ଅପରେସନ ‘ସିନ୍ଦୂର’ ପରେ ୧୫ ଲକ୍ଷ ସାଇବର ଆଟାକ କଲେଣି ପାକିସ୍ତାନୀ ହ୍ୟାକର୍ସ
ପହଲଗାଓଁ ଆକ୍ରମଣ ପରେ ଆତଙ୍କବାଦୀଙ୍କ ବିରୋଧରେ ଭାରତ ଆରମ୍ଭ କରିଥିବା ଅପରେସନ ‘ସିନ୍ଦୂର’ ପାକିସ୍ତାନ ସରକାରଙ୍କ ନିଦ ହଜାଇ ଦେଇଛି। ଅସ୍ତ୍ର ଯୁଦ୍ଧରେ ପାକିସ୍ତାନ ଭାରତକୁ ପରାସ୍ତ କରିବାରେ ବିଫଳ ହୋଇଛି। ତେଣୁ ଭାରତକୁ ଦୁର୍ବଳ କରିବା ଲାଗି ପାକିସ୍ତାନ ବର୍ତ୍ତମାନ ହ୍ୟାକର୍ସଙ୍କ ସାହାରା ନେଇଛି। ଅପରେସନ ସିନ୍ଦୂର ପରଠାରୁ ପାକ୍ ହ୍ୟାକର୍ସ ଭାରତର ୧୫ ଲକ୍ଷରୁ ଅଧିକ ଓ୍ବେବସାଇଟ୍କୁ ଆକ୍ରମଣ କରିଛନ୍ତି। କିନ୍ତୁ ସେମାନଙ୍କୁ ବିଶେଷ ସଫଳତା ମିଳିନାହିଁ। ମହାରାଷ୍ଟ୍ର ସାଇବର ପାକିସ୍ତାନର ୭ଟି ହ୍ୟାକର୍ସ […]
ସଂପୂର୍ଣ୍ଣ ପଢନ୍ତୁ