Husband

ସ୍ତ୍ରୀ ପାଇଁ ଷଡଯନ୍ତ୍ର ରଚିଥିଲା ସ୍ୱାମୀ, ହେଲେ ମଝିକୁ ଆସିଗଲା କୁନି ଝିଅ

ବାଙ୍କୀ : ସ୍ୱାମୀର ବର୍ବର କାଣ୍ଡ । ଭୁଲିଗଲା ମଣିଷତ୍ଵ ସାଜିଲା ସଇତାନ୍ । ସ୍ତ୍ରୀର ରକ୍ତରେ ହୋଲି ଖେଳିବ ବୋଲି ରଚିଥିଲା ଷଡଯନ୍ତ୍ର । ହେଲେ ମଝିରେ ଆସିଗଲା କୁନି ଝିଅ । ସମସ୍ତଙ୍କ ଆଗରେ ସ୍ତ୍ରୀକୁ ଜୀବନରୁ ମାରିବାକୁ ଉଦ୍ୟମ କଲାବେଳେ ଝିଅ ମୁଣ୍ଡରେ ବାଜିଲା ଚୋଟ । ମାଆ ସମ୍ମୁଖରେ ତିନି ବର୍ଷର ଝିଅକୁ ଅତର୍କିତ ଆକ୍ରମଣ । ଆକ୍ରମଣ କଲା ନିଜ ବାପା । ଅଭିଯୋଗ ପରେ ଏବେ ବାପାକୁ ଗିରଫ କରିଛି […]

ସଂପୂର୍ଣ୍ଣ ପଢନ୍ତୁ
Salman

ସଲମାନଙ୍କ ଗାଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ, ପରିବହନ ବିଭାଗ ହ୍ୱାଟ୍ସଆପ୍‌କୁ ଆସିଲା ମେସେଜ୍

ମୁମ୍ବଇ: ବଲିଉଡ଼ ଅଭିନେତା ସଲମାନ ଖାନଙ୍କୁ ପୁଣି ଥରେ ହତ୍ୟା ଧମକ ମିଳିଛି। ଏଥର ମୁମ୍ବଇର ୱର୍ଲିସ୍ଥିତ ପରିବହନ ବିଭାଗର ହ୍ୱାଟ୍ସଆପ୍ ନମ୍ବରକୁ ମେସେଜ୍ ଜରିଆରେ ହତ୍ୟା ଧମକ ଆସିଛି। ଧମକପୂର୍ଣ୍ଣ ମେସେଜରେ ଅଭିନେତାଙ୍କ ଘରେ ପଶି ତାଙ୍କୁ ହତ୍ୟା କରିବାକୁ ଧମକ ଦିଆଯାଇଛି। ଏଥିସହ ତାଙ୍କ କାରକୁ ବୋମାରେ ଉଡ଼ାଇ ଦେବାକୁ ମଧ୍ୟ ଧମକ ମିଳିଛି। ଏହି ଘଟଣା ପରେ ୱର୍ଲି ଥାନାରେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଅଧିକାରୀମାନେ ଏବେ ଧମକର […]

ସଂପୂର୍ଣ୍ଣ ପଢନ୍ତୁ
Debasish 1627631203

ସୁଲତାଙ୍କୁ କଡା ସମାଲୋଚନା କଲେ ଦେବାଶିଷ

ଭୁବନେଶ୍ବର: ବିଜେଡି ହାରିବା ପରଠୁ ବିଜେଡି ଭିତରି କନ୍ଦଳ ଦାଣ୍ଡରେ ପଡିଥିବା ବେଳେ ଓ୍ବାକଫ୍ ଆଇନକୁ ନେଇ ବିଜେଡିର ମତ ପରେ ଏହା ଆହୁରି ତେଜିଛି । ପରସ୍ପର ପ୍ରତି ବେଶୀ ପ୍ରତିକ୍ରିୟାଶୀଳ ହୋଇଉଠିଛନ୍ତି ବିଜେଡି ନେତା । କେହି କାହାରିକୁ ଛାଡୁ ନାହାନ୍ତି । ଏମିତିକି ଦଳର ସଭାପତି ମଧ୍ୟ ଏଥିରୁ ବାଦ୍ ପଡିନାହାନ୍ତି । ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ପୁଣି ଆଉ ଦୁଇ ବିଜେଡି ନେତା ମୁହାଁମୁହିଁ ହୋଇଛନ୍ତି । […]

