ପଶ୍ଚିମବଙ୍ଗ ହିଂସା ଯୋଜନାବଦ୍ଧ: ମମତା
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି କହିଛନ୍ତି, ୱକଫ୍ ଆଇନକୁ ନେଇ ରାଜ୍ୟରେ ହୋଇଥିବା ହିଂସା ଯୋଜନାବଦ୍ଧ। ରାଜ୍ୟରେ ବିଶୃଙ୍ଖଳା ସୃଷ୍ଟି କରିବାପାଇଁ ବାଂଲାଦେଶୀ ଦୁର୍ବୃତ୍ତଙ୍କୁ ପ୍ରବେଶ ଅନୁମତି ଦେବାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଏସଏଫ୍ ଦ୍ବାରା ଏହି ଯୋଜନା ହୋଇଥିବା ମମତା କହିଛନ୍ତି। କୋଲକାତାରେ ମୁସଲିମ ମୌଲାନାମାନଙ୍କ ସହ ଏକ ବୈଠକରେ ଟିଏମ୍ସି ମୁଖ୍ୟ କହିଛନ୍ତି ଯେ ୱକଫ୍ ଆଇନ ବିରୋଧୀ ଲଢ଼େଇରେ ତାଙ୍କ ଦଳ ଆଗରେ। ତେବେ ସେ ଶାନ୍ତିପୂର୍ଣ୍ଣ […]
ସଂପୂର୍ଣ୍ଣ ପଢନ୍ତୁ