କାଠଯୋଡ଼ିରେ ବୁଡି ଦୁଇ ଜଣ ଯୁବକ ନିଖୋଜ, ଜଣଙ୍କର ମୃତ ଦେହ ଉଦ୍ଧାର
କଟକ : ଗାଧେଇଲା ବେଳେ ଅଘଟଣ। କଟକ ସଡ଼ିଏ ୧୧ ନିକଟ କାଠଯୋଡ଼ି ଗଡା ନିକଟରେ ଗାଧେଇଲା ବେଳେ ବୁଡି ଗଲେ ଦୁଇ ଯୁବ ଇଞ୍ଜିନିୟର । ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି । ସୂଚନା ମୁତାବକ ଏସିବି ସମ୍ପ୍ରସାରଣ କାର୍ଯ୍ୟ ରେ ଏକ କମ୍ପାନୀ ପକ୍ଷରୁ ନିୟୋଜିତ ରୁତିକେଶ ମାତାଲ , ବୟସ ୨୫ ଓ ରୁତିକ ଭଂଜେ , ବୟସ ୨୪ କାଠଯୋଡ଼ି କୁ ଗାଧେଇବା […]
ସଂପୂର୍ଣ୍ଣ ପଢନ୍ତୁ