୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ବଞ୍ଚିଲା ଦୁଇ ଜୀବନ
ଭୁବନେଶ୍ୱର : ମୃତ୍ୟୁ ପରେ ଆଉ ଦୁଇଟି ଜୀବନ ବଂଚାଇବାରେ ସଫଳ ହୋଇପାରିଛି ଛଅ ବର୍ଷର ଏକ ଶିଶୁପୁତ୍ର । ବାରିପଦା ମୂର୍ଗାବାଡି ଅଚଂଳର ଏହି ଶିଶୁଟିର ଆକସ୍ମିକ ଦୁର୍ଘଟଣାରେ ମୁଣ୍ଡରେ ଗଭୀର ଆଘାତ ଯୋଗୁଁ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଚିକିତ୍ସିତ ହେଉଥିଲା । ମାତ୍ର ଶିଶୁଟି ବ୍ରେନ୍ ଡେଡ ଘୋଷିତ ହେବା ପରେ ତାର ପିତା-ମାତା ତାର ଅଙ୍ଗଦାନ କରିବା ନିମନ୍ତେ ମନସ୍ଥ କରିଥିଲେ । ଶିଶୁଟିର ଦୁଇ କିଡ଼ନୀ ଆଉ ଦୁଇଟି ରୋଗୀଙ୍କର […]
ସଂପୂର୍ଣ୍ଣ ପଢନ୍ତୁ