ପିଏମ୍ ଜନମନ ଯୋଜନା: ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କଲେ କେନ୍ଦ୍ର ସରକାର
ଭୁବନେଶ୍ୱର : ଓଡ଼ିଶାର ୨୬ଟି ସଡ଼କ ଓ ୨ଟି ସେତୁ ପ୍ରକଳ୍ପକୁ ମଞ୍ଜୁର କଲେ କେନ୍ଦ୍ର ସରକାର । ପିଏମ ଜନମନ ଯୋଜନାରେ ସଡ଼କ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହି ଯୋଜନାରେ ରାଜ୍ୟରେ ୬୩.୨୭୧ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ମନ୍ତ୍ରଣାଳୟ ଏଥିପାଇଁ ଓଡ଼ିଶାକୁ ୬୯ କୋଟି ୬୫ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦେବ। ବର୍ତ୍ତମାନ ସୁଦ୍ଧା ପିଏମ ଜନମନ ଯୋଜନାରେ ଓଡ଼ିଶା ପାଇଁ ୨୧୧.୧୪ କିଲୋମିଟର ଲମ୍ବ ୬୬ଟି ସଡ଼କ ପ୍ରକଳ୍ପ ଏବଂ […]
ସଂପୂର୍ଣ୍ଣ ପଢନ୍ତୁ