Mixcollage 26 May 2025 01 36 Pm

ଓଲଟିଲା ସ୍ପିଡ୍‌ବୋଟ୍; ଅଳ୍ପକେ ବର୍ତ୍ତିଲେ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ

ପୁରୀ: ପୂର୍ବତନ ଭାରତୀୟ କ୍ରିକେଟ୍ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସ୍ନେହାଶିଷ ଗାଙ୍ଗୁଲି ଏବଂ ଭାଉଜ ଅର୍ପିତା ଗାଙ୍ଗୁଲି ଏକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପୁରୀରେ ଗଭୀର ସମୁଦ୍ର ଜଳରେ ସ୍ପିଡ୍‌ବୋଟର ମଜା ନେଉଥିବା ବେଳେ ଏହା ହଟାତ୍ ଓଲଟି ପଡ଼ିଥିଲା। ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ଏହି ଦମ୍ପତିଙ୍କ ସମେତ ଅନେକ ପର୍ଯ୍ୟଟକ ଜଳକ୍ରୀଡା ଉପଭୋଗ କରୁଥିଲା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏକ ଭିଡିଓ ଫୁଟେଜରୁ ଦେଖାଯାଉଛି ଯେ କିପରି ଡଙ୍ଗାଟି ଅଶାନ୍ତ […]

ସଂପୂର୍ଣ୍ଣ ପଢନ୍ତୁ
Pm Cm

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ରଥଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । […]

ସଂପୂର୍ଣ୍ଣ ପଢନ୍ତୁ
B

ପାକିସ୍ତାନ ହେବ ଖଣ୍ଡ ଖଣ୍ଡ!: ବେଲୁଚିସ୍ତାନ ପିଓକେ ହେବ ଅଲଗା

ଇସଲାମାବାଦ: ଅପରେସନ ସିନ୍ଦୂର କେବଳ ପାକିସ୍ତାନ ସେନାକୁ ଏକ ବଡ଼ ପରାଜୟ ଦେଇନାହିଁ, ବରଂ ପାକିସ୍ତାନକୁ ଭିତରରୁ ଭାଙ୍ଗି ଦେଇଛି। ପ୍ରକୃତରେ, ଅସୀମ ମୁନିରଙ୍କ ବିଫଳ ସେନାର ଫମ୍ପା ଶକ୍ତି ବିଶ୍ୱ ସମ୍ମୁଖରେ ପ୍ରକାଶ ପାଇଛି। ଏବେ ପାକିସ୍ତାନର ବିଭିନ୍ନ ଅଞ୍ଚଳରେ ସ୍ୱାଧୀନତା ପାଇଁ ବିଦ୍ରୋହ ହେଉଛି ଏବଂ ବେଲୁଚିସ୍ତାନ ଏଥିରେ ସବୁଠାରୁ ଆଗରେ ଅଛି। ଯେଉଁଠାରେ ବାଲୁଚ୍ ସଂଗ୍ରାମୀଙ୍କ ଗର୍ଜନ ପାକିସ୍ତାନ ସେନାକୁ ଥରାଇ ଦେଉଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏବଂ ସେନାମୁଖ୍ୟ ଅସୀମ ମୁନିର […]

ସଂପୂର୍ଣ୍ଣ ପଢନ୍ତୁ
Ach

ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନଜନକ ଡକ୍ଟରେଟ୍ ପ୍ରଦାନ

ଭୁବନେଶ୍ୱର : ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ଆନୁଷ୍ଠାନିକ ଭାବରେ ପ୍ରଦାନ କରିଥିଲେ  ।  ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୬ତମ ସମ୍ମାନଜନକ ଡକ୍ଟରେଟ୍ ।  ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ […]

ସଂପୂର୍ଣ୍ଣ ପଢନ୍ତୁ
Cov

ଦେଶରେ ହଜାରେ ଟପିଲା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ; ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳ ସୁଦ୍ଧା ଦେଶରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ରେ ପହଞ୍ଚିଛି ବୋଲି ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେରଳ, ତାମିଲନାଡୁ, ତେଲେଙ୍ଗାନା, ଦିଲ୍ଲୀ ଓ ମହାରାଷ୍ଟ୍ରରେ ସଂଖ୍ୟା ଅଧିକ ବୋଲି କୁହାଯାଇଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଦିଲ୍ଲୀରେ ବର୍ତ୍ତମାନ ୧୦୪ ସକ୍ରିୟ କୋଭିଡ ମାମଲା ରହିଛି। ସେହିପରି ମହାରାଷ୍ଟ୍ରରେ ୨୦୯  ଏବଂ କେରଳରେ ୪୩୦ ସକ୍ରିୟ ମାମଲା […]

ସଂପୂର୍ଣ୍ଣ ପଢନ୍ତୁ
Rain

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା, ୨୭ ରୁ ୩୦ ଯାଏ ହୋଇପାରେ ପ୍ରବଳରୁ ଅତି ବର୍ଷା

ଭୁବନେଶ୍ୱର : ଆସୁଛି ଲଘୁଚାପ । ୨୭ ରୁ ୩୦ ଯାଏ ପ୍ରବଳରୁ ଅତି ବର୍ଷା ସମ୍ଭାବନା ।  ୨୯ ରୁ ୧ ଯାଏ ବର୍ଷା ସହ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ ।  ଆସନ୍ତାକଲି ଅର୍ଥାତ୍ ୨୭ ତାରିଖ ରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ […]

