Ps 5

ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ, ଶଳା ଆକ୍ରମଣରେ ଜ୍ୱାଇଁ ମୃତ

ଖୋର୍ଦ୍ଧା : ଜଟଣୀ ଇନ୍ଫୋଭେଲି ଥାନା ଗ୍ରାମଣ୍ଡିହ ଗ୍ରାମରେ ଅଘଟଣ । ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ । ବିଳମ୍ବିତ  ମଧ୍ୟରାତ୍ରି ସମୟରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ଶାଶୁକୁ ଆକ୍ରମଣ ପରେ ଶଳାର ପ୍ରତି ଆକ୍ରମଣରେ ଜ୍ୱାଇଁ ଦିବାକର ବସ୍ତିଆଙ୍କ ମୃତ୍ୟୁ ଘଟିଛି । ଉଭୟ ଶାଶୁ  ଓ ସ୍ତ୍ରୀ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଘଟଣା ସ୍ଥଳରେ ଇନ୍ଫୋଭ୍ୟାଲି ପୋଲିସ ପହଞ୍ଚି  ତଦନ୍ତ ଆରମ୍ଭ କରିଛି ।

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 04 27 144411

ପୋଖରୀରେ ବୁଡ଼ି ଚାଲିଗଲା ୩ନାବାଳକଙ୍କ ଜୀବନ

ନୟାଗଡ଼: ରବିବାର ଘଟିଛି ଅଭାବନୀୟ ଘଟଣା । ଗୋଡ଼ିବିଡ଼ା ଗ୍ରାମରେ ପୋଖରୀରେ ବୁଡ଼ି ତିନି ଜଣ ନାବାଳକଙ୍କର ମୃତ୍ୟୁ ହୋଇଛି । ପୋଖରୀରେ ଗାଧୋଉଥିବାବେଳେ ତିନି ନାବାଳକ ବୁଡି ଯାଇଥିଲେ । ଖବରମୁତାବକ, ନୟାଗଡ଼ ଦଶପଲ୍ଲା ଗୋଡ଼ିବାଡ଼ି ଗାଁରେ ଏହି ଅଘଟଣ ଘଟିଛି । ମୃତକ ହେଲେ ଗୋଡ଼ିବିଡ଼ା ଗାଁର ବିଜୟ ନାୟକଙ୍କ ୧୦ ବର୍ଷର ପୁଅ ଉମାକାନ୍ତ, ନୂ ଖାଲମଡ଼ା ଗାଁର ପ୍ରଦୀପ ପ୍ରଧାନଙ୍କ ୧୧ ବର୍ଷର ପୁଅ ରିତେଶ ଏବଂ ପୋଡ଼ାସାହି ଗାଁର କାଳୁ […]

ସଂପୂର୍ଣ୍ଣ ପଢନ୍ତୁ
V3mv27orh4vpxyqtz522

ସପା ସାଂସଦ ରାମଜୀଲାଲଙ୍କ ଉପରେ କରଣୀ ସେନାର ଆକ୍ରମଣ

ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ରାଜ୍ୟସଭା ସାଂସଦ ରାମଜୀ ଲାଲ ସୁମନ ରବିବାର ଆଗ୍ରାରୁ ବୁଲନ୍ଦସହର ଯାଉଥିବା ବେଳେ ଆଲିଗଡ଼ରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ଗୋଭନା ଟୋଲ୍ ପ୍ଲାଜା ନିକଟରେ କରଣୀ ସେନା ସହିତ ଜଡିତ ଲୋକମାନେ କରିଥିଲେ। ଆକ୍ରମଣ ବେଳେ ପଥର ମାଡ଼ରେ କନଭଇରେ ଥିବା ଅନେକ ଗାଡ଼ିର ଝରକା ଭାଙ୍ଗି ଯାଇଥିଲା, ଯେତେବେଳେ କିଛି ଗାଡ଼ି ପରସ୍ପର ସହିତ ଧକ୍କା ମଧ୍ୟ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ରାମଜୀ ଲାଲ […]

ସଂପୂର୍ଣ୍ଣ ପଢନ୍ତୁ
Werfsd

ନଈରେ ପଡ଼ି ୨ ଯୁବକ ମୃତ, ଫଟୋ ଉଠାଉଥିବା ବେଳେ ଖସିପଡ଼ି ନିଖୋଜ ଥିଲେ

ଘଟଗାଁ : ନଈରେ ପଡ଼ି ୨ ଯୁବକ ମୃତ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ପାଟହରା ଗୁମ୍ଫା ନିକଟ ନଈରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ୪ ଜଣ ଯୁବକ ବୁଲିବାକୁ ଆସିଥିଲେ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ବଡପଳାସପାଳ ପଞ୍ଚାୟତର ପାଟହରା ଗୁମ୍ଫାରେ ଫଟୋ ଉଠାଉଥିବା ବେଳେ ୨ ଜଣ ଖସିପଡ଼ି ନିଖୋଜ ଥିଲେ । ଘଟଣାସ୍ଥଳରୁ ୨ ଜଣଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ।

ସଂପୂର୍ଣ୍ଣ ପଢନ୍ତୁ
Image 2025 04 27t133000.540

ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲକୁ ପିଟିଲା ବାଇକ; ୨ ମୃତ, ଜଣେ ଗୁରୁତର

