Lp

୨୨ରେ ସାଇକ୍ଲୋନିକ୍ ସର୍କୁଲେସନ ! ଆରବ ସାଗରରେ ସୃଷ୍ଟି ହେଉଛି ଏକ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ଆରବସାଗରରେ କର୍ଣ୍ଣାଟକ ଉପକୂଳରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ୨୧ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଘନିଭୂତ ହୋଇ ଉତ୍ତରକୁ ଗତି କରିପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଏପଟେ ଉତ୍ତର ଭାରତରେ କାଳବୈଶାଖୀ, ପଶ୍ଚିମରେ ଗ୍ରୀଷ୍ମ ତାତି । ଉତ୍ତର ଭାରତରେ କାଳବୈଶାଖୀର ପ୍ରକୋପ ରହିବା […]

ସଂପୂର୍ଣ୍ଣ ପଢନ୍ତୁ
Death 1

ଟ୍ରେନରେ ଅସୁସ୍ଥ ବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର

ରାଉରକେଲା: ଗତ ବୁଧବାର ରାତିରେ ରାଉରକେଲା ଷ୍ଟେସନରେ ଗୀତାଞ୍ଜଳି ଏକ୍ସପ୍ରେସରୁ ଜଣେ ବିଏସଏଫ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛୁଟି ସାରି ସେ ଛତିଶଗଡ଼ର ସୋନପୁର ସ୍ଥିତ ତାଙ୍କ ବେସ୍ କ୍ୟାମ୍ପକୁ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି। ଆସାମର ବାରପେଟାର ସଞ୍ଜୟ ଦାସ (୩୯) ବୋଲି ଚିହ୍ନଟ କରାଯାଇଛି। ସୂଚନା ଅନୁଯାୟୀ, ଚକ୍ରଧରପୁର ଷ୍ଟେସନରୁ ଟ୍ରେନ୍ ଛାଡିବା ପରେ ବିଏସଏଫର ୧୩୩ ବାଟାଲିୟନରେ କାର୍ଯ୍ୟରତ ସଞ୍ଜୟଙ୍କୁ ଏକ ଶୌଚାଳୟ ନିକଟରେ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। […]

ସଂପୂର୍ଣ୍ଣ ପଢନ୍ତୁ
Heli

ଅବତରଣ କରିବା ସମୟରେ ହେଲି ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

କେଦାରନାଥ: କେଦାରନାଥ ଧାମରେ ​​ଅବତରଣ କରିବା ସମୟରେ ଏକ ହେଲି ଆମ୍ବୁଲାନ୍ସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲି ଆମ୍ବୁଲାନ୍ସଟି ଋଷିକେଶ ଏମ୍ସର ଥିଲା, ଯାହା ଋଷିକେଶରୁ କେଦାରନାଥ ଯାଉଥିଲା। ଏମ୍ସ ପିଆରଓ ସନ୍ଦୀପ କୁମାର ଏହା ନିଶ୍ଚିତ କରିଛନ୍ତି। ଶନିବାର ଦିନ, କେଦାରନାଥ ହେଲିପ୍ୟାଡରୁ ମାତ୍ର ୨୦ ମିଟର ପୂର୍ବରୁ ଏମ୍ସର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପାଇଲଟ୍ ସୁରକ୍ଷିତ ଅଛନ୍ତି। କୁହାଯାଉଛି ଯେ, ହେଲିକପ୍ଟରଟି ଜଣେ ରୋଗୀଙ୍କୁ ଆଣିବା ପାଇଁ ଋଷିକେଶରୁ କେଦାରନାଥ ଆସୁଥିଲା। ଏମ୍ସ ପିଆରଓ କହିଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ
Ygd2isx8pvmz9wbsiq4a

ଝାରସୁଗୁଡା ଜିଲ୍ଲାରେ ଦୁଇ ନାବାଳକଙ୍କୁ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ

କଟକ :  ଝାରସୁଗୁଡା ଜିଲ୍ଲାରେ ଦୁଇ ଜଣ ନାବାଳକଙ୍କୁ ଦୁଷ୍କର୍ମ କରାଯାଇଥିବା ମାମଲାର ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲ୍ଲା ଓ ଦୌରା ଅଦାଲତ ବିଚାରପତି, POCSO ପୂଜା ଷଡ଼ଙ୍ଗୀ ଏହି ମାମଲାରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମାତ୍ର ୫୫ ଦିନ ମଧ୍ୟରେ ଅଭିଯୁକ୍ତ ବିରୋଧରେ ପୋଲିସ ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଥିଲା । ସେହି ଅନୁଯାୟୀ […]

