ଗସ୍ତ ନାମରେ ସରକାର ଟୁର୍-ଟ୍ରାଭେଲ୍ କମ୍ପାନି ଖୋଲିଲେ: ପ୍ରତିନିଧି ଦଳ ନେଇ ସଞ୍ଜୟଙ୍କ କଟାକ୍ଷ
ମୁମ୍ବାଇ: ଅପରେସନ ସିନ୍ଦୂର ଉପରେ ଭାରତର ଚିନ୍ତାଧାରାକୁ ଅନ୍ତର୍ଜାତୀୟ ସମ୍ପ୍ରଦାୟ ନିକଟରେ ପ୍ରଭାବଶାଳୀ ଭାବରେ ପହଞ୍ଚାଇବାକୁ ଭାରତ ସରକାର ଶନିବାର ଦିନ ସଂକଳ୍ପ ନେଇଛନ୍ତି। ଏନେଇ ଭାରତୀୟ ଜନତା ପାର୍ଟି ପ୍ରତିନିଧିମଣ୍ଡଳର ୭ଟି ଟିମ୍ ଗଠନ କରିଥିଲା। ଯେଉଁମାନେ ସୀମାପାର ଆତଙ୍କବାଦ ଏବଂ ଅପରେସନ ସିନ୍ଦୁର ବିରୁଦ୍ଧରେ ଭାରତର ନିରନ୍ତର ଲଢ଼େଇ ପ୍ରଦର୍ଶନ କରିବା ପାଇଁ ପ୍ରମୁଖ ଅଂଶୀଦାର ଦେଶଗୁଡ଼ିକୁ ଗସ୍ତ କରିବେ। ଏହି ଟିମ୍ଗୁଡ଼ିକର ଅଧ୍ୟକ୍ଷ ଭାବରେ କଂଗ୍ରେସର ଶଶି ଥରୁରଙ୍କୁ ନିଯୁକ୍ତ କରାଯାଇଛି। ଏହା […]
ସଂପୂର୍ଣ୍ଣ ପଢନ୍ତୁ