Pmm

ଭାରତମାତା ପାଇଁ ଗୌରବ ଆଣିଛନ୍ତି ସେନା: ପ୍ରଧାନମନ୍ତ୍ରୀ

ଆଦମପୁର : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପରେ, ସୀମାରେ ଆପେକ୍ଷିକ ଶାନ୍ତି ରହିଛି। ‘ଅପରେସନ୍ ସିନ୍ଦୂର’ ଏବଂ ଅସ୍ତ୍ରବିରତି ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ରାତିରେ ଜାତି ଉଦ୍ଦେଶ୍ୟରେ ତାଙ୍କ ଅଭିଭାଷଣରେ ସଶସ୍ତ୍ର ବାହିନୀର ପ୍ରଶଂସା କରିଥିଲେ ଏବଂ ପାକିସ୍ତାନକୁ ମଧ୍ୟ ଚେତାବନୀ ଦେଇଥିଲେ। ଏହା ପରେ, ପ୍ରଧାନମନ୍ତ୍ରୀ ମଙ୍ଗଳବାର ଦିନ ପଞ୍ଜାବର ଆଦମପୁର ଏୟାରବେସକୁ ଯାଇଥିଲେ, ଯାହାକୁ ପାକିସ୍ତାନ ଧ୍ୱଂସ କରିଥିବା ଦାବି କରି ଆସୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, […]

ସଂପୂର୍ଣ୍ଣ ପଢନ୍ତୁ
Ias Q

IAS ସନ୍ତୋଷ କୁମାରଙ୍କୁ ମିଳିଲା ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ

ଓଡ଼ିଶା କ୍ୟାଡରର ୧୯୯୪ ବ୍ୟାଚର ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ମିଳିଲା ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ବର୍ତ୍ତମାନ ସେ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ ତାଙ୍କୁ ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହି ନିଯୁକ୍ତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଏକ ଆଦେଶ ଜାରି […]

ସଂପୂର୍ଣ୍ଣ ପଢନ୍ତୁ
Uskdrdincz0onn12tt2l

ଆମେରିକା ରାଷ୍ଟ୍ରପତିଙ୍କୁ ଏହି ସ୍ୱତନ୍ତ୍ର ଉପହାର ଦେବ କାତାର

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚଳିତ ମାସ ମେ ୧୪ ତାରିଖରେ କାତାର ଗସ୍ତରେ ଯାଉଛନ୍ତି। ଆଉ ଏହି ସମୟ ମଧ୍ୟରେ, କାତାର ସରକାର ତାଙ୍କୁ ଏକ ବିଳାସପୂର୍ଣ୍ଣ ବୋଇଂ ୭୪୭-୮ ଜମ୍ବୋ ଜେଟ୍ ଉପହାର ଦେଉଛନ୍ତି। ଏହି ବିମାନର ମୂଲ୍ୟ ପ୍ରାୟ ୩୪୦୦ କୋଟି ଟଙ୍କା ବୋଲି କୁହାଯାଉଛି। ଏହି ଉପହାର କୌଣସି ଆମେରିକୀୟ ରାଷ୍ଟ୍ରପତିଙ୍କୁ ମିଳିଥିବା ସବୁଠାରୁ ମହଙ୍ଗା ଉପହାର। ଯଦି ରିପୋର୍ଟଗୁଡ଼ିକୁ ବିଶ୍ୱାସ କରାଯାଏ, ତେବେ ଟ୍ରମ୍ପ ଅସ୍ଥାୟୀ ଭାବରେ ଏହି […]

ସଂପୂର୍ଣ୍ଣ ପଢନ୍ତୁ
Neet Ug Results 750x430

ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ରେଜଲ୍ଟ; ପାସ୍‍ ହାର ୮୮.୩୯ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ଫଳ ୨୦୨୫ ପ୍ରକାଶ କରାଯାଇଛି । ଚଳିତବର୍ଷ ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ ରହିଛି । ଓଡ଼ିଶାରେ ପାସହାର ୭୮.୭୪ପ୍ରତିଶତ ରହିଛି । ସେହିପରି, ଭୁବନେଶ୍ୱର ଜୋନରେ ମୋଟ ୮୩.୬୪ପ୍ରତିଶତ ପାସହାର ରହିଥିବା ବେଳେ ସେଥିମଧ୍ୟରୁ ୭୭.୦୫ ପ୍ରତିଶତ ଛାତ୍ରୀ ରହିଛନ୍ତି ଏବଂ ୮୦.୭୭ପ୍ରତିଶତ ଛାତ୍ର ପାସ କରିଛନ୍ତି । ଚଳିତବର୍ଷ ୪୦ ହଜାରରୁ ଅଧିକ […]

