Miowq5dwky8aojnigbvl

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଏକାଧିକ ପ୍ରସଙ୍ଗ‌ରେ କଲେ ଆଲୋଚନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଶ୍ରୀ ଶାହଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟର ବିକାଶ ପାଇଁ ଆଇନଶୃଙ୍ଖଳା ଓ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ରାଜ୍ୟରେ ଖାଲିଥିବା ପଦବି ଖୁବ୍‌ ଶୀଘ୍ର ପୂରଣ ହେବ। ରାଜ୍ୟର ବିଭିନ୍ନ ବିଭାଗରେ ଖାଲି ଥିବା ୧୨,୦୦୦ରୁ ଊର୍ଦ୍ଧ୍ବ ପଦବି ପୂରା ହେବ। ଗୃହ […]

ସଂପୂର୍ଣ୍ଣ ପଢନ୍ତୁ

ପାଣ୍ଡିଆନ୍‌ ଉଭୟ ରାଜ୍ୟ ଓ ଦଳ ପାଇଁ ଭଲ କାମ କରିଛନ୍ତି: ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶା ସରକାରରେ ପୂର୍ବତନ ୫ଟି ଅଧ୍ୟକ୍ଷ ତଥା ବି‌ଜେଡିରୁ ଇସ୍ତଫା ଦେଇଥିବା ଭୈରବ କାର୍ତ୍ତିକେୟନ ପାଣ୍ଡିଆନ୍‌ଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ମୁହଁ ଖୋଲିଛନ୍ତି। ନବୀନ ନିବାସରେ ବିଜେଡି ସୁପ୍ରିମୋ ଜାତୀୟ ଗଣମାଧ୍ୟମକୁ କହିଛନ୍ତି, ଭି କେ ପାଣ୍ଡିଆନ୍‌ ଉଭୟ ରାଜ୍ୟ ଓ ଦଳ ପାଇଁ ଭଲ କାମ କରିଛନ୍ତି। ସେ ଗତ ୧୦ ମାସ ହେଲା ବିଜେଡିରୁ ଇସ୍ତଫା ଦେଇସାରଛନ୍ତି। ବର୍ତ୍ତମାନ ସମୟରେ ବିଜେଡିର କୌଣସି କାର୍ଯ୍ୟରେ ସଂଶ୍ଲିଷ୍ଟ ନାହାନ୍ତି। […]

ସଂପୂର୍ଣ୍ଣ ପଢନ୍ତୁ
72f279ef Ad8f 408d 89a1 Fde0442aa9e6

ହରହରି ମହାବୀରଙ୍କ ୧୧ତମ ଯଜ୍ଞୋତ୍ସବ ଉଦଯାପିତ

ଜଗତସିଂହପୁର /ଝଙ୍କଡ଼ :  ବାଣୀ କ୍ଷେତ୍ର ଝଙ୍କଡ଼ ପ୍ରଗଣାର, ତିର୍ତ୍ତୋଲ ବ୍ଲକ, ଗରାମ ପଞ୍ଚାୟତ ଅଧିନ, ବଡିଜଙ୍ଗା ଗ୍ରାମ ସ୍ଥିତ, ପୁଣ୍ୟତୋୟା ହଁସୁଆ ନଦୀ ର ତଟଦେଶରେ , ବିରାଜିତ ଶ୍ରୀ ଶ୍ରୀ ହର ହରି ମହାବୀର ଙ୍କ ଏକାଦଶ ତମ ବାର୍ଷିକ ଯଜ୍ଞୋତ୍ସବ ଗତ ସୋମବାର ଦିନ ବିଳମ୍ବିତ ରାତ୍ରୀରେ ଉଦଯାପିତ ହୋଇଯାଇଛି। ବିଶିଷ୍ଟ ସମାଜସେବୀ ତଥା ସାମ୍ୱାଦିକ ପ୍ରଦୀପ୍ତ କୁମାର ସ୍ୱାଇଁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି ଉତ୍ସବ ଏପ୍ରିଲ ୪ ତାରିଖ […]

ସଂପୂର୍ଣ୍ଣ ପଢନ୍ତୁ
3cd1b8f1 15f8 4dda 8785 D97fd20071ac

କ୍ରାନ୍ତିକାରୀ ସଂଗ୍ରାମୀ ଜନନେତା ମୁରଲିଧର ରଥଙ୍କ ଜନ୍ମୋତ୍ସବ ଓ ଦାତବ୍ୟ ସେବା ପରିଷଦର ପ୍ରତିଷ୍ଠା ଉତ୍ସବ

ଜଗତସିଂହପୁର/ଝଙ୍କଡ଼ :  ବାଣୀ କ୍ଷେତ୍ର,ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ଅଧୀନ ପଟିଲ ପଞ୍ଚାୟତ , ଚାନ୍ଦପୁର ସ୍ଥିତ ଶ୍ରୀରାମ ମନ୍ଦିର ସମ୍ମୁଖରେ, ଶ୍ରୀରାମ ନବମୀ ଅବସରରେ , ବିଶିଷ୍ଟ ସମାଜସେବୀ ତଥା କ୍ରାନ୍ତିକାରୀ ଜନନେତା ମୁରଲିଧର ରଥ ଙ୍କ ୯୨ ତମ ଜନ୍ମଦିନ ପାଳନ ସହିତ ତାଙ୍କ ଦ୍ଵାରା ପ୍ରତିଷ୍ଠିତ ଦାତବ୍ୟ ସେବା ପରିଷଦର ପ୍ରତିଷ୍ଠା ଉତ୍ସବ ବିପୁଳ ଜନସମାଗମ ଓ ଆନନ୍ଦ ଉଲ୍ଲାସ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ ମହେନ୍ଦ୍ର କୁମାର ଆଚାର୍ଯ୍ୟ ଙ୍କ ସଭାପତିତ୍ବରେ […]

