୬୦ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ
ଢେଙ୍କାନାଳ: ହିନ୍ଦୋଳ ତହସିଲ ଅନ୍ତର୍ଗତ ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଏବଂ ଜଣେ ବ୍ୟକ୍ତିଗତ ବ୍ୟକ୍ତିଙ୍କୁ ଆଜି ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି । ଏକ ମ୍ୟୁଟେସନ୍ ମାମଲାରେ ରିପୋର୍ଟ କରିବା ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେମାନଙ୍କୁ ଗିରଫ କରାଯାଇଛି । ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍ ତାଙ୍କୁ […]
ସଂପୂର୍ଣ୍ଣ ପଢନ୍ତୁ