18

ସମ୍ବଲପୁରରୁ ଖୁବ୍ ଶୀଘ୍ର କୃଷି ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ: ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁରରେ ଆୟୋଜିତ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଓ ପୂର୍ବତନ ବିଧାୟକ ନାଉରୀ ନାୟକ ପ୍ରମୁଖ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗ ଦେଇଥିଲେ। ତ୍ରିରଙ୍ଗା ଶୋଭାଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦବୋଧନ ଦେଇ କହିଥିଲେ, ସେନାବାହିନୀକୁ କୃତଜ୍ଞତା ଜଣାଇବାକୁ ତ୍ରିରଙ୍ଗା ଶୋଭାଯାତ୍ରା ଉଦ୍ଦିଷ୍ଟ| ଏଣେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି, […]

ସଂପୂର୍ଣ୍ଣ ପଢନ୍ତୁ
17

ନିଯୁକ୍ତି ପାଇବେ ୧୫ଟି ବିଶ୍ବବିଦ୍ୟାଳୟର ଭିସି, ପୂରଣ ହେବ ହଜାରରୁ ଅଧିକ ଅଧ୍ୟାପକ ପୋଷ୍ଟ

ଭୁବନେଶ୍ବର: ରାଜ୍ୟ ସରକାର ଖୁବଶୀଘ୍ର ୧୫ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ଭାଇସ୍‌ଚାନ୍ସଲର(ଭିସି)ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଯାଉଛନ୍ତି। ଏଥିସହିତ କଲେଜଗୁଡ଼ିକରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ମଧ୍ୟ ପୂରଣ ହେବ । ନିଯୁକ୍ତି ଉପରେ ଲାଗିଥିବା ପୂର୍ବ କଟକଣା ହଟିବା ପରେ ରାଜ୍ୟ ଏହି ପ୍ରମୁଖ ଶିକ୍ଷାଗତ ପଦବୀ ପୂରଣ ନେଇ ଉତ୍ସାହ ଦେଖାଇଛି । ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଆଇନ, ୨୦୨୪ ଅନୁଯାୟୀ, ସରକାର ଭାଇସ୍‌ଚାନ୍ସଲର ନିଯୁକ୍ତି ପାଇଁ ପଦକ୍ଷେପ ଆରମ୍ଭ […]

ସଂପୂର୍ଣ୍ଣ ପଢନ୍ତୁ
16

ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା, ୪ ଆହତ

କଟକ : ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟିହେଲା ୫ଟି କାର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।

ସଂପୂର୍ଣ୍ଣ ପଢନ୍ତୁ
15

ଆତଙ୍କବାଦୀ ବିରୋଧୀ ଲଢେଇର ନେତୃତ୍ୱ ନେଉଛି ବାୟୁସେନା

ଗୁଜରାଟ ଭୁଜ୍‍ ଏୟାରବେସରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଅପରେସନ ସିନ୍ଦୂରରେ ବାୟୁସେନାର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ସେନାର ବୀରତ୍ୱକୁ ସଲାମ କରିଛନ୍ତି ରାଜନାଥ । ଭୁଜ ଏୟାରବେସରୁ ଉଡାଣ ଆରମ୍ଭ କରି ଲଢୁଆ ବିମାନ ପରାକ୍ରମ ଦେଖାଇଛି। ପାକିସ୍ତାନ ମାଟିରେ ଆତଙ୍କୀଙ୍କ ଆଡ୍ଡାକୁ ଧୂଳିସାତ କରିବା ପାଇଁ ଭାରତୀୟ ବାୟୁସେନା ପାଖରେ ମାତ୍ର ୨୩ମିନିଟ ହିଁ ସମୟ ଯଥେଷ୍ଟ ଥିଲା । ଏତିକି ସମୟ ଲୋକଙ୍କ ପାଖରେ ଜଳଖିଆ କରିବାର ସମୟ ରହିଥାଏ […]