ସଂପୂର୍ଣ୍ଣ ପଢନ୍ତୁ
Gqzvrgkxqaav 8t 750x430

ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଙ୍କ ସମୀକ୍ଷା ବୈଠକ

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ମଧ୍ୟ ଘନ ଘନ ସମୀକ୍ଷା ବୈଠକ ଜାରି ରହିଛି । ଆଜି ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସିଡିଏସ୍‍, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ ରହିଥିଲେ । ସୀମାରେ ବର୍ତ୍ତମାନର ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ରାଜନାଥ । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଭେଟିଛନ୍ତି ଏନଏସଜି ଅଜିତ ଡୋଭାଲ୍‍ । ଅପରେସନ ସିନ୍ଦୂର ପରବର୍ତ୍ତୀ କାର୍ଯ୍ୟପନ୍ଥା […]

ସଂପୂର୍ଣ୍ଣ ପଢନ୍ତୁ
Mons

ଆଣ୍ଡାମାନ ଛୁଇଁଲା ମୌସୁମୀ, ଦୁଇ ସପ୍ତାହ ମଧ୍ୟରେ କେରଳ ଛୁଇଁବ

ଆଣ୍ଡାମାନ ଛୁଇଁଲା ମୌସୁମୀ ।  ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ବୀପ ଏବଂ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି ।  ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆଇଏମଡିର ସୂଚନାନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିର୍ଦ୍ଦିଷ୍ଟ ଅଞ୍ଚଳଗୁଡ଼ିକୁ ମୌସୁମୀର ଅଗ୍ରଗତି ପାଇଁ ବାୟୁମଣ୍ଡଳ ଏବଂ ଅନ୍ୟାନ୍ୟ ପରିସ୍ଥିତି ଅତ୍ୟନ୍ତ ଅନୁକୂଳ ରହିଛି । ଫଳସ୍ୱରୂପ ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ […]

ସଂପୂର୍ଣ୍ଣ ପଢନ୍ତୁ
Sophw

ସୋପିଆନରେ ୩ ଲଶ୍କର ଆତଙ୍କୀଙ୍କୁ ନିପାତ କଲା ସେନା

ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ସେନାକୁ ବଡ଼ ସଫଳତା ମିଳିଛି। ଗୁଳିବିନିମୟ ସମୟରେ ଭାରତୀୟ ଯବାନମାନେ ଲଶ୍କର-ଏ-ତଇବା ସଂଗଠନତ ୩ ଆତଙ୍କୀଙ୍କୁ ନିପାତ କରିଛନ୍ତି। ସୋପିଆନର ଜମ୍ପାଥରି ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଛି। ପହଲଗାଓଁ ଆକ୍ରମଣ ପରେ ସେନା ପକ୍ଷରୁ ଅପରେସନ ‘ସିନ୍ଦୂର’ ଜରିଆରେ ପାକିସ୍ତାନର ଆତଙ୍କୀ ଶିବିରଗୁଡ଼ିକ ଉପରେ ଘନ ଘନ ଆକ୍ରମଣ କରାଯାଇଥିଲା। ଏହି ଅପରେସନରେ ସୀମା ପାର ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରାଯିବା ପରେ ଏବେ ସେନା ସୀମା ଭିତରେ ଛପିଥିବା ଆତଙ୍କୀଙ୍କୁ […]

