‘ଚଳିତ ବର୍ଷ ଶେଷ ସୁଦ୍ଧା ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ସରିବ’
ଭୁବନେଶ୍ବର: ବହୁ ପ୍ରତିକ୍ଷିତ କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଚଳିତ ବର୍ଷ ଶେଷ ସୁଦ୍ଧା ହେବ। ବର୍ତ୍ତମାନ ଏହି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ଶେଷ ସୁଦ୍ଧା ଏହା ଶେଷ ହୋଇଯିବ। ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ୨୬୫ କିଲୋମିଟର ବିଶିଷ୍ଟ କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିରେ ଯେଉଁ […]
ସଂପୂର୍ଣ୍ଣ ପଢନ୍ତୁ