ସଂପୂର୍ଣ୍ଣ ପଢନ୍ତୁ
E5f66d0c 06db 475c 82f7 D3fd6d5771c5

ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଙ୍କ ସାରଳା ମନ୍ଦିର ପରିଦର୍ଶନ

ଜଗତସିଂହପୁର/ ଝଙ୍କଡ଼ :  ବାଣୀ କ୍ଷେତ୍ର ଝଙ୍କଡ଼ ସାରଳା ଠାକୁରାଣୀଙ୍କ ଚନ୍ଦନ ଯାତ୍ରା ଓ ପବିତ୍ର ବୃଷ ସଂକ୍ରାନ୍ତି ଦିନ ସନ୍ଧ୍ୟାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ସପରିବା ରେ ଝଙ୍କଡ଼ ସାରଳା ପୀଠ ରେ ପହଞ୍ଚି ମାଆଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପରେ ବେଢ଼ା ପରିକ୍ରମା କରିବା ସମୟରେ, ନାଟ୍ୟମଣ୍ଡପ ଉପରେ ମାଆଙ୍କ ସେବାୟତ ମାନଙ୍କ ତରଫରୁ ତାଙ୍କୁ ଚନ୍ଦନ ସିନ୍ଦୁର ଆଜ୍ଞାମାଳ ଓ ଉତ୍ତରୀୟ ପ୍ରଦାନ କରି ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। […]

ସଂପୂର୍ଣ୍ଣ ପଢନ୍ତୁ
7 2 750x430

ନକଲି ଜାତି ପ୍ରମାଣପତ୍ର ଆଶଙ୍କା, ଆଦିବାସୀ ଦଳିତ ସେନାର ସାମ୍ବାଦିକ ସମ୍ମିଳନୀ

ସମ୍ବଲପୁର: ସମ୍ବଲପୁରର ସାମ୍ବାଦିକ ଭବନ ଠାରେ ପଶ୍ଚିମ ଓଡ଼ିଶା ଦଳିତ ସୁରକ୍ଷା ପରିଷଦ ଓ ସମ୍ବଲପୁର ଜିଲା ଆଦିବାସୀ ଦଳିତ ସେନା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ମିଳିତ ଭାବରେ ରାଜସ୍ୱ ମନ୍ତ୍ରୀଙ୍କ ବିନା ପଟ୍ଟାରେ ଜାତି ପ୍ରମାଣପତ୍ର ଦେବା ଘୋଷଣା ପ୍ରସଙ୍ଗରେ ସ୍ପଷ୍ଟିକରଣ ରଖାଯାଇଛି। ସାମ୍ବାଦିକ ସମ୍ମିଳନୀରେ ପଶ୍ଚିମ ଓଡ଼ିଶା ଦଳିତ ସୁରକ୍ଷା ପରିଷଦ ଅଧ୍ୟକ୍ଷ ନିହାଲ ସିଂ କହିଛନ୍ତି ଯେ, ଜାତି ପ୍ରମାଣପତ୍ର ପାଇବାରେ କୋୖଣସି ଅବହେଳା ପ୍ରଦର୍ଶନ ହେଉ ନାହିଁ। ଡକ୍ଟର ବିଆର […]

ସଂପୂର୍ଣ୍ଣ ପଢନ୍ତୁ
Images (1)

କୃଷି ଓଭର୍‍ସିଅରଙ୍କ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାର କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି ଓଭର୍‍ସିଅର ପଦବି ଥିବାବେଳେ ବର୍ତ୍ତମାନ ୧୨୫୭ ଜଣ କାର୍ଯ୍ୟରତ ଅଛନ୍ତି। ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅରମାନଙ୍କୁ ଅତି କମରେ ୨୦ ଦିନ ଗସ୍ତ କରିବାକୁ ପଡ଼ିଥାଏ। ପୂର୍ବରୁ ସେମାନଙ୍କ ମାସିକ ଗସ୍ତଭତ୍ତା ୩୦୦ ଟଙ୍କା […]