ଭଦ୍ରକ: ରାସ୍ତାକଡ ପ୍ରୋଟେକ୍ସନ ୱାଲରରେ ପିଟିହେଲା ବାଇକ୍ । ଘଟଣାରେ ୨ ଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ବନ୍ତ ଛକ ଓଭର ବ୍ରିଜ ନିକଟରେ । ଦୁର୍ଘଟଣାରେ ଗୁରୁତର ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଏକ ବାଇକରେ ୩ ଜଣ ଯୁବକ ପଶ୍ଚିମବଙ୍ଗରୁ କଟକ ଅଭିମୁଖେ ଯାଉଥିବା ବେଳେ ବନ୍ତ ଛକ ନିକଟରେ […]

ସଂପୂର୍ଣ୍ଣ ପଢନ୍ତୁ
Fhmijn8mmez2bgu6ghy6

ରୁଷୀୟ ଜେନେରାଲଙ୍କୁ ହତ୍ୟା କରିଥିବା ୟୁକ୍ରେନର ଏଜେଣ୍ଟ ଗିରଫ

ମସ୍କୋ: ମସ୍କୋରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ରୁଷକୁ ବଡ଼ ସଫଳତା ମିଳିଛି। ମସ୍କୋ ବାହାରେ ଏକ କାର୍ ବୋମା ବିସ୍ଫୋରଣରେ ଜଣେ ରୁଷ ଜେନେରାଲଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରୁଷିଆର ଗୁଇନ୍ଦା ସେବା ଏ ବିଷୟରେ ସୂଚନା ଦେଇଛି। ମସ୍କୋ କହିଛି ଯେ ବିସ୍ଫୋରଣ ପଛରେ ୟୁକ୍ରେନର ହାତ ଅଛି। ଏହି ବିସ୍ଫୋରଣରେ ବରିଷ୍ଠ ରୁଷ ଜେନେରାଲ ୟାରୋସ୍ଲାଭ ମୋସକାଲିକ୍ ପ୍ରାଣ ହରାଇଥିଲେ। ୟାରୋସ୍ଲାଭ ସେନାର ଜେନେରାଲ ଷ୍ଟାଫଙ୍କ ମୁଖ୍ୟ ଅପରେସନାଲ୍ […]

ସଂପୂର୍ଣ୍ଣ ପଢନ୍ତୁ
Prasant 1

ପ୍ରଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ନାଁରେ ଚାଲିଛି ମିଛ ଅନୁକମ୍ପା ଆଦାୟ

ବାଲେଶ୍ଵର: ଆମେ ଫଣ୍ଡ ରେଜ କରିବାକୁ କାହାକୁ କହିନାହୁଁ ଆଜ୍ଞା । ଯିଏ ବି ଫଣ୍ଡ ରେଜ କରୁଛନ୍ତି ଆମର ମତାମତ ନିଅନ୍ତୁ । ଆମ ଘରର କାହାର ମତାମତ ଏଯାଏଁ ନିଆଯାଇ ନାହିଁ । ଯିଏ ବି ସହୃଦୟ ବ୍ୟକ୍ତି ଆମ ପାଇଁ ଟଙ୍କା ଯୋଗାଡ କରିଛନ୍ତି କୌଣସି ଟ୍ରଷ୍ଟ କିମ୍ୱା ଗରିବ ଲୋକକୁ ଦେଇ ଦିୟନ୍ତୁ । ସରକାର ଆମ ପାଇଁ ଯାହା କରିଛନ୍ତି ତାଙ୍କରି ଉପରେ ମୋର ଭରଷା ରହିଛି । ଓଡ଼ିଶାବାସୀ […]

ସଂପୂର୍ଣ୍ଣ ପଢନ୍ତୁ
Mao

ସୀମାନ୍ତରେ ବଡ ମାଓ ବଙ୍କର ଠାବ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରୁ ପୁଣି ଏକ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ସୁକମା ସୀମାନ୍ତବର୍ତ୍ତୀ ଜଂଗଲରେ ନକ୍ସଲ ଲୁଚି ରହିବା ପାଇଁ ମାଓ ସଂଗଠନ ପକ୍ଷରୁ ଏହି ବଡ଼ ବଙ୍କର ନିର୍ମାଣ କରାଯାଇଥିଲା । ୫ ଦିନ ଧରି ସର୍ଚ୍ଚ ଅପରେସନ ବେଳେ ମାଓ ବଙ୍କର ଠାବ କଲେ ଯବାନ । ବଙ୍କରରେ ୩ଟି ରାସ୍ତା ଥିବା ବେଳେ, ପାଣି ସହ ଅନେକ ସୁବିଧା ମଧ୍ୟ ରହିଥିବା ସୂଚନା […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 04 26 At 7.57.02

ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ ଶନିବାର ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଭାରତ କୌଣସି ପୂର୍ବ ସୂଚନା ବିନା ପାକିସ୍ତାନ ମୁଜଫରାବାଦର ହଟିନବାଲା ଅଞ୍ଚଳର ଝେଲମ ନଦୀରେ ଅତିରିକ୍ତ ପାଣି ଛାଡି ଦେଇଛି। ଯେଉଁ କାରଣରୁ ମୁଜାଫରାବାଦରେ ହଠାତ୍ […]

ସଂପୂର୍ଣ୍ଣ ପଢନ୍ତୁ
Ewx

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ ।  ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ ।  ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍ ଦିଆଯାଇଥିଲା । ନୋଟିସ୍ ପରେ ସେ ଭୁବନେଶ୍ୱର ଛାଡିଛନ୍ତି । ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ମୁତାବକ ଓଡ଼ିଶାରେ ରହୁଥିବା ୧୨ ଜଣ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବା […]

ସଂପୂର୍ଣ୍ଣ ପଢନ୍ତୁ