ଏୟାର ଇଣ୍ଡିଆ ବିମାନରେ ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିଶ୍ରା କରିଦେଲେ ମଦ୍ୟପ ବ୍ୟକ୍ତି
ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି ଏହି ଘଟଣାକୁ ନିଶ୍ଚିତ କରାଯାଇଥିଲେ ମଧ୍ୟ ଘଟଣା ବିଷୟରେ ସମ୍ପୂର୍ଣ୍ଣ ସୂଚନା ଦିଆଯାଇନାହିଁ। ସୂତ୍ର ଅନୁସାରେ, ବିମାନ AI 2336 ରେ ଥିବା ଯାତ୍ରୀ ମଦ୍ୟପାନ କରି ଏକ କମ୍ପାନୀର ପରିଚାଳନା ନିର୍ଦ୍ଦେଶକଙ୍କ ଉପରେ ପରିସ୍ରା କରିଥିଲେ। ଏହି ଘଟଣା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ […]
ସଂପୂର୍ଣ୍ଣ ପଢନ୍ତୁ