ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ ବିଜୟ ପୁନେମ ଓରଫ ଅଜୟ
ରାୟଗଡା : ହାର୍ଡକୋର ମାଓବାଦୀ ବିଜୟ ପୁନେମ ଓରଫ ଅଜୟ ମଙ୍ଗଳବାର ରାୟଗଡା ଆରକ୍ଷୀ ଅଧିକ୍ଷକଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ବିଜୟର ଘର ଛତିଶଗଡ଼ ରାଜ୍ୟ ବାଟିଗୁଡା ଗ୍ରାମରେ ହୋଇଥିବା ବେଳେ ସେ ଦୀର୍ଘ ବର୍ଷ ହେବ ବାସଧରା-ଘୁମୂସର-ନାଗାବଳୀ ଡିଭିଜନର କ୍ୟାଡର ମାଓବାଦୀ ଭାବେ କାର୍ଯ୍ୟ କରୁଥିଲେ। ସେ ୨୦୦୯ ମସିହାରେ ନକ୍ସଲ ସଂଗଠନରେ ମିଶିଥିଲେ ଓ ପ୍ରଶିକ୍ଷଣ ପରେ ୨୦୧୪ରେ ନକ୍ସଲ ସଂଗଠନର ଏସିଏମ୍ ଦାୟିତ୍ୱ ଏବଂ ୨୦୧୪ ମସିହାରେ ବାଂଶଧରା-ଘୁମୁସର-ନାଗାବଳୀ ଡିଭିଜନର କ୍ୟାଡର ଦାୟିତ୍ୱରେ […]
ସଂପୂର୍ଣ୍ଣ ପଢନ୍ତୁ