ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦ: ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା
ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ତଦନ୍ତ ରିପୋର୍ଟରେ ଦିଘାଠାରେ ଶ୍ରୀଜଗନ୍ନାଥଙ୍କର ମନ୍ଦିର ନିର୍ମାଣ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା […]
ସଂପୂର୍ଣ୍ଣ ପଢନ୍ତୁ