ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଖପୁରିଆରେ ରଥକାଠ ଚିରଟ ଆରମ୍ଭ
କଟକ : ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ । ପବିତ୍ର ରାମ ନବମୀରେ ରଥ କାଠ ଚିରଟ କାମ ଆରମ୍ଭ ହୋଇଛି। କଟକ ଖପୁରିଆ ସ୍ଥିତ ବନ ବିଭାଗ କରତ କଳରେ କାଠ ଚିରା କାମର ଅନୁକୂଳ କରାଯାଇଛି । ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ, ମୁଖ୍ଯ ମହାରଣା, ମନ୍ଦିର ଅଧିକାରୀ ଓ ଅନ୍ଯ ସେବାୟତମାନେ ଶୋଭାଯାତ୍ରାରେ ଆସି କରତ କଳରେ ପହଞ୍ଚିଥିଲେ । ପରେ ତିନୋଟି ଧଉରା କାଠର ଚିରଟ କାମ ଆରମ୍ଭ […]
ସଂପୂର୍ଣ୍ଣ ପଢନ୍ତୁ