ସଂପୂର୍ଣ୍ଣ ପଢନ୍ତୁ
Bijay Pradhan

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ନିର୍ମମ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ, ମୁଖ୍ୟ ଠିକାଦାର ଫେରାର

ବଲାଙ୍ଗୀର: ଖବର ସଂଗ୍ରହ କରୁଥିବା ବେଳେ ଜଣେ ସାମ୍ବାଦିକଙ୍କୁ ଅମାନବୀୟ ନିର୍ଯାତନାର ଶିକାର ହେବାର ଘଟଣା ବଲାଙ୍ଗୀର ଜିଲ୍ଲା ସମେତ ସାରା ରାଜ୍ୟରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଏକ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗର ତଦନ୍ତ କରୁଥିବା ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କୁ ଠିକାଦାର ଓ କିଛି ଅସାମାଜିକ ବ୍ୟକ୍ତି ମିଳିତ ଭାବେ ଆକ୍ରମଣ କରିଥିଲେ। ଏହି ଘଟଣାରେ ବଲାଙ୍ଗୀର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ […]

ସଂପୂର୍ଣ୍ଣ ପଢନ୍ତୁ
Gajapati Maharaja 640x375

ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ : ଗଜପତି ମହାରାଜା ଦିବ୍ୟ ସିଂହ ଦେବ

ପୁରୀ : ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ ।  ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ ।  ଦୀଘା ଜଗନ୍ନାଥ ମନ୍ଦିରର ଏଭଳି ନାମକରଣକୁ ନେଇ ଆମେ ଆଶ୍ଚର୍ଯ୍ୟ । ବିଶ୍ବରେ ଅନେକ ଜଗନ୍ନାଥ ମନ୍ଦିର ନିର୍ମାଣ ହୋଇଛି ।  କିନ୍ତୁ ଏଭଳି ନାମକରଣ କେହି କରିନାହାନ୍ତି। କେବଳ ଶ୍ରୀକ୍ଷେତ୍ର ପୁରୀ ହେଉଛି ଜଗନ୍ନାଥ […]

ସଂପୂର୍ଣ୍ଣ ପଢନ୍ତୁ
E8da4056 4d67 4377 9fd8 866b07e8ac6c

ରାଜ୍ୟ କ୍ରାଇମବ୍ରାଞ୍ଚ ଆନୁକୂଲ୍ୟରେ ” ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା” ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର :  ଆଜି ଭୁବନେଶ୍ୱରସ୍ଥିତ ସାଇବର କମ୍ପ୍ଲେକ୍ସ ଠାରେ ରାଜ୍ୟ କ୍ରାଇମବ୍ରାଞ୍ଚ ଆନୁକୂଲ୍ୟରେ ” ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା” ସମ୍ପର୍କିତ ଏକ କର୍ମଶାଳା ଉଦଘାଟିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କର୍ମଶାଳାକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଆଗାମୀ ଦିନରେ ସାଇବର ଅପରାଧକୁ ରୋକିବାକୁ ରାଜ୍ୟର ସମସ୍ତ ରେଞ୍ଜ ଏବଂ ଜିଲ୍ଲା ସ୍ତରରେ “ସାଇବର ଅପରାଧ ତଦନ୍ତ” ସମ୍ପର୍କିତ […]

ସଂପୂର୍ଣ୍ଣ ପଢନ୍ତୁ
D21f1a6b 86e1 4869 Acab Ecc855ecd375 (1)

ଧର୍ମପ୍ରାଣ ଦମ୍ପତି ଗୋସେବକ ସ୍ଵର୍ଗତ ଗୁଣ୍ଡିଚା ବେହେରା ଓ ଧର୍ମପତ୍ନୀ ମଲ୍ଲୀ ଦେବୀଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

କଟକ : ୪୨ମୌଜା ଝାରକଟା ନିବାସୀ ଗୋସେବକ ସ୍ଵର୍ଗତ ଗୁଣ୍ଡିଚା ବେହେରା ଓ ତାଙ୍କ ଧର୍ମପତ୍ନୀ ମଲ୍ଲୀ ଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ତାଙ୍କ ବାସଭବନ ସମ୍ମୁଖରେ ଉଭୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇ ଭଜନ କୀର୍ତ୍ତନ ସହ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଗ୍ରାମ ମୂରବୀ ନାରାୟଣ ଲେଙ୍କା,ବ୍ରଜ କିଶୋର ବେହେରା, ବୀରବର ଲେଙ୍କା, ପ୍ରଭାତ କୁମାର ଖଟୁଆ,ଶରତ ବେହେରା,ବାଦଲ ମହାନ୍ତି, ହୃଷୀକେଶ ଜେନା,ସୁକାନ୍ତ କୁମାର ପାତ୍ର, ଅଜୟ ଦାସ,ସୁରେନ୍ଦ୍ର ବେହେରା,ଶଙ୍କର୍ଷଣ ବେହେରା, କଟକ ଜିଲ୍ଲା ଯାଦବ […]

ସଂପୂର୍ଣ୍ଣ ପଢନ୍ତୁ