ସଂପୂର୍ଣ୍ଣ ପଢନ୍ତୁ
Wmremove Transformed 2 750x430

ଶ୍ରୀମନ୍ଦିର ସୁରକ୍ଷା ପାଇଁ ମୁତୟନ ହେଲା ଆର୍ମ ଭେଇକିଲ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଆର୍ମ ଭେଇକିଲ ସୁରକ୍ଷା ମନ୍ଦିର ସମ୍ମୁଖରେ ମୁତୟନ ହୋଇଛି। ସମସ୍ତ ସୁରକ୍ଷା ଦିଗକୁ ନେଇ ଅନୁଧ୍ୟାନ କରିଛନ୍ତି ଡିଜି ଓ୍ବାଇ ବି ଖୁରାନିଆ। ବିଶେଷକରି ଯଦି କୌଣସି ଆତଙ୍କବାଦୀ ଆକ୍ରମଣ ଘଟିବ ତାହା ହେଲେ ତାକୁ କିଭଳି ପ୍ରତିହିତ କରାଯିବ ତା ଉପରେ ଗୁରୁତ୍ୱ ଦିଆଯାଇଛି। ଏହା ସହ ଡି ଜି ରଥଯାତ୍ରା ସମୟରେ ହେବାକୁ ଥିବା ବିଶେଷ ରୀତିନୀତି ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ଆଜି ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ […]

ସଂପୂର୍ଣ୍ଣ ପଢନ୍ତୁ
B1dc7c4c B06e 495a 8ed4 7472befe7f1d

ପୂର୍ବତନ ସରପଞ୍ଚ ଆଦର୍ଶ ବ୍ୟକ୍ତିତ୍ଵ ଯୁଧୁଷ୍ଠିର ମହାପାତ୍ରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଂଜଳି ସଭା

କଟକ : କଟକ ସଦର ୪୨ମୌଜା କୂଳସରିଚୁଆଁ ପଞ୍ଚାୟତର ପୂର୍ବତନ ସରପଞ୍ଚ,ସମାଜସେବୀ,ଉତ୍ତମ ପୁଟବଲ ଖେଳାଳୀ ଯୁଧୁଷ୍ଠିର ମହାପାତ୍ରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ ତାଙ୍କ ବାସଭବନ ପରିସରରେ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ପୂଜ୍ୟ ଜଗଦିଶ ତ୍ରିପାଠୀ ସଭାପତିତ୍ବ କରିଥିଲେ । ପ୍ରଥମେ ତାଙ୍କ ଫଟୋଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ ହେବା ସହିତ ଦୁଇ ମିନିଟ୍ ନୀରବ ପ୍ରାର୍ଥନା ଓ ସର୍ବଧର୍ମ ପ୍ରାର୍ଥନାରେ ବେଦ ପାଠ ପଣ୍ଡିତ ଶକ୍ତିଧର ପତି,ଗୀତାପାଠ ଜ୍ୟୋତି ରଞ୍ଜନ ଭୋଳ,ଭାଗବତ ଜଗଦିଶ […]

ସଂପୂର୍ଣ୍ଣ ପଢନ୍ତୁ
Da1a8f75 5a5c 42f7 8980 97df01127015

ଜଗତସିଂହପୁର ଜିଲ୍ଳା ଦୁର୍ନୀତି ନିବାରଣ କମିଟିର ସଦସ୍ୟା ହେଲେ ସ୍ନେହମୟୀ

ଜଗତସିଂହପୁର/ଝଙ୍କଡ : ବ୍ୟାସ ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ସ୍ନେହମୟୀ ଆଚାର୍ଯ୍ୟ ଦୈନନ୍ଦିନ ବିବିଧ ସେବା କାର୍ଯ୍ୟ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତାଙ୍କର କାର୍ଯ୍ଯ ଦକ୍ଷତା ଓ ଅଭିଜ୍ଞତାକୁ ଜିଲ୍ଲା ପ୍ରଶାସନ ମଧ୍ଯ ଅନେକାଂଶ ରେ ଅଙ୍ଗୀକାର କରିବା ସହ ବିଭିନ୍ନ ବିଭାଗରେ ତାଙ୍କୁ ଅବୈତନିକ ଦାୟିତ୍ଵ ପ୍ରଦାନ କରିଛନ୍ତି। ଦୀର୍ଘ ୫ ବର୍ଷ ଧରି ସମଗୋଳ ଉପକାରାଗାରରେ ନନ୍ ଅଫିସିଆଲ୍ ପର୍ଯ୍ୟବେକ୍ଷିକା ଭାବେ ନିଜର ଦାୟିତ୍ଵକୁ ସୂଚାରୁ ରୁପେ ତୁଲାଇ ଆସୁଛନ୍ତି […]

ସଂପୂର୍ଣ୍ଣ ପଢନ୍ତୁ