କ୍ରୁଟର ବଡ଼ ନିଷ୍ପତ୍ତି: ଏଣିକି ୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍ ଡ୍ରାଇଭିଂ ମନା
ଭୁବନେଶ୍ୱର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କ୍ରୁଟ। ଏଣିକି ସବୁ ଡ୍ରାଇଭରଙ୍କର ଦକ୍ଷତା ଯାଞ୍ଚ କରାଯିବ। ୫ ବର୍ଷରୁ ଅଧିକ ଅଭିଜ୍ଞତା ନଥିବା ଡ୍ରାଇଭରଙ୍କୁ ନିଯୁକ୍ତି ନଦେବାକୁ ନିଷ୍ପତ୍ତି ନିଆଯାଇଛି। ଆମ ବସ ଦ୍ୱାରା ବାରମ୍ବାର ଦୁର୍ଘଟଣାକୁ ନେଇ ଚାରିଆଡ଼େ […]
ସଂପୂର୍ଣ୍ଣ ପଢନ୍ତୁ