ସଂପୂର୍ଣ୍ଣ ପଢନ୍ତୁ
Odia New Year

ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତିରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ ।  ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ସମସ୍ତଙ୍କର ସୁଖସମୃଦ୍ଧି କାମନା କଲେ ରାଷ୍ଟ୍ରପତି । ରାଷ୍ଟ୍ରପତି କହିଛନ୍ତି, ପଣା ସଂକ୍ରାନ୍ତି ସମାଜକୁ ପ୍ରେମ ଓ […]

ସଂପୂର୍ଣ୍ଣ ପଢନ୍ତୁ
Pana Sankranti Tulsi Holy Basil

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ପାଇଁ ଉତ୍ସବମୁଖର

ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା ପ୍ରଚଳନ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ଶୁଭାରମ୍ଭ ହେବ। ପଣା ସଂକ୍ରାନ୍ତିକୁ ଓଡ଼ିଶାବାସୀ ଭିନ୍ନ ଭିନ୍ନ ନାମରେ ପାଳନ କରିଥାନ୍ତି। ଦକ୍ଷିଣ ଓଡ଼ିଶାରେ ଝାମୁଯାତ, […]

ସଂପୂର୍ଣ୍ଣ ପଢନ୍ତୁ
16aa3e26 B172 4175 A000 479c371ea966

ସାରଦା ଏକାଡେମୀ ୧୯୬୮ ରୁ ୭୪ ବ୍ୟାଚର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ଜଗତସିଂହପୁର/ଝଙ୍କଡ଼ :  ବାଣୀକ୍ଷେତ୍ର ଝଙ୍କଡ଼ ସାରଳା ପୀଠ ସ୍ଥିତ ସାରଦା ଏକାଡେମୀ କନକ ପୁର ର ୧୯୬୮ ରୁ ୧୯୭୪ ମସିହା ବ୍ୟାଚ, ପୁରାତନ ଛାତ୍ରଛାତ୍ରୀମାନଙ୍କ ତରଫରୁ ଚଳିତ ବର୍ଷ ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଗତ ରବିବାର ଦିନ ସନ୍ଧ୍ୟାରେ, ଶ୍ରୀ ସିଦ୍ଧି ଗେଷ୍ଟ ହାଉସ ରେ ଅନୁଷ୍ଠିତ ହୋଇଯାଇଛି । ଡଃ ଅମରେନ୍ଦ୍ର ଦାସ ଙ୍କ ସଭାପତିତ୍ବରେ ଆୟୋଜିତ ଏହି ବୈଠକ ରେ ସୁବର୍ଣ୍ଣ ଜୟନ୍ତୀ ପାଳନ ନିମନ୍ତେ ଏକ […]

ସଂପୂର୍ଣ୍ଣ ପଢନ୍ତୁ
Ef6dc318 26c3 40b4 8b94 C38293b0380f

କୈବର୍ତ୍ତମାନେ ଥିଲେ କଳିଙ୍ଗର କର୍ଣ୍ଣଧାର ଚଇତି ମହୋତ୍ସବ ଓ ଘୋଡ଼ା ମେଲଣରେ ମତପ୍ରକାଶ

ଜଗତସିଂହପୁର/ଝଙ୍କଡ଼ :  ଆମ ରାଜ୍ୟ ଓଡିଶା କୁ ସମୃଦ୍ଧଶୀଳ କରି ଅର୍ଥନୈତିକ ଅଭିବୃଦ୍ଧି କରିବା କ୍ଷେତ୍ରରେ କୈବର୍ତ୍ତ ମାନେ ନୌଚାଳନା କରି ସାତ ସମୁଦ୍ର ତେର ନଇ ପାରିହୋଇ ସାଧବ ପୁଅ ମାନଙ୍କୁ ଜାଭା ସୁମାତ୍ରା ବାଲି ଆଦି ବିଦେଶ କୁ ନେଇ ଯାଉଥିଲେ । ଏପରିକି ଜଗତର ନାଥ ଜଗନ୍ନାଥ ଙ୍କ ବ୍ରହ୍ମ କୁ ମଧ୍ୟ ସୁରକ୍ଷିତ କରି, ଗୁପ୍ତ ସ୍ଥାନକୁ ବୋହି ନେଇଥିଲେ। ତେଣୁ ବାସ୍ତବରେ, କୈବର୍ତ୍ତ ମାନେ ହିଁ କଳିଙ୍ଗର କର୍ଣ୍ଣଧାର ଥିଲେ […]

