ମେ ୧୪ରେ ଓସିଏସ୍ ଆନ୍ଥ୍ରୋପୋଲୋଜି ପରୀକ୍ଷା
କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା ଏପ୍ରିଲ ୨୭, ୨୦୨୫ରେ ଅନୁଷ୍ଠିତ ଆନ୍ଥ୍ରୋପୋଲୋଜି ପେପର-୧ ଓ ପେପର-୨ରେ ସାମ୍ନାକୁ ଆସିଥିବା ତ୍ରୁଟିକୁ ସମାଧାନ କରିବା ପାଇଁ ନିଆଯାଇଛି। ଓପିଏସ୍ସି ଅନୁଯାୟୀ, ଏପ୍ରିଲ ୨୭ରେ ଆନ୍ଥ୍ରୋପୋଲୋଜି ପେପର-୧ […]
ସଂପୂର୍ଣ୍ଣ ପଢନ୍ତୁ