ସଂପୂର୍ଣ୍ଣ ପଢନ୍ତୁ
Political Storm In Telangana

ତେଲେଙ୍ଗାନାରେ ମିସ୍ ୱାର୍ଲ୍ଡ ପ୍ରତିଯୋଗୀଙ୍କ ପାଦ ଧୋଇବା ଘଟଣାକୁ ନେଇ ରାଜନୈତିକ ବିବାଦ

ହାଇଦ୍ରାବାଦ,୧୫।୫: ତେଲେଙ୍ଗାନାରେ ମିସ୍ ୱାର୍ଲ୍ଡ ୨୦୨୫ ପ୍ରତିଯୋଗୀଙ୍କ ପାଦ ଧୋଇବା ଘଟଣାକୁ ନେଇ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ସ୍ଥାନୀୟ ମହିଳାମାନଙ୍କୁ ଦ୍ୱାରା ପ୍ରତିଯୋଗୀଙ୍କ ପାଦ ଧୋଇ ତାହାକୁ ଗାମୁଛାରେ ପୋଛାଯିବାର ଏକ କାର୍ଯ୍ୟକ୍ରମ ସାମାଜିକ ଗଣମାଧ୍ୟମରେ ତୀବ୍ର ବିରୋଧ ଓ ବିଭିନ୍ନ ରାଜନୈତିକ ଦଳଙ୍କ ମଧ୍ୟରେ ବିବାଦର କାରଣ ହୋଇଛି। ଘଟଣାଟି ଏକ ପବିତ୍ର ମନ୍ଦିର ନିକଟରେ ଆୟୋଜିତ ହୋଇଥିବା ବେଳେ, ଏହାକୁ ଅନେକେ ଅପମାନଜନକ, ଔପନିବେଶିକ ମାନସିକତାର ପ୍ରତୀକ ଏବଂ ତେଲେଙ୍ଗାନାର ମହିଳାମାନଙ୍କ ପ୍ରତି […]

ସଂପୂର୍ଣ୍ଣ ପଢନ୍ତୁ
Z

ଭାରତୀୟ ସେନାର ଶକ୍ତି ବଢାଇଲା ଓଡ଼ିଶା, ଟେଷ୍ଟ କଲା ଡ୍ରୋନ୍‌ କିଲର ‘ଭାର୍ଗବାସ୍ତ୍ର’

ବ୍ରହ୍ମପୁର : ଡ୍ରୋନ୍‌ ଜରିଆରେ ହେଉଥିବା ଆକ୍ରମଣକୁ ରୋକିବା ପାଇଁ ‘ଭାର୍ଗବାସ୍ତ୍ର’ ନାମରେ ଏକ କାଉଣ୍ଟର୍‌ ଆଟାକ ସିଷ୍ଟମ ତିଆରି କରାଯାଇଛି। ଗଞ୍ଜାମ ଜିଲାର ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜ ପରିସରରେ ଥିବା ଫାୟାରିଂ ରେଞ୍ଜରେ ଏହାର ସଫଳ ପରୀକ୍ଷଣ କରାଯାଇଛି। ସୋଲାର୍‌ ଡିଫେନ୍ସ ଆଣ୍ଡ୍‌ ଏରୋସ୍ପେସ୍‌ ଲିମିଡେଟ (ଏସ୍‌ଡିଏଲ) ଦ୍ବାରା ଏହା ପ୍ରସ୍ତୁତ କରାଯାଇଛି। ଡ୍ରୋନ ଆକ୍ରମଣକୁ ରୋକିବା ପାଇଁ ଏହି ସିଷ୍ଟମ ତିଆରି କରାଯାଇଛି। ଯାହାକି ଭାରତୀୟ ସେନା ପାଇଁ ବେଶ ଉପଯୋଗୀ […]

ସଂପୂର୍ଣ୍ଣ ପଢନ୍ତୁ

ଏସ୍‌ଇବିସି ବର୍ଗର ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣରୁ ବଞ୍ଚିତ କରାଯାଇଥିଲା: ଧର୍ମେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାରେ ସାମାଜିକ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଆସନ ସଂରକ୍ଷଣ ଦେବା ଦିଗରେ ପୂର୍ବ କଂଗ୍ରେସ ଏବଂ ବିଜେଡି ସରକାର କେବଳ ଛଳନା କରିଥିଲେ। କୋର୍ଟ କଚେରିର ବାହାନା ଦେଖାଯିବା ସହ ଛଦ୍ମ ସର୍ଭେର ପ୍ରହସନ କରାଯାଇଥିଲା ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏ ପ୍ରସଙ୍ଗରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ୧୯୯୦ ମସିହାରୁ ମଣ୍ଡଳ କମିସନ ଲାଗୁ […]

ସଂପୂର୍ଣ୍ଣ ପଢନ୍ତୁ