ସଂପୂର୍ଣ୍ଣ ପଢନ୍ତୁ
Train 750x430

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍

ଶ୍ରୀକାକୁଲମ: ପୁଣି ରେଳ ଦୁର୍ଘଟଣା। ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ମଙ୍ଗଳବାର ଘଟିଛି ଏକ ରେଳ ଦୁର୍ଘଟଣା। ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା ହୋଇଯାଇଛି। ଫଳରେ ଶତାଧିକ ଯାତ୍ରୀ ଫସି ରହିବା ସହ ଆତଙ୍କିତ ହୋଇପଡ଼ିଥିଲେ। ଦୁର୍ଘଟଣାରେ ମୃତାହତ ନେଇ କୌଣସି ସୂଚନା ନାହିଁ। ଯାତ୍ରୀମାନଙ୍କ କହିବା ଅନୁଯାୟୀ, ସୁମ୍ମାଦେବୀ-ମଣ୍ଡାସା ଗାଁ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।  ଫଳରେ ଯାତ୍ରୀମାନେ […]

ସଂପୂର୍ଣ୍ଣ ପଢନ୍ତୁ
Jena Oerc 750x375 1

ଓଇଆରସିର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପତି । ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ ଶପଥ ପାଠ ଉତ୍ସବରେ ରାଜ୍ୟପାଳ ଡ. କମ୍ଭମ୍‌ପତି ଶ୍ରୀ ଜେନାଙ୍କୁ ଓଇଆରସିର ଅଧ୍ୟକ୍ଷ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଇଲେକ୍‌ଟ୍ରିସିଟି ଆକ୍ଟ-୨୦୦୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ପକ୍ଷରୁ ଗତ […]

ସଂପୂର୍ଣ୍ଣ ପଢନ୍ତୁ
Rain

ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପ୍ରବଳ ଗରମ ଉପରେ ବ୍ରେକ୍‌ ଲାଗିବ। ଅସହ୍ୟ ତାତିରୁ ତ୍ରାହି ମିଳିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହା ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ରିକର୍ଭ କରି ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରି ସମୁଦ୍ରରେ ଦୁର୍ବଳ ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞା‌ନ କେନ୍ଦ୍ର ଏହିଭଳି ପୂର୍ବାନୁମାନ କରିଛି। ସେହିପରି ପାଣିପାଗ ବିଭାଗ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ […]

ସଂପୂର୍ଣ୍ଣ ପଢନ୍ତୁ
Arrest 750x430

ସରକାରୀ କାର୍ଯ୍ୟାଳୟରୁ ହେରୋଇନ୍ ଜବତ, ଜଣେ କର୍ମଚାରୀ ଗିରଫ

ଇଟାନଗର: ଇଟାନଗର ପୁଲିସ ଏଠାକାର ସିଭିଲ୍ ସଚିବାଳୟ ପରିସରରୁ ଜଣେ ସନ୍ଦିଗ୍ଧ ଡ୍ରଗ୍ସ(ହେରୋଇନ୍) ଯୋଗାଣକାରୀଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ୪୪.୩୬ ଗ୍ରାମ ହେରୋଇନ୍ ଜବତ କରାଯାଇଛି ବୋଲି ଜଣେ ବରିଷ୍ଠ ପୁଲିସ ଅଧିକାରୀ ମଙ୍ଗଳବାର କହିଛନ୍ତି। ଇଟାନଗର ପୋଲିସ ଅଧୀକ୍ଷକ (ଏସପି) ରୋହିତ ରାଜବୀର ସିଂହ କହିଛନ୍ତି ଯେ ଉକ୍ତ ବ୍ୟକ୍ତି ବର୍ତ୍ତମାନ ରାଜ୍ୟ ଉଦ୍ୟାନ କୃଷି ବିଭାଗରେ ମଲ୍ଟି-ଟାସ୍କିଂ ଷ୍ଟାଫ୍ (ଏମଟିଏସ୍) ଭାବରେ କାର୍ଯ୍ୟ କରୁଛନ୍ତି। ତାଙ୍କ ନିକଟରୁ ୪୪.୩୬ ଗ୍ରାମ ହେରୋଇନ୍ ଜବତ […]

ସଂପୂର୍ଣ୍ଣ ପଢନ୍ତୁ
Image 2025 04 08t184632.335

ମା’ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେଵୀ ମାଆ ତାରାତାରିଣୀ ଶକ୍ତିପୀଠ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ସମୟରେ ତାଙ୍କ ସହିତ ଉପସ୍ଥିତ ଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି ସମ୍ପର୍କରେରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡା ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ଶକ୍ତିପୀଠ ଗସ୍ତ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା […]

ସଂପୂର୍ଣ୍ଣ ପଢନ୍ତୁ
Poision

ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ, କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ନାଉଗାଁ ଅଞ୍ଚଳରେ ଅଭାବନୀୟ ଘଟଣା । ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ । ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ପଛପଟ ଥିବା ଅଙ୍ଗନବାଡ଼ି କେନ୍ଦ୍ର ପାଖରେ ପିଇଲେ ବିଷ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଉଭୟ ଛାତ୍ରଛାତ୍ରୀ ଯୁକ୍ତ ୩ର ପ୍ରଥମ ବର୍ଷର ବୋଲି ଜଣାପଡ଼ିଛି । ଗୁରୁତର ଛାତ୍ରୀ ଜଣଙ୍କ ନାଉଗାଁ କଲେଜର ହୋଇଥିବା […]

ସଂପୂର୍ଣ୍ଣ ପଢନ୍ତୁ