ମନରେଗା କାମରେ ଲାଗିଥିବା ଜେସିବିକୁ ସିଜ୍ କଲେ ମନ୍ତ୍ରୀ ରବି ନାରାୟଣ ନାଏକ
ସୁବର୍ଣ୍ଣପୁର : ମନରେଗା କାମରେ ଲାଗିଥିବା ଜେସିବିକୁ ସିଜ କଲେ ମନ୍ତ୍ରୀ । ଆକ୍ସନ ମୋଡରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟନ ନାଏକ । ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ବେଳେ ବିନିକା ବ୍ଲକ ତୁଲୁଣ୍ଡୁପାଳି ଠାରେ ମନରେଗା କାମରେ ଲାଗିଥିବା ଜେସିବିକୁ ଜବତ କରି ବିଭାଗୀୟ ଅଧିକାରୀଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନା ବା ମନରେଗା ଯୋଜନାରେ ଶ୍ରମିକମାନଙ୍କୁ କାମ ଯୋଗାଇଦିଆଯାଇଥାଏ । ତେବେ […]
ସଂପୂର୍ଣ୍ଣ ପଢନ୍ତୁ