ସଂପୂର୍ଣ୍ଣ ପଢନ୍ତୁ
Screenshot 2025 05 17 130158 750

ପୁଣି ତେଜିଲା ଇସ୍କନର ଅଦିନିଆ ରଥଯାତ୍ରା ବିବାଦ, ତୁରନ୍ତ ବନ୍ଦ କରିବାକୁ ଦାବି

ପୁରୀ: ପୁଣି ତେଜିଲା ଇସ୍କନର ଅଦିନିଆ ରଥଯାତ୍ରା ବିବାଦ। ମେ ୧୮ ତାରିଖରେ ହେବାକୁ ଥିବା ରଥଯାତ୍ରାକୁ ନେଇ ପୁରୀରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ରାଜ୍ୟ ଓ କେନ୍ଦ୍ର ସରକାର ହସ୍ତକ୍ଷେପ ଦାବି କଲେ ସେବାୟତ। ତୁରନ୍ତ ଇସ୍କନର ଅଦିନିଆ ରଥଯାତ୍ର ବନ୍ଦ କରିବାକୁ ଦାବି କରାଯାଇଛି। ଇସ୍କନ ବାରମ୍ବାର ନିୟମ ବାହାରେ କାର୍ଯ୍ୟ କରୁଛି। ମହାପ୍ରଭୁଙ୍କ ପରମ୍ପରାକୁ ସମସ୍ତେ ମାନିବା ଆବଶ୍ୟ। ଓଡ଼ିଆଙ୍କ ପ୍ରତି କୁଠାରଘାତ କରିଛି ଇସ୍କନ। ବାରମ୍ବାର ବିବାଦ ସତ୍ତ୍ବେ ବିଦେଶରେ […]

ସଂପୂର୍ଣ୍ଣ ପଢନ୍ତୁ
Zsbzfh2xpd2hgiy8u1ly

ଅପରେସନ ସିନ୍ଦୂରର ଲାଡେନ ହତ୍ୟା ସହ ସମାନତା ଅଛି: ଧନକର

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ୍ ଧନକର ଶନିବାର କହିଛନ୍ତି ଯେ, ଅପରେସନ ସିନ୍ଦୂର ଏବଂ ପାକିସ୍ତାନରେ ଆମେରିକୀୟ ସେନା ଦ୍ୱାରା ଓସାମା ବିନ୍ ଲାଡେନଙ୍କୁ ହତ୍ୟା କରିବା ମଧ୍ୟରେ ସମାନତା ରହିଛି। ଉପରାଷ୍ଟ୍ରପତି ପାକିସ୍ତାନର ନଅଟି ଆତଙ୍କବାଦୀ ଆଡ୍ଡା ଉପରେ ହୋଇଥିବା ଆକ୍ରମଣକୁ ଏପର୍ଯ୍ୟନ୍ତ ଭାରତର ସବୁଠାରୁ ବଡ଼ ସୀମାପାର ଆକ୍ରମଣ ବୋଲି ବର୍ଣ୍ଣନା କରିଛନ୍ତି। ଏହା ସହିତ ସେ ୨୦୦୧ ସେପ୍ଟେମ୍ବର ୧୧ ​​ତାରିଖରେ ଆମେରିକା ଦ୍ବାରା ହୋଇଥିବା ଆତଙ୍କବାଦୀ ଆକ୍ରମଣର ଉଲ୍ଲେଖ କରିଛନ୍ତି। ଲାଡେନର ନାମ […]

