ଆସନ୍ତାକାଲି ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ, ଟ୍ରାଫିକ୍ କଟକଣା ଜାରି କଲେ ପୋଲିସ କମିଶନର
ଭୁବନେଶ୍ଵର: ଆସନ୍ତାକାଲି ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା । ରଥଯାତ୍ରା ପରେ ଆସନ୍ତା ୦୯ ତାରିଖରେ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ବାହୁଡ଼ା ଯାତ୍ରା। ଏହାକୁ ଦୃଷ୍ଟିରେ ରଖି ପୋଲିସ କମିଶନରେଟ ପକ୍ଷରୁ ସର୍ବସାଧାରଣଙ୍କ ଲାଗି ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି । ଯାନବାହାନର ସୁନିୟନ୍ତ୍ରିତ ଚଳାଚଳ ତଥା ଜନସାଧାରଣ ଓ ପଥଚାରୀଙ୍କ ସୁଗମନାଗମନ ନିମନ୍ତେ ଓଡ଼ିଶା ଅର୍ବାନ ପୋଲିସ ଆକ୍ଟ ୨୦୦୩ର ଧାରା ୨୮ (ଓଡ଼ିଶା ଆକ୍ଟ, ୨୦୦୭ର ଧାରା ୮) […]
ସଂପୂର୍ଣ୍ଣ ପଢନ୍ତୁ