ବରପୁତ୍ର ମାନଙ୍କ ଅବଦାନକୁ ନ୍ୟୁନ କରିବାକୁ ଚେଷ୍ଟା ଚଳାଇଛନ୍ତି କିଛି ଲୋକ: ନବୀନ
ଭୁବନେଶ୍ୱର: ଶଙ୍ଖ ଭବନ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ସ୍ବର୍ଗତ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ବିଜୁ ବାବୁ ଜଣେ ଓଡ଼ିଆ ଭାବରେ ସବୁବେଳେ ଗର୍ବ କରୁଥିଲେ। ଓଡିଶା କୁ ଶ୍ରେଷ୍ଠ ରାଜ୍ୟ ରେ ପରିଣତ କରିବା ତାଙ୍କର ଲକ୍ଷ୍ୟ ଥିଲା। ବିଜୁ ବାବୁଙ୍କ ସ୍ବପ୍ନ କୁ ସାକାର କରିବା ପାଇଁ […]
ସଂପୂର୍ଣ୍ଣ ପଢନ୍ତୁ