ସଂପୂର୍ଣ୍ଣ ପଢନ୍ତୁ
Cov

ସିଙ୍ଗାପୁରରେ ବଢୁଛି କୋଭିଡ ମାମଲା : ଓଡ଼ିଶାରେ ଚିହ୍ନଟ ହୋଇନାହିଁ, ସ୍ପଷ୍ଟ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ଥାଇଲାଣ୍ଡ, ହଙ୍ଗକଙ୍ଗ ଓ ସିଙ୍ଗାପୁରରେ କୋଭିଡ କେସ ବଢଥିବା ଜଣାପଡ଼ିଛି । ତେବେ ଓଡ଼ିଶାରେ କୋଭିଡର କୌଣସି ରିପୋର୍ଟ ଚିହ୍ନଟ ହୋଇନଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । କୋଭିଡ ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ WHO ସହ ଆଲୋଚନା କରିଛି । କେନ୍ଦ୍ର ସରକାରଙ୍କ ସହ ବି ଯୋଗାଯୋଗରେ ଅଛନ୍ତି ରାଜ୍ୟ ସରକାର । କୌଣସି ମାମଲା ଚିହ୍ନଟ ହୋଇନଥିଲେ ସୁଦ୍ଧା ସମସ୍ତଙ୍କୁ ଆଲର୍ଟ ରହିବାକୁ କୁହାଯାଇଛି । ସିଙ୍ଗାପୁରରେ […]

ସଂପୂର୍ଣ୍ଣ ପଢନ୍ତୁ
Arrested 738x430 1

ଜୁଆ ଆଡ୍ଡା ଉପରେ ପୋଲିସର ରେଡ୍‌; ୧୫ ଗିରଫ

ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସ ରେଡ୍‌ କରିଛି। ଏହାସହ ୧୫ ଜଣଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ନୂଆପଡ଼ା ଜିଲ୍ଲା କୁରୁମପୁରୀ ଗାଁରେ ଜୁଆ ଆଡ୍ଡା ଚାଲିଥିଲା। ଏନେଇ ଖବର ପାଇବା ପରେ ଲଖନା ପୋଲିସ ଚଢଉ କରିଛି। ଚଢଉ ବେଳେ ପ୍ରାୟ ୨୮ ହଜାର ଟଙ୍କା, ୯ଟି ବାଇକ, ୧୪ଟି ମୋବାଇଲ ଜବତ କରାଯାଇଛି। ଏହାସହ ୧୫ ଜଣଙ୍କୁ ଗିରଫ କରିଛି ପୋଲିସ।

ସଂପୂର୍ଣ୍ଣ ପଢନ୍ତୁ
Krj

ଦିଲ୍ଲୀରେ ଆପକୁ ଝଟକା ! ନୂଆ ଦଳ ଗଠନ କଲେ ଏହାର ୧୫ ପାର୍ଷଦ

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନରେ ପରାଜୟ ପରେ ଆମ ଆଦମୀ ପାର୍ଟି (ଆପ)ର ସମସ୍ୟା ବଢିବାରେ ଲାଗିଛି । ସ୍ଥିତି ଏପରି ହୋଇଛି ଦିଲ୍ଲୀରେ ଦଳ ବିଭାଜିତ ହୋଇଯାଇଛି । ଦଳର ୧୫ ଜଣ ପାର୍ଷଦ ଇସ୍ତଫା ଦେଇଛନ୍ତି। ପୂର୍ବତନ ଗୃହ ନେତା ମୁକେଶ ଗୋୟଲ ଏକ ନୂତନ ଦଳ ଗଠନ କରିବାକୁ ଦାବି କରିଛନ୍ତି, ଯାହାର ନାମ ସେ ଇନ୍ଦ୍ରପ୍ରସ୍ଥ ବିକାଶ ପାର୍ଟି ରଖିଛନ୍ତି। ସେ ଦାବି କରିଛନ୍ତି ଯେ ୧୩ ଜଣ କାଉନସିଲର […]

ସଂପୂର୍ଣ୍ଣ ପଢନ୍ତୁ
Talcher 1

ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା

ପ୍ରେମ ପାଇଁ ହତ୍ୟାକାଣ୍ଡ । ଅପହରଣ ପରେ ଯୁବକଙ୍କ ଜୀବନ ନେଇଗଲେ । ଗତ ୫ ତାରିଖରେ ତାଳଚେର ଶିବରାମପୁର ଜଙ୍ଗଲରେ ହୋଇଥିବା ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ । ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା କରିଥିବା ଜଣାପଡ଼ିଛି l ଏହି ଘଟଣାରେ ତାଳଚେର ପୁଲିସ ସିନ ରିକ୍ରିଏସନ କରିଛନ୍ତି । ମୁଖ୍ୟ ଅଭିଯୁକ୍ତ ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଶାଳଗାଡ଼ିଆ ଗାଁର ଆନନ୍ଦ […]

ସଂପୂର୍ଣ୍ଣ ପଢନ୍ତୁ