ସଂପୂର୍ଣ୍ଣ ପଢନ୍ତୁ
Naveen

ଜନପ୍ରତିନିଧିମାନେ ଯଦି ଅସୁରକ୍ଷିତ, ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି: ନବୀନ

ଭୁବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସରେ ସେ ଲେଖିଛନ୍ତି, ପ୍ରଣବ ବଳବନ୍ତରାୟଙ୍କ ଉପରେ ଖୋଲା ଦିବାଲୋକରେ ସଂଘବଦ୍ଧ ଆକ୍ରମଣ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ଦର୍ଶାଉଛି। ଜନ ପ୍ରତିନିଧିମାନେ ଯଦି ରାଜ୍ୟରେ ଅସୁରକ୍ଷିତ, ତେବେ ସାଧାରଣ ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ […]

ସଂପୂର୍ଣ୍ଣ ପଢନ୍ତୁ
Review

ହନୁମାନ ଜୟନ୍ତୀ: ମୁତୟନ ହେବେ ୨୦୦ ପ୍ଲାଟୁନ୍‌ ଫୋର୍ସ, ନଜର ରଖିବ ସିସିଟିଭି

ଭୁବନେଶ୍ବର: ରାତି ପାହିଲେ ରାଜ୍ୟରେ ପାଳନ ହେବ ହନୁମାନ ଜୟନ୍ତୀ। ଏଥି ପାଇଁ ଓଡ଼ିଶା ପୁଲିସ ପ୍ରସ୍ତୁତ ରହିଛି। ଆଇନଶୃଙ୍ଖଳା ଦାୟିତ୍ୱରେ ରହିବ ୨୦୦ ପ୍ଲାଟୁନ ଫୋର୍ସ। ସାରା ଓଡ଼ିଶାରେ ଅପରାଧ ନିୟନ୍ତ୍ରଣ ପାଇଁ ପୁଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ ଜାରି ରହିଛି। ୬୫୦ ସିସିଟିଭି ଓ ୪୦ ଟି ଡ୍ରୋନ୍‌ ସାହାଯ୍ୟରେ ଆଇନଶୃଙ୍ଖଳାକୁ ମନିଟର କରାଯାଉଛି। ଏହି ପର୍ବକୁ କିପରି ଶାନ୍ତିଶୃଙ୍ଖଳାର ସହ ପାଳନ କରାଯିବ ସେଥିପାଇଁ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ […]

ସଂପୂର୍ଣ୍ଣ ପଢନ୍ତୁ
Akr

ୟୁକ୍ରେନ ଉପରେ ରୁଷର ଆକ୍ରମଣ ଜାରି: ୨୧ ମୃତ, ୮୩ ଆହତ

ଗୋଟିଏ ପଟେ ଯୁଦ୍ଧ ବିରତି ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷ ସହିତ ଆଲୋଚନା ଜାରି ରଖିଥିବାବେଳେ ଅନ୍ୟପଟେ ରୁଷ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିବାରେ ଲାଗିଛି। ରବିବାର ରୁଷ ପକ୍ଷରୁ ୟୁକ୍ରେନର ସୁମି ସହର ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ଯାହାଫଳରେ ୨୧ ଜଣଙ୍କ ପ୍ରାଣହାନି ଘଟିଛି। ଏହି ଆକ୍ରମଣରେ ଅନ୍ୟ ୮୩ ଜଣ ଗୁରୁତର ଆହତ ହୋଇଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନ୍‌ସ୍କି ଆକ୍ରମଣ ସମୟର ଏକ ଭିଡିଓକୁ ସାମାଜିକ ଗଣମାଧ୍ୟମରେ […]

ସଂପୂର୍ଣ୍ଣ ପଢନ୍ତୁ