଧାନୀରେ ଯୁବକଙ୍କୁ ଗୁଳି ଘଟଣାରେ ଟ୍ଵିଷ୍ଟ, ନିଜକୁ ନିଜେ ଗୁଳି ମାରିଥିଲା ଦୀପ୍ତି

ଭୁବନେଶ୍ୱର: ପ୍ରେମରେ ବିଫଳ ଯୁବକ ରଚିଲେ ହାଇଡ୍ରାମା । ପୋଲିସ୍ ଓ ପରିବାର ଲୋକେ ବି ଚକ୍କର ଖାଇଗଲେ । ସିନେମାର କାହାଣୀ ପରି ଥିଲା ଘଟଣା । ହେଲେ ପୋଲିସ କରି ଦେଲା ପର୍ଦ୍ଦାଫାସ୍ । ଘଟଣା ଶୁଣିଲେ ମୁଣ୍ଡ ଘୂରାଇ ଦେବ । ହଁ ଆଜ୍ଞା, ଏଭଳି ଏକ ଘଟଣା ଯାହା ଏବେ ଖୁବ୍ ଚର୍ଚ୍ଚା ସାଉଣ୍ଟୁଛି । ଖବର ଆସିଲା ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଅଞ୍ଚଳରେ ଦୀପ୍ତି ମହାପାତ୍ର ନାମକ ଜଣେ ଯୁବକଙ୍କ ଉପରେ […]

ସଂପୂର୍ଣ୍ଣ ପଢନ୍ତୁ
୧୧

ସମାଜସେବୀ ବିଷ୍ଣୁପ୍ରିୟାଙ୍କ ଶ୍ରାଦ୍ଧ ଦିବସରେ ସ୍ବାସ୍ଥ୍ୟ ସେବା ଶିବିର : ଶତାଧିକ ଲୋକଙ୍କୁ ମାଗଣା ଔଷଧ ଓ ଚଷମା ବିତରଣ

କଟକ ସଦର :  ବିଶିଷ୍ଟ ସମାଜସେବୀ ତଥା କଟକ ସଦର ପଞ୍ଚାୟତ ସମିତିର ପୂର୍ବତନ ଅଧ୍ୟକ୍ଷା ସ୍ୱର୍ଗତା ବିଷ୍ଣୁପ୍ରିୟା ରାଉତ ଙ୍କ ତୃତୀୟ ବାର୍ଷିକ ଶ୍ରାଦ୍ଧ ଉପଲକ୍ଷେ   ‘ଵିଷ୍ଣୁପ୍ରିୟା ସେବା ସମିତି’ପକ୍ଷରୁ ଏକ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି | ବିଷ୍ଣୁପ୍ରିୟାଙ୍କ ବଡପୁଅ ବିକ୍ରମ ରାଉତ ଓ ସାନପୁଅ ବିଶ୍ବନାଥ ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ  ପରିଚାଳିତ  ଏହି ସ୍ବାସ୍ଥ୍ୟ ଶିବିରରେ ଶତାଧିକ ବ୍ୟକ୍ତି ନିଜର ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ |   କାର୍ଯ୍ୟକ୍ରମକୁ କଟକ […]

ସଂପୂର୍ଣ୍ଣ ପଢନ୍ତୁ
Archana 731x430 1

ଅଲଗା ହେବେ ନାଗ ଦମ୍ପତି

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ନାଗ ଦମ୍ପତି । ଅଲଗା ହେବା ନେଇ ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି ନାଗ ଦମ୍ପତି । ପତ୍ନୀ ଅର୍ଚ୍ଚନା ନାଗଙ୍କୁ ଛାଡପତ୍ର ଦେବା ପାଇଁ କୋର୍ଟରେ ଆବେଦନ କରିଛନ୍ତି ସ୍ବାମୀ ଜଗବନ୍ଧୁ ଚାନ୍ଦ । ଭୁବନେଶ୍ୱର ଫ୍ୟାମିଲି କୋର୍ଟରେ ମାମଲା ରୁଜୁ ହୋଇଛି । ସୂଚନାଯୋଗ୍ୟ ଯେ, ବହୁ ଚର୍ଚ୍ଚିତ ହନି ଟ୍ରାପ୍‌ ମାମଲାରେ ଅର୍ଚ୍ଚନା ନାଗ ଚର୍ଚ୍ଚିତ ଚେହେରା ପାଲଟିଛି । ରାଜଧାନୀର ଲେଡି ବ୍ଲାକମେଲର ଭାବେ […]

ସଂପୂର୍ଣ୍ଣ ପଢନ୍ତୁ